Odisha Elections 2024

କୁଇଭାଷାରେ ଶପଥପାଠ କରାଇଲେ ଏସ୍‌ଡିପିଓ

ଦାରିଙ୍ଗବାଡ଼ି/କୋଟଗଡ଼,୩।୪(ଡି.ଏନ.ଏ)-ବାଲିଗୁଡ଼ା ଏସ୍‌ଡିପିଓ ମାନସ ରଂଜନ ବାରିକ କରୋନା ସଂକ୍ରମଣ ପ୍ରତିହତ କରିବା ପାଇଁ ଗୁରୁବାର କୋଟଗଡ଼ ଥାନା ଶ୍ରୀରାମପୁର ଏବଂ ସୁବର୍ଣ୍ଣଗିରି ଅଞ୍ଚଳରେ ଲୋକଙ୍କୁ ସଚେତନ କରାଇଛନ୍ତି । ଅଞ୍ଚଳର ଅନୁସୂଚିତ ଜାତି ଏବଂ ଜନଜାତି ସଂପ୍ରଦାୟର ଲୋକଙ୍କୁ ସେ କୁଇଭାଷାରେ ବୁଝାଇଛନ୍ତି। କରୋନାରୁ ରକ୍ଷା ପାଇବା ପାଇଁ ସାବୁନରେ ହାତ ସଫା କରିବା, ଜରୁରୀ ନ ଥିଲେ ଘରୁ ନ ବାହାରିବା ଓ ସାମାଜିକ ଦୂରତ୍ୱ ଅବଲମ୍ବନ କରିବାକୁ ଶପଥପାଠ କରାଇଥିଲେ। ସମ୍ପୃକ୍ତ ଅଞ୍ଚଳରେ ଅନେକ ଲୋକ ପୂର୍ବରୁ କରୋନା ସମ୍ପର୍କରେ ଜାଣି ନ ଥିଲେ ବୋଲି ଏସଡିପିଓ ବାରିକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିମାପଡ଼ା ରାଜନୀତିରେ ହଟଚମଟ: ଆସନ ହାତେଇବା ପାଇଁ ୮ ନେତାଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି

ନିମାପଡ଼ା,୨୬।୫: ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ଲାଗି ସ୍ବତନ୍ତ୍ର ରଣନୀତି ପ୍ରସ୍ତୁତ କରିଛି ବିଜେଡି। ପୂର୍ବତନ ବିଧାୟକ ସମୀର ରଞ୍ଜନ ଦାଶ ଭାଜପାକୁ ଯିବା ପରେ ଦଳ...

ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ, ବାଜିମାରିଲେ ଛାତ୍ରୀ

କଟକ,୨୬ା୫(କାର୍ତ୍ତିକ ସାହୁ): ରବିବାର ପୂର୍ବାହ୍ନରେ ପ୍ରକାଶ ପାଇଛି ମାଟ୍ରିକ ରେଜଲ୍ଟ।  ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ମିଳିଛି। ଚଳିତବର୍ଷ ପାସ୍‌ ହାର ୯୬.୦୭%...

କଟକଣାକୁ ବେଖାତିର, ଭୋଟଦେବା ସମୟର ଭିଡିଓ ଭାଇରାଲ

ଖୋର୍ଦ୍ଧା,୨୬ା୫(ପ୍ରଭାତ ପାଣିଗ୍ରାହୀ): ମତଦାନ କେନ୍ଦ୍ରରେ ମୋବାଇଲ ବ୍ୟବହାର ଉପରେ ନିର୍ବାଚନ ଆୟୋଗ କଟକଣା ଜାରି କରିଥିଲେ। କୌଣସି ମତଦାତା ଯେପରି ବୁଥ୍‌ ଭିତରକୁ ମୋବାଇଲ ନେଇପାରିବେ...

ଆସିପାରିଲାନି ଆମ୍ବୁଲାନ୍ସ: ଆଖିବୁଜିଲେ ପ୍ରସୂତି, ନବଜାତ ଗୁରୁତର

ଦଶପଲ୍ଲା,୨୬ା୫: ନୟାଗଡ଼ ଜିଲା ଦଶପଲ୍ଲାର ବାଣୀଗୋଚ୍ଛା ଥାନା କଣପାଜୁ ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଆମ୍ବୁଲାନ୍ସ ଆସି ନ ପାରିବାରୁ ମହିଳା ଜଣକ ଘରେ...

ନିର୍ବାଚନ କାହା ପାଇଁ ଦୁଃଖ ତ କାହାର ସୁଖ

ପଟ୍ଟାମୁଣ୍ଡାଇ,୨୬ା୫ (କଳ୍ପତରୁ ନାୟକ): ସାଧାରଣ ନିର୍ବାଚନ ଚାଲିଥିବା ବେଳେ କେନ୍ଦ୍ରାପଡ଼ା ଲୋକ ସଭା କ୍ଷେତ୍ରରେ ଜୁନ ୧ରେ ଭୋଟ ଗ୍ରହଣ ଅନୁଷ୍ଠିତ ହେବ। ଏଥିନେଇ ରାଜନଗର...

ଯାଜପୁର ଜିଲା: ଫୋକସ୍‌ରେ ମହିଳା ପ୍ରାର୍ଥୀ

ଯାଜପୁର,୨୬ା୫(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଲୋକ ସଭା ନିର୍ବାଚନମଣ୍ଡଳୀ ଏବଂ ଏହା ଅଧୀନ ୭ ବିଧାନସଭା ଆସନରେ ଆସନ୍ତା ୧ ତାରିଖରେ ଭୋଟଗ୍ରହଣ ହେବ। ପ୍ରାର୍ଥୀ ଓ...

ପ୍ରବାସୀ ଶ୍ରମିକଙ୍କ ଉପରେ ନେତାଙ୍କ ଆଖି, ଘରକୁ ଫେରିବା ପାଇଁ କରାଯାଉଛି ଟିକେଟ ବ୍ୟବସ୍ଥା

କେନ୍ଦ୍ରାପଡ଼ା,୨୬ା୫ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ସାଧାରଣ ନିର୍ବାଚନ ପାଇଁ ଜୁନ ୧ରେ ମତଦାନ ହେବ। ଏଥିପାଇଁ ରାଜନୀତି ସରଗରମ ହୋଇଥିବା ବେଳେ ପ୍ରାର୍ଥୀଙ୍କର ଭୋଟରଙ୍କୁ...

ମାର୍କେଟ କମ୍ପ୍ଲେକ୍ସ, ଶୌଚାଳୟରେ ଝୁଲୁଛି ତାଲା

ପାରଳାଖେମୁଣ୍ଡି, ୨୫ା୫ (ଗିରିଧାରୀ ପରିଛା): ସରକାର କୋଟି କୋଟି ଟଙ୍କା ବ୍ୟୟ କରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ କରୁଥିବା ବେଳେ ପ୍ରଶାସନ ଓ କିଛି ମୁଷ୍ଟିମେୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri