କୁତ୍ରିମ ଚିନି ଖାଉଛନ୍ତି କି, ହୋଇପାରେ ଏହିସବୁ ସ୍ବାସ୍ଥ୍ୟ ସମସ୍ୟା

କିଛି ଲୋକ ଅଛନ୍ତି, ଯେଉଁମାନେ ଚିନିଠୁ ବର୍ତ୍ତିବାକୁ ଆର୍ଟିଫିଶିଆଲ୍‌ ସୁଗାର୍‌(କୃତ୍ରିମ ଚିନି)ର ଉପଯୋଗ କରିଥାନ୍ତି। ଏହାକୁ ସେମାନେ ଉତ୍ତମ ବିକଳ୍ପ ବୋଲି ଧରିନେଇଥାନ୍ତି। କିନ୍ତୁ ନିକଟରେ ହୋଇଥିବା ଏକ ଗବେଷଣାରୁ ଜଣାପଡ଼ିଛି, ଏହି କୃତ୍ରିମ ଚିନି ବା ଆର୍ଟିଫିଶିଆଲ୍‌ ସୁଗାର୍‌ର ସେବନ ସ୍ବାସ୍ଥ୍ୟ ପାଇଁ କ୍ଷତିକାରକ ହୋଇପାରେ। ସୁସ୍ଥ ସ୍ବାସ୍ଥ୍ୟ ନିମନ୍ତେ ଅଧିକ ଚିନି, ଲୁଣ ତଥା ଚର୍ବିଜାତୀୟ ଖାଦ୍ୟ ପଦାର୍ଥଠାରୁ ଦୂରେଇ ରହିବାକୁ ପ୍ରୋତ୍ସାହିତ କରାଯାଇଥାଏ। କିନ୍ତୁ ଏହାର ବିକଳ୍ପ ଅନୁସାରେ, ଯେଉଁ କୃତ୍ରିମ ଖାଦ୍ୟ ସେବନ କରାଯାଏ, ତାହା ଯେ କେତେ ମାରାତ୍ମକ ଏହି ଗବେଷଣାରୁ ସ୍ପଷ୍ଟ ହୋଇଛି। ଗବେଷକଙ୍କ ମତରେ, ବର୍ତ୍ତମାନ ଲୋକଙ୍କ ମସ୍ତିଷ୍କରେ କେବଳ ଗୋଟିଏ ଧାରଣା ସୃଷ୍ଟି ହୋଇଛି ଯେ ପ୍ରତ୍ୟହ କମ୍‌ କ୍ୟାଲୋରୀଯୁକ୍ତ ଖାଦ୍ୟ ସେବନ କରିବା ଆବଶ୍ୟକ। ଏଣୁ ମାର୍କେଟ୍‌ରେ କୃତ୍ରିମ ଚିନି ଯୁକ୍ତ ଖାଦ୍ୟ ପଦାର୍ଥର ପରିମାଣ ବୃଦ୍ଧି ହେଉଥିବା ବେଳେ ସାଧାରଣ ଚିନି ଯୁକ୍ତ ଖାଦ୍ୟର ସେବନ କମ୍‌ ହେଉଛି। କିନ୍ତୁ କୃତ୍ରିମ ଚିନିର ଦୀର୍ଘଦିନ ପର୍ଯ୍ୟନ୍ତ ଉପଯୋଗ ଫଳରେ ଓଜନ ହ୍ରାସ ପରିବର୍ତ୍ତେ ତାହା ଓଲଟା ଫଳ ଦେଉଛି। କ୍ୟାନସର୍‌, ହୃଦ୍‌ରୋଗ, ପଥରୀ, ଅବସାଦ ଭଳି ସମସ୍ୟା ସୃଷ୍ଟି ହେବାର ଆଶଙ୍କା ବଢୁଛି। ଏଣୁ ଦୈନନ୍ଦିନ ଆର୍ଟିଫିଶିଆଲ୍‌ ସୁଗାର୍‌ ସେବନ ବିଚାର ଉପରେ ଏବେଠୁ ନିୟନ୍ତ୍ରଣ ପାଇଁ ଗବେଷଣା ରି.େପାର୍ଟରେ ପରାମର୍ଶ ଦିଅଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଷ୍ଟ୍ରେଲିଆରେ ଇତିହାସ ରଚିଲା ପ୍ରବାସୀ ଓଡ଼ିଆଙ୍କ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’, ସବ୍ୟସାଚୀ-ଅର୍ଚ୍ଚିତା ଯୋଗ ଦେଇ…

ସିଡ୍‌ନୀ: ପ୍ରଥମଥର ପାଇଁ ଓଡ଼ିଆ ସିନେ କଳାକାରମାନଙ୍କୁ ନେଇ ସିଡ୍‌ନୀ-ମେଲବୋର୍ନ ସହରରେ ଏକ ମେଗା ସାଂସ୍କୃତିକ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’ ସଫଳତାର ସହ ଆୟୋଜିତ ହୋଇଯାଇଛି। ଏହି…

କଏଦୀ ଫେରାର, ଜେଲର ନିଲମ୍ବିତ

ନୂଆପଡ଼ା,୧୨ା୯(ମକାରୁ ବେମାଲ): ନୂଆପଡ଼ା ଉପକାରାଗାରରୁ କଏଦୀ ଫେରାର ହେବା ଘଟଣାରେ ଜେଲର ବଳରାମ ବିଶି ମାଝୀଙ୍କୁ ଶନିବାର ନିଲମ୍ବନ କରାଯାଇଛି। ଉପଜେଲର ସୁରକ୍ଷା ବ୍ୟବସ୍ଥାରେ ଅବହେଳାକୁ ନେଇ…

ମହିଳା ଏସିଆ କପ୍‌: ଫାଇନାଲରେ ଭାରତ-ଶ୍ରୀଲଙ୍କା ମହାମୁକାବିଲା, ଟାଇଟଲ ପାଇଁ କିଏ ଫେଭରାଇଟ୍‌ ଜାଣନ୍ତୁ…

ଦୁବାଇ,୧୨ା୯: ମହିଳା ଟି୨୦ ଏସିଆ କପ୍‌ କ୍ରିକେଟ ଟୁର୍ନାମେଣ୍ଟର ଫାଇନାଲ ମ୍ୟାଚ୍‌ ରବିବାର ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯିବ। ୭ ଥରର ବିଜେତା ଭାରତ ଟୁର୍ନାମେଣ୍ଟ…

ଲୁଟେରାଙ୍କଠାରୁ ନଗଦ ଟଙ୍କା-ବାଇକ୍‌ ସହ ଛୁରି ଜବତ, ପୁଣି ଜଣେ ଯୁବକ ଧରାପଡ଼ି…

ଝରିଗାଁ,୧୨ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ଜାରି ରହିଛି ବର୍ଷା: ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ବଢୁଛି ଜନ ଅସନ୍ତୋଷ

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଗତ ୪ ଦିନ ହେଲା ଲଘୁଚାପ ଜନିତ ବର୍ଷା ଜାରିରହିଛି। ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଥିବା ବେଳେ…

ଏକମ୍ବା ଗ୍ରାମରେ ଭାଲୁ ଆତଙ୍କ

ଝରିଗାଁ, ୧୨/୯ (କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଏକମ୍ବା ଗ୍ରାମରେ ଭାଲୁ ଆତଙ୍କ ଦେଖାଦେଇଛି। ଶନିବାର ସକାଳୁ ଏକମ୍ବା ଗ୍ରାମସ୍ଥିତ ଅଙ୍ଗନବାଡ଼ି କେନ୍ଦ୍ର…

ବିଶ୍ଵବାସୀଙ୍କୁ ସୁସ୍ଥ ଓ ନିରୋଗ ମାର୍ଗ ଦେଖାଉଛି ଯୋଗ: ଶାରୀରିକ ମାନସିକ ସୁସ୍ଥତା ପାଇଁ ଯୋଗ ନିହାତି ଆବଶ୍ୟକ

ଦିଗପହଣ୍ଡି,୧୨|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ପକ୍ଷରୁ ଶନିବାର କଲେଜ ପରିସରରେ ଯୋଗ ଓ ପ୍ରାଣାୟମ…

ଅନୁଦାନ ବଣ୍ଟନରେ ପାତରଅନ୍ତର ଅଭିଯୋଗ, ନିର୍ଦ୍ଦିଷ୍ଟ ପଞ୍ଚାୟତ ପାଇଁ ଏତେ ଅନୁକମ୍ପା କାହିଁକି

କର୍ଲାମୁଣ୍ଡା,୧୨ା୯(ପ୍ରଦୀପ କୁମାର ସାହୁ): କର୍ଲାମୁଣ୍ଡା ବ୍ଲକରେ ‘ବିକଶିତ ଓଡ଼ିଶା ବିକଶିତ ଗାଁ’ ଯୋଜନାରେ ଅନୁଦାନ ବଣ୍ଟନକୁ ନେଇ ପାତରଅନ୍ତର କରାଯାଇଥିବା ଅଭିଯୋଗ ଉଠିଛି। ବ୍ଲକର ୧୨ଟି ପଞ୍ଚାୟତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?