କୁଆପଥର ମାଡ଼ରେ ଫସଲ ନଷ୍ଟ

କେନ୍ଦୁଝର, ୩୦ା୪(ଡି.ଏନ.ଏ./ସ୍ବ.ପ୍ର.)-କେନ୍ଦୁଝର ସଦର ବ୍ଲକ ବାଉରୀପଦା ପଞ୍ଚାୟତ ଅନ୍ତର୍ଗତ କେମ୍ପସଡା ଏବଂ ଏହାର ଆଖପାଖ ଅଞ୍ଚଳରେ ବୁଧବାର କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା ହୋଇଛି। ସ୍ଥାନୀୟ ଅଞ୍ଚଳରେ ପରିବା ଫସଲ ବ୍ୟାପକ କ୍ଷତିଗ୍ରସ୍ତ ହୋଇଛି।
ଏହି ଅଞ୍ଚଳ ଅରଡେଇ ନଦୀକୂଳରେ ଥିବା ବେଳେ ଚାଷୀମାନେ ପ୍ରତ୍ୟେକ ବର୍ଷ ଖରାଦିନିଆ ପନିପରିବା ଚାଷ କରିଥାନ୍ତି। ଚଳିତବର୍ଷ କରୋନା ଲକ୍‌ଡାଉନ ଚାଷୀଙ୍କ ଆର୍ଥତ୍କ ଅବସ୍ଥାକୁ ଦୋହଲାଇ ଦେଇଛି। ବୁଧବାର ଅପରାହ୍ନରେ ହୋଇଥିବା କୁଆପଥର ମାଡରେ ଚାଷୀଙ୍କ ଫସଲ ନଷ୍ଟ ହୋଇଯିବା ଯୋଗୁ ଚାଷୀମାନେ ମୁଣ୍ଡରେ ହାତଦେଇ ବସିଛନ୍ତି। ଏ ଅଞ୍ଚଳରେ ବିଲାତି, ବାଇଗଣ, କଲରା, ଭେଣ୍ଡି, ବୋଇତାଳୁ, ତରଭୁଜ, ପୋଟଳ ଏବଂ ବିଭିନ୍ନ କିସମର ଶାଗ ସାଙ୍ଗକୁ ପାଳ ଛତୁ ଚାଷ କରାଯାଇଥାଏ। କୁଆପଥର ମାଡରେ ଏହି ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ହୋଇଥିବାରୁ ଜିଲାପ୍ରଶାସନ ତରଫରୁ ଚାଷୀଙ୍କୁ ସରକାରୀ ସହାୟତା ଯୋଗାଇ ଦେବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ ନକ୍ସା ପରିବର୍ତ୍ତନ ପାଇଁ ମସୁଧା : ଗଣ ଆନ୍ଦୋଳନ ନିଷ୍ପତ୍ତି 

ଦିଗପହଣ୍ଡି,୧୨|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ କଳିଙ୍ଗ ବୈଶ୍ୟ ସମାଜ ସଭାଗୃହରେ  ଦକ୍ଷିଣ ଓଡ଼ିଶା ବିକାଶ ସମିତି ଆନୁକୁଲ୍ୟରେ ଖେମୁଣ୍ଡି ଉନ୍ନୟନ ମଞ୍ଚ ପକ୍ଷରୁ…

‘୩୭୦ ଟଙ୍କାର ବିରିୟାନୀ’ ବିବାଦରେ ଫସିଥିବା କମେଡିଆନ ପ୍ରଣିତ ମୋରେ ଗୋଟିଏ ଶୋ’ରୁ କେତେ କମାନ୍ତି? ସମ୍ପତ୍ତି କଥା ଜାଣିଲେ…

ସୋସିଆଲ ମିଡିଆ ଦୁନିଆରେ ରାତାରାତି ପ୍ରସିଦ୍ଧି ପାଇବା ଯେତିକି ସହଜ, ବିବାଦ ଗଳିରେ ଫସିଯିବାର ବିପଦ ମଧ୍ୟ ସେତିକି ଅଧିକ ରହିଥାଏ। ଆଜିକାଲି ଷ୍ଟାଣ୍ଡଅପ କମେଡିଆନ ପ୍ରଣିତ…

ନିସ୍ତୁକ ମାଡ଼ ମାରି ମୃତ ଭାବି କୂଅକୁ ଫିଙ୍ଗି ଦେଇଥିଲେ : ୪ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ୍

ବରଗଡ଼,୧୩।୬(ପ୍ରେମାନନ୍ଦ ଖମାରୀ):  ବରଗଡ଼ ଜିଲା ବିଜେପୁର ଥାନା ଅନ୍ତର୍ଗତ ସମଲେଇପଦର ନିକଟ ଜଙ୍ଗଲରେ ରହିଥିବା ଏକ ପରିତ୍ୟକ୍ତ କୂଅରୁ ୪ଦିନ ପରେ ଯୁବକ ଉଦ୍ଧାର ଘଟଣାର ପର୍ଦ୍ଦାଫାଶ…

ଗ୍ରାମବାସୀଙ୍କ ଦୁଃଖ ଶୁଣିଲେ ବିଧାୟକ, ଭତ୍ତା ସହ ଅନ୍ୟାନ୍ୟ ସମସ୍ୟା ସମାଧାନ ପାଇଁ…

ଗଜପତି,୧୨ା୬(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅନ୍ତର୍ଗତ ପରିଡ଼ା ଗ୍ରାମରେ ଆୟୋଜିତ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ପାରଳା ବିଧାୟକ ରୂପେଶ ପାଣିଗ୍ରାହୀ ଯୋଗଦେଇ ଗ୍ରାମବାସୀଙ୍କ…

ବନ ବିଭାଗରେ ନିୟୋଜିତ ଗାଡ଼ି ଦୁର୍ଘଟଣାଗ୍ରସ୍ତ: ମହଙ୍ଗା ପଡ଼ିଲା ସରକାରୀ ଗାଡ଼ିରେ ବେସରକାରୀ କାମ

ବଣାଇଁ,୧୨ା୬(ପ୍ରଦୀପ ତ୍ରିପାଠୀ): ରାଜାମୁଣ୍ଡା କୋଇଡା ୫୨୦ ନମ୍ବର ଜାତୀୟ ରାଜପଥର କେ. ବଲାଙ୍ଗ ଥାନା ନିକଟରେ ଗୁରୁବାର ରାତିରେ ହାଇଓ୍ବା ପଛରେ ଏକ ବୋଲେରୋ ପିଟି ହୋଇ…

କାଲି ସକାଳୁ ମାଡ଼ି ଆସୁଛି ବର୍ଷା! ଏସବୁ ଜିଲାକୁ ହାଇ ଆଲର୍ଟ…

ନୂଆଦିଲ୍ଲୀ,୧୨।୬: ଆଇଏମଡି (IMD) ର ସୂଚନା ଅନୁଯାୟୀ, ଜୁନ ୪ ରେ କେରଳରେ ପ୍ରବେଶ କରିବା ପରେ ମୌସୁମୀ ମାତ୍ର ୮ ଦିନ ମଧ୍ୟରେ ୧୭ଟି ରାଜ୍ୟକୁ…

ମମତା ବାନାର୍ଜୀଙ୍କ ବିରୋଧରେFIR; ବଢ଼ିଲା ଅଡୁଆ

କୋଲକାତା,୧୨।୬: କ୍ଷମତା ହରାଇବା ପରଠାରୁ ପଶ୍ଚିମବଙ୍ଗର ପୂର୍ୱତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସମସ୍ୟା କ୍ରମାଗତ ଭାବରେ ବଢ଼ିବାରେ ଲାଗିଛି। ସାମ୍ପ୍ରଦାୟିକ ମନ୍ତବ୍ୟ ସମ୍ପର୍କରେ ତାଙ୍କ ବିରୋଧରେ ହ୍ୟାରେ…

କେନାଲରୁ ମିଳିଲା ଯୁବକଙ୍କ ମୃତଦେହ, ଭଉଣୀ-ଭିଣୋଇଙ୍କୁ ଅଟକ ରଖି…

ନୟାଗଡ଼,୧୨ା୬(ଲୋକନାଥ ମିଶ୍ର): ନୟାଗଡ଼ ସଦର ଥାନା ରାଇପୁର ଗାଁର କାହ୍ନୁ ସେଠୀ ନାମକ ଜଣେ ଯୁବକଙ୍କ ମୃତଦେହ ତୋଟା ସାହି ପାଳୁଅ ବାରି କେନାଲରୁ ଶୁକ୍ରବାର ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri