Posted inଖେଳ

କୁଜନେଶୋଭା – କେଜ୍‌ ଫାଇନାଲ

ସିନ୍‌ସିନାଟି, ୧୮।୮(ଏଏଫ୍‌ପି):  ସିନ୍‌ସିନାଟି ଓପନ୍‌ ଟେନିସ ଟୁର୍ନାମେଣ୍ଟର ମହିଳା ସିଙ୍ଗଲ୍ସ ଇଭେଣ୍ଟର ଫାଇନାଲ ମୁକାବିଲା ସ୍ପଷ୍ଟ ହୋଇଛି। ଟାଇଟଲ ପାଇଁ ଫାଇନାଲରେ ୧୬ତମ ସିଡ ଖେଳାଳି ଆମେରିକାର ମାଡିନ୍‌ସନ କେଜ୍‌ ଓ ରୁଷିଆର ଶ୍ୱେତଲାନା କୁଜନେଶୋଭା ପରସ୍ପରକୁ ଭେଟିବେ। ଶନିବାର ଖେଳାଯାଇଥିବା ସେମିଫାଇନାଲ ମ୍ୟାଚ୍‌ରେ ୩୪ ବର୍ଷୀୟ କୁଜନେଶୋଭା ୬-୨, ୬-୪ ସେଟରେ ଟପ୍‌ ସିଡ ଅଷ୍ଟ୍ରେଲିଆର ଆଶଲେ ବାର୍ଟିଙ୍କୁ ହରାଇ ବିପର୍ଯ୍ୟୟ ଘଟାଇବା ସହ ଫାଇନାଲରେ ପ୍ରବେଶ କରିଛନ୍ତି। ଏଥର ସଫଳ ହେଲେ କୁଜନେଶୋଭା କ୍ୟାରିୟର ୧୯ତମ ଡବ୍ଲ୍ୟୁଟିଏ ଟାଇଟଲ ହାସଲ କରିବେ। ଅପରପକ୍ଷରେ ୨୦୧୭ ୟୁଏସ୍‌ ଓପନ୍‌ ଚାମ୍ପିୟନ କେଜ୍‌ ନିଜ ଦେଶରେ ସୋଫିଆ କେନିନଙ୍କୁ ୭-୫, ୬-୪ ସେଟ୍‌ରେ ଅନ୍ୟ ଏକ ସେମିରେ ହରାଇ ଫାଇନାଲକୁ ଉଠିଛନ୍ତି। ଏହି ମ୍ୟାଚ୍‌ରେ ସଂଘର୍ଷ ଦେଖିବାକୁ ମିଳିଥିଲା। ନିଜ ପ୍ରଦର୍ଶନର କୁଜନେଶୋଭା ଓ କେଜ୍‌ ସନ୍ତୋଷ ପ୍ରକଟ କରିଛନ୍ତି। ଆଘାତ ସମସ୍ୟା ପାଇଁ କୁଜନେଶୋଭା ବେଶ୍‌ କିଛି ଦିନ ଟେନିସରୁ ଦୂରେଇ ରହିଯାଇଥିଲା। ଖାସ୍‌ କରି ରିଷ୍ଟ ଇଞ୍ଜୁରି ତାଙ୍କ ପାଇଁ ସମସ୍ୟା ସୃଷ୍ଟି କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ଗାଁରେ ବଢୁଛି କୋଚିଙ୍ଗ ସେଣ୍ଟର: ସରକାରୀ ନିୟମକୁ ଫୁ’

କୃଷ୍ଣପ୍ରସାଦ,୧୬।୪(କୈଳାଶ ଚନ୍ଦ୍ର ପଟ୍ଟନାୟକ): ଶିକ୍ଷାର ବିକାଶ ପାଇଁ ସରକାର ତତ୍ପର ହୋଇ ଉଠିଛନ୍ତି। ଆଧୁନିକ ଶିକ୍ଷାର ଉନ୍ନତୀକରଣ ପାଇଁ ସର୍ବଭାରତୀୟସ୍ତରରେ ଆରମ୍ଭ ହୋଇଛି ଉଦ୍ୟମ। ଏଥିପାଇଁ ଚଳିତବର୍ଷ…

ଟ୍ରମ୍ପଙ୍କ ତେଲ କିଣିବାକୁ ନେଇ ରୋକ୍‌ ଭିତରେ ଭାରତକୁ ବଡ଼ ଅଫର୍‌ ଦେଲା ରୁଷିଆ, ଏଣିକି ପେଟ୍ରୋଲ-ଏଲପିଜିରେ…

ନୂଆଦିଲ୍ଲୀ,୧୬।୪: ଭାରତରେ ରୁଷର ରାଷ୍ଟ୍ରଦୂତ ଡେନିସ ଆଲିପୋଭ ସମ୍ପ୍ରତି ଭାରତ-ରୁଷ ସମ୍ପର୍କ, ପ୍ରତିରକ୍ଷା ସହଯୋଗ, ଶକ୍ତି ଯୋଗାଣ ଏବଂ ପରିବର୍ତ୍ତନଶୀଳ ବିଶ୍ୱ ଭୂ-ରାଜନୈତିକ ଦୃଶ୍ୟପଟ ସମ୍ପର୍କରେ ସ୍ପଷ୍ଟ…

IMFର ଚେତାବନୀ; ଯଦି ତୈଳ ମୂଲ୍ୟ ଅଧିକ ରୁହେ, ବିଶ୍ୱ ଉପରେ ପଡ଼ିବ ଏହି ସଙ୍କଟ

ନୂଆଦିଲ୍ଲୀ,୧୬।୪: ଇଣ୍ଟରନ୍ୟାସନାଲ ମୋନିଟାରୀ ଫଣ୍ଡ(IMF) ମୁଖ୍ୟ କ୍ରିଷ୍ଟାଲିନା ଜର୍ଜିଭା ବିଶ୍ୱ ଅର୍ଥନୀତି ସମ୍ପର୍କରେ ଚିନ୍ତା ପ୍ରକାଶ କରିଛନ୍ତି । ସେ କହିଛନ୍ତି ଯେ ଯଦି ମଧ୍ୟପ୍ରାଚ୍ୟରେ ସଂଘର୍ଷ…

ହର୍ମୁଜ ଭଳି ବଡ଼ ରାସ୍ତା ବନ୍ଦ କରିବ ଚାଇନା! ସମୁଦ୍ରରେ ଲଗାଇଲା ବ୍ୟାରିକେଡ; ବିଶ୍ୱରେ ଚହଳ

ବେଜିଂ,୧୬।୪: ଚାଇନା ହର୍ମୁଜ ପ୍ରଣାଳୀ ଠାରୁ ମଧ୍ୟ ବଡ଼ ଏକ ସାମୁଦ୍ରିକ ପଥକୁ ଅବରୋଧ କରିବାକୁ ପ୍ରସ୍ତୁତ ହେଉଛି। ପ୍ରକୃତରେ, ଫିଲିପାଇନ୍ସ ଏବଂ ଜାପାନ ସହିତ ଚାଲିଥିବା…

ଏଆରଏସଏସ ରାସ୍ତା କାମରେ ଠକେଇ: ଉଠିଯାଉଛି ପିଚୁ

କୃଷ୍ଣପ୍ରସାଦ,୧୬।୪(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକର ଗଞ୍ଜାମ ଜିଲା ସୀମାଠାରୁ କୃଷ୍ଣପ୍ରସାଦ ଗଡ଼ ଯାଏ ପକ୍କା ରାସ୍ତା ନିର୍ମାଣ କାର୍ଯ୍ୟ ଚାଲିଛି। ୨୩ କୋଟି…

ନିଶାମୁକ୍ତ ଅଞ୍ଚଳ ପାଇଁ ଜୋରଦାର ପଦକ୍ଷେପ: ଶତାଧିକ ଲୋକ ହେଲେ ଏକାଠି

ଦାରିଙ୍ଗବାଡି, ୧୬।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଡବେରୀ ଅଞ୍ଚଳରେ ନିଶାମୁକ୍ତ ଅଞ୍ଚଳ ପାଇଁ ଜୋରଦାର ପଦକ୍ଷେପ ନେଲେ ଅଞ୍ଚଳବାସୀ। ଶତାଧିକ ମହିଳା ଓ…

ଅକ୍ଷୟ ତୃତୀୟାରେ ୨ ଲକ୍ଷ ଧରିବ ସୁନାଦର! ସୁନାପ୍ରେମୀଙ୍କୁ ଝଟ୍‌କା

ନୂଆଦିଲ୍ଲୀ,୧୬।୪: ଅକ୍ଷୟ ତୃତୀୟା ରବିବାର ପଡୁଛି। କିନ୍ତୁ, ଯଦି ଆପଣ ସୁନା କିଣିବାକୁ ଯୋଜନା କରୁଛନ୍ତି, ତେବେ ବଜାରରେ ସାମ୍ପ୍ରତିକ ମୂଲ୍ୟ ବୃଦ୍ଧି ଆପଣଙ୍କୁ ଚିନ୍ତାରେ ପକାଇପାରେ।…

ଐତିହାସିକ ପଦକ୍ଷେପ ନେବା ପୂର୍ବରୁ ମହିଳାମାନଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି: ମା’-ଭଉଣୀମାନଙ୍କ…

ନୂଆଦିଲ୍ଲୀ,୧୬।୪: ଦେଶର ସମସ୍ତ ମହିଳାଙ୍କୁ ଗୁରୁବାର ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସଂସଦର ସ୍ବତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲ ଆଲୋଚନା ପୂର୍ବରୁ ସୋସିଆଲ ମିଡିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri