କୁଶଭଦ୍ରା ନଦୀରେ ବୁଡ଼ି ଜଣଙ୍କ ଜୀବନ ଗଲା

ଗୋପ,୩।୭(ଡି.ଏନ୍‌.ଏ.): କୁଶଭଦ୍ରା ନଦୀରେ ବୁଡ଼ି ବୁଧବାର ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ପୁରୀ ଜିଲା ଗୋପ ଥାନା ଅଧୀନ ବାଲିସାହି ଗ୍ରାମର କାଶୀନାଥ ବେହେରା (୬୦)।
ସୂଚନାଯୋଗ୍ୟ, କାଶୀନାଥ ସବୁ ଦିନ ଭଳି ମଇଁଷି ଚରାଇବା ଲାଗି କୁଶଭଦ୍ରା ନଦୀ ପାର ହୋଇ ଯାଉଥିଲେ। ଏହି ସମୟରେ ଅସାଧାନତା ହେତୁ ନଦୀ ପାଣିରେ ବୁଡ଼ି ଯାଇଥିଲେ। ଘରକୁ ଫେରିବାରେ ବିଳମ୍ବ ହେବାରୁ ପରିବାର ଲୋକ ଖୋଜାଖୋଜି କରିବା ସହ ନଦୀରେ ବୁଡ଼ିଯାଇଥିବା ସନ୍ଦେହ କରି ନିକଟସ୍ଥ ଅଗ୍ନିଶମ କର୍ମଚାରୀଙ୍କୁ ଜଣାଇଥିଲେ । ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିଥିଲେ।
ପୋଲିସ ମୃତଦେହ ବ୍ୟବଚ୍ଛେଦ ଲାଗି ଚାରିଛକ ଡାକ୍ତରଖାନା ପଠାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରୁ ବରଗଡ଼କୁ ହେଉଥିଲା କଫସିରପ ଚାଲାଣ, ୭୩୩ ବୋତଲ ଜବତ କଲା ଗାଇସିଲେଟ୍‌ ପୋଲିସ

ବରଗଡ଼/ଗାଇସିଲେଟ୍‌,୨୪।୫(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ):  ବରଗଡ଼ ଜିଲା ପୋଲିସ ନିଶା କାରବାର ଧରପଗଡ଼ ଅଭିଯାନକୁ ଜୋରଦାର୍‌ କରିଛି । ଶନିବାର ଜିଲାର ଗାଇସିଲେଟ୍‌ ଥାନା ପୋଲିସ ୭୩୩ ବୋତଲ…

ୟୁକ୍ରେନ ଉପରେ ରୁଷିଆର ବଡ଼ ଆକ୍ରମଣ; ୬୦୦ ଡ୍ରୋନ୍ ଏବଂ ୯୦ ମିସାଇଲ୍ ପ୍ରୟୋଗ, ୪ମୃତ

କିଭ,୨୪।୫: ରୁଷିଆ ୟୁକ୍ରେନର ରାଜଧାନୀ କିଭ୍ ଏବଂ ଆଖପାଖ ଅଞ୍ଚଳ ଉପରେ ଏକ ବଡ଼ ଆକ୍ରମଣ ଆରମ୍ଭ କରିଛି । ୟୁକ୍ରେନୀୟ ବାୟୁସେନା ଅନୁଯାୟୀ, ରୁଷିଆ ମୋଟ…

ରୋଗୀଙ୍କ ସହ ଦୁର୍ବ୍ୟହାର କରୁଛନ୍ତି ପାରଳାଖେମୁଣ୍ଡି ଚିକିତ୍ସାଳୟରେ ମୁତୟନ ସୁରକ୍ଷାକର୍ମୀ, ମୋବାଇଲ ନମ୍ବରରେ ୧୧ ସଂଖ୍ୟା…

ପାରଳାଖେମୁଣ୍ଡି,୨୪ା୫(ଗିରିଧାରୀ ପରିଛା): ବର୍ତ୍ତମାନ ପ୍ରବଳ ଖରା ହେଉଥିବା ବେଳେ ତାତିରୁ ତ୍ରାହି ପାଇଁ ଡହଳ ବିକଳ ହେଉଛନ୍ତି ଲୋକେ । ଏପରି ସ୍ଥଳେ ରୋଗୀଙ୍କ କଥା ଆହୁରି…

ରୋଗୀ ସ୍ଥାନାନ୍ତର ବେଳେ ଚାଲିଲାନି ଆମ୍ବୁଲାନ୍ସ, ଘରୋଇ ଗାଡ଼ିରେ ବ୍ରହ୍ମପୁର ମେଡିକାଲ ଗଲେ

ଛତ୍ରପୁର,୨୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁର ଉପଖଣ୍ଡ ସରକାରୀ ହସ୍ପିଟାଲରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ ଶିଶୁର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ…

ପ୍ରେମ ପାଇଁ ଜୀବନ ହାରିଲେ ଯୁବକ: ଭିଡିଓ ଭାଇରାଲ

ଭୁବନେଶ୍ୱର,୨୪।୫: ମୟୂରଭଞ୍ଜ ଜିଲା ରାସଗୋବନ୍ଦପୁର ଥାନା ମାଣିନ୍ଦା ଅଞ୍ଚଳରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ପ୍ରେମ ପାଇଁ ଜଣେ ଯୁବକ ବିଷ ପିଇ ସୋସିଆଲ ମିଡିଆରେ…

ଭୋ ଭୋ ହୋଇ କାନ୍ଦି ଗଡ଼ିଲେ ମା’, ଭାଇ ଦେଲେ ମୁଖାଗ୍ନି; ପଞ୍ଚଭୂତରେ ବିଲୀନ ହେଲେ ଟ୍ବିଶା…

ଭୋପାଳ,୨୪।୫: ପଞ୍ଚଭୂତର ବିଲୀନ ହେଲେ ମଡେଲ ତଥା ଅଭିନେତ୍ରୀ ଟ୍ବିଶା ଶର୍ମା। ରବିବାର ଭୋପାଳର ଭଦଭଦା ଶ୍ମଶାନ ଘାଟରେ ତାଙ୍କର ଅନ୍ତିମ ସଂସ୍କାର ସମ୍ପନ୍ନ ହୋଇଛି। ଟ୍ବିଶାଙ୍କ…

ଯନ୍ତ୍ରୀଙ୍କ ପିସି କାରବାର ଅଭିଯୋଗ, ବିଦ୍ୟାଳୟ ରୂପାନ୍ତରୀକରଣ କରି ପାଇଁ ଥାନାର ଦ୍ୱାରସ୍ଥ ହେଲେ ଯୁବକ

ଥୁଆମୂଳ ରାମପୁର,୨୪ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ କନିଷ୍ଠ ଯନ୍ତ୍ରୀ ଓ ଅସାଧୁ ବ୍ୟକ୍ତିଙ୍କ ମଧୁଚନ୍ଦ୍ରିକା ଏବେ ଚରମ ସୀମାରେ ପହଞ୍ଚିଛି। ଆଦିବାସୀ ବହୁଳ…

ପୁଅକୁ ମେଡିକାଲ ନେବାବେଳେ ବାପାଙ୍କ କୋଳରେ ଚାଲିଗଲା ଜୀବନ, ପୂରା ଘଟଣା ଜାଣିଲେ ଆଖିରେ ଆସିଯିବ ଲୁହ

ଲକ୍ଷ୍ନୌ,୨୪ା୫: ସୋସିଆଲ ମିଡିଆରେ ଏକ ହୃଦୟ ବିଦାରକ ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଯେଉଁଥିରେ ଦେଖାଯାଉଛି ଏକ ନିଷ୍ପାପ ଶିଶୁର ଜୀବନ କିଛି ମୁହୂର୍ତ୍ତ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri