କିମ୍‌ଙ୍କ କ୍ରୁରତା ମାନବିକତା ଲଂଘିଲା: ଜେନେରାଲଙ୍କୁ ପିରାନ୍ନା ମାଛ ଟ୍ୟାଙ୍କ୍‌ରେ ପିଙ୍ଗିଲେ

ପୋୟଙ୍ଗ୍‌ୟାଙ୍ଗ୍‌,୧୨।୬: ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ୍‌ ଉନ୍‌ଙ୍କ କ୍ରୁରତା ମାନବିକତା ଲଂଘିଛି। ସେ ତାଙ୍କ ଜେନେରାଲଙ୍କୁ ମଣିଷକୁ ମାରି ଖାଉଥିବା ପିରାନ୍ନା ମାଛ ଟ୍ୟାଙ୍କରେ ଫିଙ୍ଗିଦେଇଛନ୍ତି। ଜେନେରାଲଙ୍କ ବିରୋଧରେ କ୍ଷମତା ଦଖଲ ଷଡ଼ଯନ୍ତ୍ର ଅଭିଯୋଗ ହୋଇଥିଲା। ଜେନେରାଲଙ୍କୁ ପିରାନ୍ନା ମାଛଙ୍କ ଖାଦ୍ୟ କରାଯିବା ପୂର୍ବରୁ ତାଙ୍କର ଦୁଇ ହାତ କାଟି ଦିଆଯାଇଥିଲା। ତେବେ ଜେନେରାଲଙ୍କ ନାମ ପ୍ରକାଶ କରାଯାଇନାହିଁ। ସୂଚନାଯୋଗ୍ୟ, ଅନ୍ୟ ପ୍ରାଣୀକୁ ମାରି ଖାଉଥିବା ଏହି ମାଛକୁ ସଇତାନ୍‌ ମାଛ କୁହାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ବିଶେଷଜ୍ଞଙ୍କ ବଡ଼ ଆକଳନ, ଅନ୍ତର୍ଜାତୀୟ ବଜାର ଦର ହ୍ରାସ ସତ୍ତ୍ୱେ କମି ନ ପାରେ ପେଟ୍ରୋଲ ମୂଲ୍ୟ

ନୂଆଦିଲ୍ଲୀ,୨୬।୫: ଇତିମଧ୍ୟରେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ମୂଲ୍ୟ ହ୍ରାସ ପାଇଛି। ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧ ବୁଝାମଣା ସହ ବହୁଚର୍ଚ୍ଚିିତ ହର୍ମୁଜ୍‌ ପ୍ରଣାଳୀକୁ ମୁକ୍ତ…

ପଦ୍ମଶ୍ରୀ ନେବାକୁ କାହିଁକି ଆସିଲେନି ରୋହିତ ଶର୍ମା? ହିଟମ୍ୟାନଙ୍କୁ ନେଇ ଆସିଲା ଏମିତି କାରଣ

ନୂଆଦିଲ୍ଲୀ,୨୬।୫: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ଏବଂ ଷ୍ଟାର ବ୍ୟାଟସମ୍ୟାନ ରୋହିତ ଶର୍ମା ୨୫ ମଇରେ ନୂଆଦିଲ୍ଲୀରେ ଅନୁଷ୍ଠିତ ପଦ୍ମଶ୍ରୀ ପଦାର୍ପଣ ଉତ୍ସବରେ ଯୋଗ ଦେଇ…

ଦେବଗଡରେ କାଳବୈଶାଖୀ ତାଣ୍ଡବ, ଟିଣ ଆଜବେଷ୍ଟ ପଡି କଟିଗଲା ଯୁବକଙ୍କ ହାତ

ଦେବଗଡ,୨୬।୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାରେ କାଳବୈଶାଖୀର କରାଳ ରୂପ ଦେଖିବାକୁ ମିଳିଛି । ଅନେକ ଲୋକଙ୍କ ଘର ଦ୍ୱାର ଭାଙ୍ଗି ବାସହରା ହୋଇ ପଡିଛନ୍ତି ।…

ବଳାତ୍କାର ଅଭିଯୁକ୍ତ ରାମ ରହିମଙ୍କୁ ପୁଣି ମିଳିଲା ୩୦ ଦିନର ପାରୋଲ

ରୋହତକ,୨୬।୫: ଡେରା ସଚ୍ଚା ସୌଦା ମୁଖ୍ୟ ଏବଂ ଦୋଷୀ ସାବ୍ୟସ୍ତ ବଳାତ୍କାରୀ ଗୁରମିf ରାମ ରହିମଙ୍କୁ ପୁଣି ଥରେ ପାରୋଲ ମିଳିଛି। ଏଥର ସେ ୩୦ ଦିନ…

ଧାନବିଲରୁ ନିର୍ଗତ ଗ୍ରୀନହାଉସ୍‌ ଗ୍ୟାସ୍‌ ଏସିଆରେ ସର୍ବାଧିକ

ନୂଆଦିଲ୍ଲୀ, ୨୬।୫(ପି.ଟି.):୨୦୦୧ରୁ ୨୦୨୦ ମଧ୍ୟରେ ଧାନବିଲରୁ ନିର୍ଗତ ହେଉଥିବା ବିଶ୍ୱର ମୋଟ ସବୁଜ ଗୃହ ବାଷ୍ପ(ଗ୍ରୀନହାଉସ ଗ୍ୟାସ୍‌)ର ୯୦%ରୁ ଅଧିକ କେବଳ ଏସିଆରୁ ନିର୍ଗତ ହୋଇଛି, ଯେଉଁଥିରେ…

ବଳିପଡ଼ୁଛନ୍ତି ବିଦ୍ୟାର୍ଥୀ

ଡାକ୍ତରୀ ପ୍ରବେଶିକା ପରୀକ୍ଷା ଏନ୍‌ଇଇଟି-ୟୁଜି ୨୦୨୬ରେ ବ୍ୟାପକ ଦୁର୍ନୀତି ହୋଇଛି ବୋଲି ଦେଶସାରା ‘ଘୋ’ ସୃଷ୍ଟି ହୋଇଥିବା ବେଳେ ସୁପ୍ରିମକୋର୍ଟ ୨୫ ମେ’ରେ ପରୀକ୍ଷା ପରିଚାଳନା କରିଥିବା…

ଭାରତର ବିକାଶ ଯାତ୍ରା

ଯେତେବେଳେ ମୁଁ ତିରୁପ୍ପୁରର ଏକ ବିଦ୍ୟାଳୟରେ ପଢୁଥିବା ଜଣେ ଛୋଟ ବାଳକ ଥିଲି, ସେତେବେଳେ ଆମ ଦେଶକୁ ନେଇ ମୋ ମନରେ ଅନେକ ସ୍ବପ୍ନ ଥିଲା। ମୋ…

ଅସ୍ତ୍ରବିରତି ମଝିରେ ଇରାନର ଜାହାଜ ଉପରକୁ ଆମେରିକାର ବଡ଼ ଆକ୍ରମଣ, ୨ ଜାହାଜ…

ଓ୍ବାଶିଂଟନ,୨୬।୫: ଆମେରିକା ଏବଂ ଇରାନ ମଧ୍ୟରେ ବର୍ତ୍ତମାନ ଯୁଦ୍ଧବିରତି କାର୍ଯ୍ୟକାରୀ ହେଉଛି ଏବଂ ଦୁଇ ଦେଶ ମଧ୍ୟରେ ଆଲୋଚନା ଚାଲିଛି । ତଥାପି, ଉତ୍ତେଜନା ସମ୍ପୂର୍ଣ୍ଣ ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri