Posted inଜାତୀୟ

କୁଷକଙ୍କ ବିଜୟ: ରାହୁଲ ଗାନ୍ଧୀ

ନୂଆଦିଲ୍ଳୀ,୧୯।୧୧: କେନ୍ଦ୍ର ସରକାର କୃଷି ଆଇନ ଶୁକ୍ରାବର ପ୍ରତ୍ୟାହାର କରିଛନ୍ତି। କଂଗ୍ରେସର ପୂର୍ବତନ ସଭାପତି ରାହୁଲ ଗାନ୍ଧୀ ଏହାକୁ କୃଷକଙ୍କ ବିଜୟ ବୋଲି କହିଛନ୍ତି। ରାହୁଲ ଗାନ୍ଧୀ କହିଛନ୍ତି, ଦେଶର ଅନ୍ନଦାତାଙ୍କ ସତ୍ୟଗ୍ରହ ଆଗରେ ଅହଂକାର ମୁଣ୍ଡ ନୁଆଁଇଛନ୍ତି। ରାହୁଲ ଗାନ୍ଧୀ ମଧ୍ୟ କୃଷକମାନଙ୍କୁ ବିଜୟ ପାଇଁ ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗତ ବର୍ଷ ପ୍ରଣୀତ ତିନୋଟି କୃଷି ଆଇନ ଫେରାଇ ନେବା ପାଇଁ ଘୋଷଣା କରିଛନ୍ତି।
କୃଷି ଆଇନ ପ୍ରତ୍ୟାହାର ଘୋଷଣା ଉପରେ ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଟାର୍ଗେଟ କରିଛନ୍ତି। ତିନୋଟି କୃଷି ଆଇନ ପ୍ରତ୍ୟାହାର କରିଥିବାରୁ କୃଷକମାନଙ୍କୁ ଅଭିନନ୍ଦନ ଜଣାଇ ରାହୁଲ ଗାନ୍ଧୀ ଟୁଇଟ୍‌ କରି କହିଛନ୍ତି ଯେ, ଦେଶର ଅନ୍ନଦାତାଙ୍କ ସତ୍ୟଗ୍ରାହ ଆଗରେ ମୁଣ୍ଡ ନୁଆଁଇଛି ଅହଙ୍କାର, ଅନ୍ୟାୟ ବିରୁଦ୍ଧରେ ଏହି ବିଜୟ ପାଇଁ କୃଷକଙ୍କୁ ଅଭିନନ୍ଦନ! ଜୟ ହିନ୍ଦ, ଜୟ ହିନ୍ଦର କୃଷକ!କଂଗ୍ରେସ ଏହି କୃଷି ଆଇନକୁ କ୍ରମାଗତ ଭାବରେ ବିରୋଧ କରିଆସୁଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୩ କେନ୍ଦ୍ରରେ ୧୧ ପରୀକ୍ଷାର୍ଥୀ ଅନୁପସ୍ଥିତ

ଗୁଡ଼ାରି,୧୯ା୨(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ୩ଟି କେନ୍ଦ୍ରରେ ମାଟ୍ରିକ ପରୀକ୍ଷାର ପ୍ରଥମ ଦିନରେ ୧୧ ଜଣ ପରୀକ୍ଷାର୍ଥୀ ଅନୁପସ୍ଥିତ ଥିଲେ। ମୋଟ୍‌ ୫୩୭…

ରୋମାଣ୍ଟିକ ମୁଡ୍‌ରେ ସୁଇମିଂ ପୁଲ ଫଟୋ ଶେୟାର କଲେ ହାର୍ଦ୍ଦିକ ପାଣ୍ଡ୍ୟା, ଗର୍ଲ ଫ୍ରେଣ୍ଡକୁ ଜଣାଇଲେ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ,୧୯।୨: ICC T20 World Cup 2026 ମଧ୍ୟରେ, ଟିମ ଇଣ୍ଡିଆର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର…

ଭାରତ ସହ କ୍ରିକେଟ ସମ୍ପର୍କ ସୁଧାରିବାକୁ ବାଂଲାଦେଶର ଉଦ୍ୟମ; ତାରିକ୍ ରହମାନ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ ,୧୯।୨: ଭାରତ-ବାଂଲାଦେଶ କ୍ରିକେଟ ସମ୍ପର୍କରେ ସୁଧାର ପାଇଁ ଢାକାର ବଡ଼ ପଦକ୍ଷେପ। ୨୦୨୬ ଟି-୨୦ ବିଶ୍ୱକପ୍‌କୁ ନେଇ ସୃଷ୍ଟି ହୋଇଥିବା ବିବାଦ ଓ ମହମ୍ମଦ ୟୁନୁସଙ୍କ…

ପାକିସ୍ତାନର 2026 T20 World Cup ବିଜୟ ନିଶ୍ଚିତ? ଏହି ସଂଯୋଗ ଦେଖିଲେ ଆପଣ ବି ବିଶ୍ୱାସ କରିବାକୁ ବାଧ୍ୟ ହେବେ

ନୂଆଦିଲ୍ଲୀ,୧୯।୨: 2026 T20 World Cup ପାଇଁ ସୁପର ୮ ଦଳ ଚୂଡ଼ାନ୍ତ ହୋଇଛି। ଯଦିଓ ଟୁର୍ଣ୍ଣାମେଣ୍ଟର ପରବର୍ତ୍ତୀ ପର୍ଯ୍ୟାୟ ଆରମ୍ଭ ହୋଇନାହିଁ, କିନ୍ତୁ ପାକିସ୍ତାନ ବିଶ୍ୱକପ…

ବସ୍‌ ଧକ୍କାରେ ଓଲଟିପଡ଼ିଲା ଟ୍ରାକ୍ଟର, କଣ୍ଡକ୍ଟରଙ୍କ ସମେତ…

ଧୂଷୁରୀ,୧୯ା୨(ଦୀପ୍ତିରଞ୍ଜନ ନାୟକ): ଭଦ୍ରକ ଜିଲା ଧୂଷୁରୀ ଥାନା ଓ ଆରଡ଼ି ଫାଣ୍ଡି ଅଧୀନ କୁଳେଇପଦା ଓ ଆରଡ଼ିର ମଧ୍ୟବର୍ତ୍ତୀ ସ୍ଥାନରେ ୨୦ ନମ୍ବର ଜାତୀୟ ରାଜପଥରେ ଗୁରୁବାର…

ଏହି ଦେଶର ପୂର୍ବତନ ରାଷ୍ଟ୍ରପତିଙ୍କୁ ଆଜୀବନ କାରାଦଣ୍ଡ, ଜାଣନ୍ତୁ କ’ଣ କରିଛନ୍ତି ଅପରାଧ

ସିଓଲ,୧୯।୨: ଦକ୍ଷିଣ କୋରିଆର ପୂର୍ବତନ ରାଷ୍ଟ୍ରପତି ୟୁନ ସୁକ-ୟେଓଲ ଏକ ବଡ଼ ଝଟକା ପାଇଛନ୍ତି। ଗୁରୁବାର (ଫେବୃଆରୀ ୧୯) ଦିନ, କୋର୍ଟ ତାଙ୍କୁ ଦୋଷୀ ସାବ୍ୟସ୍ତ କରି…

ନିର୍ବାଚନ ପୂର୍ବରୁ ‘ଫ୍ରିବିଜ୍, ରାଜ୍ୟଗୁଡ଼ିକୁ ଭତ୍ସନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୯।୨: ଦେଶରେ ବଢୁଥିବା ‘ମାଗଣା ରାଜନୀତି’ ବା ଫ୍ରିବିଜ୍ ସଂସ୍କୃତିକୁ ନେଇ ସୁପ୍ରିମକୋର୍ଟ କଡା ଟିପ୍ପଣୀ କରିଛନ୍ତି। ନିର୍ବାଚନ ଜିତିବା ପାଇଁ ରାଜ୍ୟ ସରକାରମାନେ ଘୋଷଣା କରୁଥିବା…

ଭାରତର ପଡୋଶୀ ଦେଶରେ ବଡ଼ ଧରଣର ବିସ୍ଫୋରଣ, ଅତିକମରେ ୧୬ ମୃତ

ଇସଲାମାବାଦ,୧୯।୨: ପାକିସ୍ତାନର ସବୁଠାରୁ ବଡ଼ ସହର କରାଚୀରୁ ଏକ ଦୁଃଖଦ ଖବର ଆସିଛି। ଏକ ଆବାସିକ ଅଞ୍ଚଳରେ ଏକ ଶକ୍ତିଶାଳୀ ବିସ୍ଫୋରଣ ସମଗ୍ର ଅଞ୍ଚଳକୁ ଥରାଇ ଦେଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri