Posted inଜାତୀୟ

କୁପଓ୍ବାରାରେ ବିସ୍ଫୋରଣ: ଜଣେ ଯବାନ ଆହତ

ଶ୍ରୀନଗର,୮।୭: ଜମ୍ମୁ-କଶ୍ମୀର କୁପଓ୍ବାରାରେ ସୋମବାର ଏକ ବିସ୍ଫୋରଣ ଘଟିଛି। ଏଥିରେ ଜଣେ ସେନା ଯବାନ ଆହତ ହୋଇଥିବା କୁହାଯାଉଛି। ନିୟନ୍ତ୍ରଣ ରେଖା ନିକଟରେ ପିମ୍ପଲ ପୋଷ୍ଟ ନିକଟରେ ଏହି ବିସ୍ଫୋରଣ ହୋଇଛି। ବିସ୍ଫୋରଣ ଲାଣ୍ଡ୍‌ ମାଇନ୍‌ ଯୋଗୁ ହୋଇଥିବା କୁହାଯାଉଛି। ଯବାନ ଜଣଙ୍କ ଡ୍ୟୁଟିରେ ଥିବା ସମୟରେ ଏପରି ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗୋ’ ଚାଲାଣବେଳେ ଫାଟିଲା ପିକ୍‌ଅପ୍‌ ଟାୟାର, ୩ ବଳଦ ମୃତ

ଜଗନ୍ନାଥପ୍ରସାଦ,୭ା୯(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅଞ୍ଚଳରେ ରବିବାର ମଧ୍ୟରାତ୍ରିରେ ବେଆଇନ ଗୋ-ଚାଲାଣ ବେଳେ ଏକ ବଡ଼ ଦୁର୍ଘଟଣା ଘଟିଛି। ଜିରାବାଡ଼ି ଗ୍ରାମ ନିକଟରେ…

ପୁଣି ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ICC ଏକ ଯୋଜନା ପ୍ରସ୍ତୁତ କରିଛି

ନୂଆଦିଲ୍ଲୀ,୭।୯: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଦୀର୍ଘ ସମୟ ଧରି କୌଣସି ଦ୍ୱିପାକ୍ଷିକ କିମ୍ବା ତ୍ରି-ସିରିଜ ଖେଳାଯାଇ ନାହିଁ। ଭାରତ ଏପରି କାର୍ଯ୍ୟକ୍ରମକୁ ନିରନ୍ତର ମନା କରିଆସିଛି,…

୭ ଦିନରେ ସାଇନ୍‌ବୋର୍ଡ ବନାନ ସଂଶୋଧନ କରିବାକୁ କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ଓଡ଼ିଆ ଉଚ୍ଚାରଣ ସହ ସମନ୍ବୟ ରଖି ସଂଶୋଧିତ ହୋଇଥିବା ବିଭିନ୍ନ ସ୍ଥାନ ନାମର ଇଂଲିଶ ବନାନକୁ ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ପ୍ରତିଷ୍ଠାନରେ ସମାନ…

ବୃହତ୍ତମ ‘ଟି-ରେକ୍ସ’ ଡାଇନୋସର ମୃତ୍ୟୁ ରହସ୍ୟରୁ ହଟିଲା ପରଦା

ସାସ୍କାଚେୱାନ(କାନାଡା),୭ା୯: ପ୍ରାୟ ୬ କୋଟି ୬୦ ଲକ୍ଷ ବର୍ଷ ପୂର୍ବେ ପୃଥିବୀ ପୃଷ୍ଠରୁ ବିଲୁପ୍ତ ହୋଇଯାଇଥିବା ବିଶ୍ୱର ସବୁଠାରୁ ବୃହତ୍ତମ ‘ଟାଇରାନୋସରସ୍‌ ରେକ୍ସ’ (ଟି-ରେକ୍ସ) ଡାଇନୋସର ‘ସ୍କଟି’…

ପ୍ରତି ୪ ଜନଧନ ଆକାଉଣ୍ଟରୁ ଗୋଟିଏ ଅଚଳ

ବ୍ୟାଙ୍କ ସେବା ସହ ସମସ୍ତଙ୍କୁ ଯୋଡ଼ିବା ଉଦ୍ଦେଶ୍ୟରେ ୨୦୧୪ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ଜନ ଧନ ଯୋଜନା ଆରମ୍ଭ କରିଥିଲେ। ଏପରି କି ଏହି ଯୋଜନାରେ…

ଏଇ ଭାରତରେ

ରବିବାର ଭୋର ୪ଟା ହୋଇଗଲେ ମୁମ୍ବାଇର ପୂଜା ଓ ଦୀପେଶ ଡେଢ଼ିହାଙ୍କ ଘରେ ରୋଷେଇ ଆରମ୍ଭ ହୋଇଯାଏ । ଯେ କେହି ଭାବିବେ, ଏହି ଦମ୍ପତି ଏତେ…

ବୁଢ଼ା ଡଙ୍ଗରର ଆତ୍ମକାହାଣୀ

ମୁଁ ବୁଢ଼ା ଡଙ୍ଗର। ମୋର ଜନ୍ମ ଇତିହାସ କେତେ ନିୟୁତ ବର୍ଷର ପୁରୁଣା। ମୋର ପରିଚୟ କାହାରିକୁ ଜଣାନାହିଁ। ତଥାପି ମୁଁ ଗୋଟିଏ ଭୂଖଣ୍ଡର ପରିଚୟ ହୋଇ…

ସବୁଠୁ ନିଜର

ଏକ ସମୟ ଥିଲା, ଯେତେବେଳେ ମଣିଷ ନିଜର ସୁଖ-ଦୁଃଖ ବାଣ୍ଟିବା ପାଇଁ ପରିବାର, ସାଙ୍ଗସାଥୀ ଓ ପଡ଼ୋଶୀଙ୍କୁ ଖୋଜୁଥିଲା। କିନ୍ତୁ ଆଜି ସକାଳୁ ଆଖି ଖୋଲିବାଠାରୁ ରାତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri