କୁଟିର ଶିଳ୍ପ ପ୍ରୋତ୍ସାହନ ପାଇଁ ସଚେତନତା କର୍ମଶାଳା

କର୍ଲାମୁଣ୍ଡା,୩୦।୮(ଡି.ଏନ.ଏ.):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସମ୍ମିଳନୀ କକ୍ଷଠାରେ ଜିଲା ଶିଳ୍ପ କେନ୍ଦ୍ର କଳାହାଣ୍ଡି ପକ୍ଷରୁ ଶୁକ୍ରବାର କୁଟିର ଶିଳ୍ପର ପ୍ରୋତ୍ସାହନ ପାଇଁ ଏକ ଜନସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏଥିରେ ସ୍ଥାନୀୟ ବିଧାୟ ଭୂପିନ୍ଦର ସିଂ ଯୋଗଦେଇ ଅଂଶ ଗ୍ରହଣକାରୀମାନଙ୍କୁ ସରକାରଙ୍କ ବିଭିନ୍ନ ଯୋଜନାରେ ସାମିଲ ହୋଇ ନିଜ ନିଜର ଆର୍ଥତ୍କ ବିକାଶ କରିବାକୁ ଆହ୍ବାନ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଡିଆଇସି କଳାହାଣ୍ଡିର ସହକାରୀ ପରିଚାଳକ ଦେବଦତ୍ତ ଦାସ, ବ୍ଲକ ଅଧ୍ୟକ୍ଷା ଅମ୍ରିତା ସାହୁ, ଏଏଫଓ କୁଲଦୀପ ଅମ୍ଲାନ ରଞ୍ଜନ, ପ୍ରାଣୀ ଚିକିତ୍ସା ଅଧିକାରୀ ଅରୁଣ କୁମାର ସାହୁ, ଆଇପିଓ ତାପସ କୁମାର ମହାପାତ୍ର, ବିଡିଓ ପ୍ରିୟଦର୍ଶିନୀ ମିର୍ଦ୍ଧା ପ୍ରମୁଖ ଯୋଗଦେଇ ବିଭିନ୍ନ ଯୋଜନା ବିଷୟରେ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇବାକୁ ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ବାଇକ୍, ତାପରେ…

ଦିଗପହଣ୍ଡି,୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ପଞ୍ଚାୟତ ଗୁଣସାଗର ଗ୍ରାମରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଚାହା ପିଇବାକୁ ଘର ନିକଟ ଦୋକାନକୁ…

କାର୍ ଭିତରୁ ୮.୪୭ଲକ୍ଷର ଜାଲ ନୋଟ ଜବତ, ବରଗଡ-ଛତିଶଗଡକୁ ଲମ୍ବିଛି ଚେର

ସୋନପୁର,୧୫।୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ସହର ସ୍ଥିତ ଏସ୍‌ବିଆଇ ମୁଖ୍ୟ ଶାଖା ସମ୍ମୁଖରେ ପୋଲିସ ଚଢାଉ କରି ବିପୁଳ ପରିମାଣର ଜାଲ ନୋଟ ଜବତ କରିଛି । ଏଥିରେ…

ସାମ୍ବାଦିକତା କ୍ଷେତ୍ରରେ ବଢୁଛି ନିଯୁକ୍ତି ସୁଯୋଗ, ଜଣେ ଭଲ ସାମ୍ବାଦିକ….

ଭଞ୍ଜନଗର,୧୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗର ଶେଷ ବର୍ଷ ଛାତ୍ରୀଛାତ୍ରଙ୍କୁ ବୁଧବାର ବିଦାୟ ସମ୍ବର୍ଦ୍ଧନା…

କ୍ଳଚ ତାରରେ ସ୍ତ୍ରୀର ତଣ୍ଟି ଚିପି ହତ୍ୟା ମାମଲା, ଆଜୀବନ କାରାଦଣ୍ଡ ଶୁଣାଇଲେ କୋର୍ଟ

ପାରଳାଖେମୁଣ୍ଡି,୧୫।୪(ଗିରିଧାରୀ ପରିଛା): ବିବାହର ମାତ୍ର ବର୍ଷେ ପରେ ଅଧିକ ଯୌତୁକ ଦାବି କରି ଥରକୁ ଥର ମାନସିକ ଓ ଶାରୀରିକ ନିର୍ଯ୍ୟାତନା ଦେଇ ଶେଷରେ କ୍ଳଚ ତାରରେ…

ସ୍କୁଲ୍‌ରେ ଅଘଟଣ, ପାଚେରୀ ଭୁଶୁଡ଼ି ଚାଲିଗଲା ୨ ଛାତ୍ରୀଙ୍କ ଜୀବନ

ପାରଳାଖେମୁଣ୍ଡି/ମୋହନା,୧୫।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ରା.ଉଦୟଗିରିରେ ଅଭାବନୀୟ ଘଟଣା । ସ୍କୁଲ ପାଚେରୀ ତଳେ ଚାପି ହୋଇ ଦୁଇ ଛାତ୍ରୀଙ୍କର ମୃତ୍ୟୁ ହୋଇଛି । ରା.ଉଦୟଗିରି ଥାନା ୠବୁଡିସିଂ…

ଆଇନମନ୍ତ୍ରୀଙ୍କ ଘୋଷଣା, ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାରେ ହେବ ବଡ଼ ପରିବର୍ତ୍ତନ

ଭୁବନେଶ୍ବର,୧୫।୪: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ନେଇ ବଡ଼ ଘୋଷଣା କଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ବଦଳିବ ଦର୍ଶନ ବ୍ୟବସ୍ଥା । ଖୁବଶୀଘ୍ର ସ୍ଲଟ ବୁକିଂ ମାଧ୍ୟମରେ…

ରାଜଧାନୀରେ ଚାଞ୍ଚଲ୍ୟ: ଟ୍ୟୁଶନ ଯାଇ ନିଖୋଜ ହେଲେ ନାବାଳିକା

ଭୁବନେଶ୍ୱର,୧୫।୪: ଟ୍ୟୁଶନ ଯାଇ ନିଖୋଜ ହେଲେ ନାବାଳିକା। ଏଭଳି ଅଭାବନୀୟ ଘଟଣା ଘଟିଛି ନୟାପଲ୍ଲୀ ଥାନା ଅଞ୍ଚଳରେ। ନୟାପଲ୍ଲୀ ଥାନା ସାଲିଆସାହି ନାବାଳିକାଙ୍କ ପତ୍ତା ମିଳୁନି ।…

ସମ୍ବଲପୁରରେ ବଡ଼ ଘୋଷଣା କଲେ କେନ୍ଦ୍ରମନ୍ତ୍ରୀ : ଉଦ୍‌ଘାଟିତ ହେଲା ବୀର ସୁରେନ୍ଦ୍ର ସାଏ ସଂଗ୍ରହାଳୟ

ସମ୍ବଲପୁର,୧୫।୪(ପ୍ରମୋଦ ବହିଦାର): ସମ୍ବଲପୁରର ଐତିହାସିକ ଗୌରବକୁ ନୂଆ ପରିଚୟ ଦେବା ପାଇଁ ବୁଧବାର ବୀର ସୁରେନ୍ଦ୍ର ସାଏ ସଂଗ୍ରହାଳୟ ଲୋକାର୍ପିତ ହୋଇଯାଇଛି। କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri