Posted inରାଜ୍ୟ

କୀଟନାଶକ ପିଇ ନାବାଳିକାଙ୍କ ଆତ୍ମହତ୍ୟା

ବିଞ୍ଝାରପୁର,୬ା୬(ଡି.ଏନ୍‌.ଏ.): ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ଘଣ୍ଟିଆଳି ଗ୍ରାମପଞ୍ଚାୟତ ଅଧୀନ ବଣିଆପାଳ ଗ୍ରାମରେ ମଙ୍ଗଳବାର ରାତିରେ ଜଣେ ନାବାଳିକା କୀଟନାଷକ ପିଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତକ ଜଣଙ୍କ ଭାଗବତ ସେଠୀଙ୍କ ଝିଅ କଣ୍ଢେଇ ସେଠୀ (୧୭)। ବୁଧବାର ବିଞ୍ଝାରପୁର ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ କରିଛି। ଏଥିସହ ଏ ନେଇ ଏକ ଅପମୃତ୍ୟୁ ମାମଲା (୨୦/୧୯) ରୁଜୁ କରି ତଦନ୍ତ ଚଲାଇଛି। କଣ୍ଢେଇ ମାନସିକ ଅନଗ୍ରସର ଥିବାରୁ ପୂର୍ବରୁ ଦୁଇ ଥର ଆତ୍ମହତ୍ୟା କରିବାକୁ ଉଦ୍ୟମ କରି ବିଫଳ ହୋଇଥିଲେ। କିନ୍ତୁ ରାତିରେ ଘରେ ପରିବାଚାଷ ପାଇଁ ଥିବା କୀଟନାଶକ ଖାଇଦେଇଥିଲେ ବୋଲି ପରିବାର ଲୋକେ ଅଭିଯୋଗ କରିଛନ୍ତି। ପ୍ରକାଶ ଯେ, କଣ୍ଢେଇ ମଙ୍ଗଳବାର ରାତିରେ ପରିବାର ଲୋକଙ୍କ ସହ ଖାଇସାରି ଶୋଇବାକୁ ଯାଇଥିଲେ। ଶୋଇବାର କିଛି ଘଣ୍ଟାପରେ ସେ ବାନ୍ତି କରିବାରୁ ପରିବାର ଲୋକେ ତାଙ୍କୁ ଯାଜପୁର ଜିଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଜଗନ୍ନାଥ ପ୍ରେମୀଙ୍କ ଭାବାବେଗ ସହ ଖେଳ: ଅନଲାଇନରେ ମହାପ୍ରସାଦ, ଖଜା ବିକ୍ରି ନେଇ…

ପୁରୀ, ୧।୬ (ଅଜିତ କୁମାର ମହାନ୍ତି): ପୁଣିଥରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି ଅପମାନ ହେଉଥିବା ସହ ଭକ୍ତମାନଙ୍କ ଭାବାବେଗ ସହିତ ଖେଳାଯାଉଥିବା ଘଟଣା ସାମ୍ନାକୁ ଆସିଛି। ଅନଲାଇନ…

OMC ଗେଟ୍‌ରେ ତାଲା ପକାଇଲେ ସୁରକ୍ଷାକର୍ମୀ

ବଣାଇଁ,୧।୬(ପ୍ରଦୀପ ତ୍ରିପାଠୀ): ଖରା, ବର୍ଷା ଶୀତ କାକରକୁ ଖାତିର ନ କରି ଖଣିକୁ ସୁରକ୍ଷା ଦେଲେ। ଅପ୍ରୀତିକର ପରିସ୍ଥିତିର ମୁକାବିଲା କରି ନିଜ ଜୀବନକୁ ବାଜି ଲଗାଇ…

ଡହଡହ ଖରାରେ କାମ କରୁଥିଲେ ସୋମନାଥ, ଅଂଶୁଘାତରେ ଚାଲିଗଲା ଜୀବନ; ପରିବାରକୁ ସହାୟତା ଯୋଗାଇ ଦେବାକୁ…

ବଲାଙ୍ଗୀର, ୧।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମ୍ୟୁନିସିପାଲିଟି ଓ୍ବାର୍ଡ ନମ୍ବର ୧୮ ଅନ୍ତର୍ଗତ ତୁଲସୀନଗର ପଡାର ଦୁର୍ଗାମଣ୍ଡପ ପଛପଟେ ରହୁଥିବା ସୋମନାଥ ବନଗୁଲା (୬୫)ଙ୍କ ଶୁକ୍ରବାର ଅଂଶୁଘାତରେ…

କବିସୂର୍ଯ୍ୟନଗର ଥାନାରେ ଥାର୍ଡ ଡିଗ୍ରୀ ମାମଲା; ବଡ଼ ଆକ୍ସନ, ୩ ପୋଲିସ….

ଭୁବନେଶ୍ବର,୧।୬: କବିସୂର୍ଯ୍ୟନଗର ଥାନାରେ ଥାର୍ଡ ଡିଗ୍ରୀ ମାମଲା ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଥିବା ବେଳେ ବର୍ତ୍ତମାନ ବଡ଼ ଆକ୍ସନ ନିଆଯାଇଛି । କବିସୂର୍ଯ୍ୟନଗର ଥାନା ଓ ବାଲିଚାଇ…

ଟୋକନ ସମସ୍ୟା ନେଇ ଆମରଣ ଅନଶନରେ ଚାଷୀ : ସ୍ଥାୟୀ ସମାଧାନ ନ ହେଲେ…

ଝାରବନ୍ଧ, ୧।୬ (ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ ଡଭା ଆଞ୍ଚଳିକ କୃଷକ ସଂଗଠନ ତରଫରୁ ଟୋକନ ସମସ୍ୟାର ସମାଧାନ ଦାବିରେ ସୋମବାର ଡଭା…

ପାକିସ୍ତାନରେ ଆଇପିଏଲ ବ୍ୟାନ୍‌, ହେଲେ ସୀମା ଆରପାରିରେ ଜୋର୍‌ ଚାଲିଛି ବୈଭବଙ୍କ ଚର୍ଚ୍ଚା; ଜାଣନ୍ତୁ ପୂରା ଘଟଣା

ନୂଆଦିଲ୍ଲୀ,୧।୬: IPL ୨୦୨୬ରେ ରାଜସ୍ଥାନ ରୟାଲ୍ସ ପାଇଁ ଖେଳିଥିବା ବୈଭବ ସୂର୍ଯ୍ୟବଂଶୀ ଏହି ସିଜିନରେ ସର୍ବାଧିକ ରନ କରିଥିଲେ। ସେ ୧୬ ମ୍ୟାଚରେ ୧୬ ଇନିଂସରେ ୭୭୬…

ଅର୍ଥ ବିଭାଗର ବଡ଼ ନିର୍ଦ୍ଦେଶ: ସରକାରୀ କାର୍ଯ୍ୟରେ EV ବାଧ୍ୟତାମୂଳକ

ଭୁବନେଶ୍ୱର,୧।୬: ଅର୍ଥ ବିଭାଗ ପକ୍ଷରୁ ସୋମବାର ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶାବଳି ଜାରି କରାଯାଇଛି। ସରକାରୀ କାର୍ଯ୍ୟରେ ଇଲେକ୍ଟ୍ରିକ ଯାନବାହନ (EV) ବ୍ୟବହାର ପାଇଁ ଅର୍ଥ ବିଭାଗ ପକ୍ଷରୁ…

ଥିଲେ ଚାକରାଣୀ, ହେଲେ ମନ୍ତ୍ରୀ: କାଲିତାଙ୍କ ଫିଟିଗଲା ଭାଗ୍ୟ

କୋଲକାତା,।୧।୬: ପଶ୍ଚିମବଙ୍ଗରେ ଶୁଭେନ୍ଦୁ ଅଧିକାରୀ ସରକାରଙ୍କ କ୍ୟାବିନେଟ ସମ୍ପ୍ରସାରିତ ହୋଇଛି। ପ୍ରଥମ ଥର ପାଇଁ ରାଜ୍ୟରେ କ୍ଷମତାକୁ ଆସିଥିବା ଭାରତୀୟ ଜନତା ପାର୍ଟି (ଭାଜପା) କ୍ୟାବିନେଟ ଚୟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri