ଭଞ୍ଜନଗର,୭।୯(ଡି.ଏନ.ଏ.)- ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଗାଲେରୀ ରେଞ୍ଜ ଜଡ଼ାହାଟୁଣି ନିକଟରେ ଶୁକ୍ରବାର ସନ୍ଧ୍ୟାରେ କୁକୁର ଆକ୍ରମଣରେ ଗୋଟିଏ ସମ୍ବରର ମୃତ୍ୟୁ ଘଟିଛି। ବନ କର୍ମଚାରୀ ଶନିବାର ସକାଳେ ସମ୍ବରଟିକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ଭଞ୍ଜନଗର ପ୍ରାଣୀ ଚିକିତ୍ସାଳୟକୁ ଆଣିଥିଲେ। ବ୍ୟବଚ୍ଛେଦ ପରେ ସମ୍ବରଟିକୁ ଲାଲସିଂ ନର୍ସରୀ ପରିସରରେ ପୋତି ଦିଆଯାଇଛି। ପ୍ରକାଶଯେ ଶୁକ୍ରବାର ସନ୍ଧ୍ୟାରେ ଜଡ଼ାହାଟୁଣି ନିକଟସ୍ଥ ଜଙ୍ଗଲରୁ ସମ୍ବରଟି ବାହାରି ଧାନ ଜମିରେ ଫସଲ ଖାଉଥିଲା। ବୁଲାକୁକୁର ସମ୍ବରଟିକୁ ଆକ୍ରମଣ କରିଥିଲେ। ବନକର୍ମଚାରୀ ସମ୍ବରଟିକୁ ଉଦ୍ଧାର କରିବାବେଳକୁ ମୃତ୍ୟୁ ହୋଇସାରିଥିଲା।
Posted inଆମ ଜିଲା ଖବର, ଗଞ୍ଜାମ View All
ଜିପିଏଲ୍ଏଫ୍,ସିଆର୍ପି ନିଯୁକ୍ତିରେ ଅନିୟମିତତା ଅଭିଯୋଗ: ଗୋଟିଏ ଏସ୍ଏଚ୍ଜିର ୨ ସଦସ୍ୟାଙ୍କୁ ନିଯୁକ୍ତି ନେଇ ଉଠିଲା ପ୍ରଶ୍ନ
ଲୋଇସିଂହା,୨୫।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ନଅଗାଁ(ଖ) ପଞ୍ଚାୟତରେ ଜିପିଏଲ୍ଏଫ୍ ଓ ସିଆର୍ପି ମେମ୍ବର ନିଯୁକ୍ତିରେ ଅନିୟମିତତା ହୋଇଥିବା ନେଇ ଅଭିଯୋଗ ହୋଇଛି। ଏନେଇ ନଅଗାଁ(ଖ) ଗ୍ରାମର…
ବଢ଼ିଲା କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ଅଡୁଆ, ହାଇକୋର୍ଟ ଦେଲେ ଏହି ନିର୍ଦ୍ଦେଶ
କଟକ,୨୫।୮(ପ୍ରଭୁକଲ୍ୟାଣ ପାଲ୍): କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡୁଆ । ନିମ୍ନ ଅଦାଲତରେ ବାରମ୍ବାର ସମୟ ନେଇ ହାଜର ନହେବାରୁ ହାଇକୋର୍ଟ ବିରକ୍ତ ପ୍ରକାଶ କରି…
ମୌଳିକ ସୁବିଧା ଅପହଞ୍ଚ ଗାଁ କମାରଖୋଲ: କୂଅ-ଝରଣା ପାଣି ଉପରେ ନିର୍ଭର
ନୂଆପଡ଼ା,୨୫ା୮ (ମକାରୁ ବେମାଲ):ସ୍ବାଧୀନତାର ଦୀର୍ଘବର୍ଷ ପରେ ମଧ୍ୟ ନୂଆପଡ଼ା ଜିଲା ବୋଡେନ ବ୍ଲକ ଖଇରା ପଞ୍ଚାୟତ କମାରଖୋଲ ଗାଁରେ ମୌଳିକ ସୁବିଧା ଅପହଞ୍ଚ ହୋଇରହିଛି। ଗାଁରେ ୨୦…
ଗରିମା କନକ୍ଲେଭ୍, ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ
ଛତ୍ରପୁର,୨୫।୮( ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ‘ଗରିମା ଯୋଜନା’ର ସଫଳ ରୂପାୟନ ପାଇଁ ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ ପ୍ରଦାନ କରାଯାଇଛି । ଭୁବନେଶ୍ୱରସ୍ଥିତ ଲୋକସେବା ଭବନଠାରେ…
ଧାନ ବିକ୍ରି ପଞ୍ଜୀକରଣବେଳେ ଚାଷୀଙ୍କୁ ବିଭ୍ରାନ୍ତ କରିଥିବା ଅଭିଯୋଗ: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ
ଲୋଇସିଂହା,୨୫।୮(ସୁଶାନ୍ତ ବାରିକ): ଖରିଫ ୨୦୨୬-୨୭ ଧାନ ବିକ୍ରି ପାଇଁ ପାକ୍ସଗୁଡ଼ିକରେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଚାଲିଥିବାବେଳେ ଆଗଲପୁର ବ୍ଲକ ମୁରୁଶୁଣ୍ଡି ପାକ୍ସରେ ଧାନ କିଣାବିକାକୁ ନେଇ ଏକ…
ଦୁର୍ଗମ ଅଞ୍ଚଳରେ ‘ଦମନ’ ଟିମ୍: କମୁଛି ମ୍ୟାଲେରିଆ ଜ୍ୱର ଭୟ
ଦାରିଙ୍ଗବାଡି, ୨୫।୮ (ଅରୁଣ ସାହୁ): ମ୍ୟାଲେରିଆ ମୁକ୍ତ ଲକ୍ଷ୍ୟରେ ଦୁର୍ଗମ ଅଞ୍ଚଳରେ ଅପରେଶନ ଦମନ କାର୍ଯ୍ୟକ୍ରମ ଜୋରଦାର କରାଯାଉଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ…
ଜଳ ନିଷ୍କାସନ ଫେଲ୍, ବେହାଲ ବରଗଡ଼ ସହର
ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ବର୍ଷାଜଳ ନିଷ୍କାସନ ବ୍ୟବସ୍ଥା ଫେଲ୍ ମାରିଛି। ସହରର ବିଭିନ୍ନ ସ୍ଥାନରେ ଏପର୍ଯ୍ୟନ୍ତ ଡ୍ରେନ୍(ନାଳ) ନିର୍ମାଣ ହୋଇପାରି ନାହିଁ। ସେହିପରି ଯେଉଁଠି ନାଳ ରହିଛି,…
ନାଗାବଳୀ ନଦୀରୁ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଉଦ୍ଧାର, ନିଖୋଜର ୩ ଦିନ ପରେ ମିଳିଲା ପତ୍ତା
କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡା ): ବିଦ୍ୟାଳୟରୁ ନିଖୋଜ ଥିବା ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ନାଗାବଳୀ ନଦୀରୁ ଉଦ୍ଧାର ହୋଇଛି । ମୃତ ଛାତ୍ରଜଣକ କାଶୀପୁର…
Archives

