କୂଅରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ବ୍ରହ୍ମପୁର ଅଫିସ,୨୯।୯: ଗଞ୍ଜାମ ଜିଲା ବୈଦ୍ୟନାଥପୁର ପୋଲିସ ରବିବାର ସକାଳେ ବିଦ୍ୟୁତ୍‌ପୁର କଲୋନୀ ନିକଟସ୍ଥ ଏକ ପରିତ୍ୟକ୍ତ କୂଅରୁ ଜଣେ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର କରିଛି। ଯୁବକଙ୍କ ବେକ କାଟି କେହି ହତ୍ୟା କରିଥିବା ସନ୍ଦେହ କରାଯାଉଛି। ମୃତ ଯୁବକ ଜଣଙ୍କ ଉକ୍ତ କଲୋନୀରେ ରହୁଥିବା ଅମ୍ବିକା ପ୍ରସାଦ ପାଢ଼ୀ ବୋଲି ପୋଲିସ ସୂଚନା ଦେଇଛି। ଏନେଇ ୫୧୩/୧୯ରେ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି।
ସୂଚନାଯୋଗ୍ୟ ଯେ, ଅମ୍ବିକା ଗତ ୨୭ ତାରିଖରୁ ନିଖୋଜ ଥିଲେ। ରବିବାର ଉକ୍ତ କଲୋନୀର ଏକ କୂଅରେ ମୃତଦେହ ଭାସୁଥିବା ପୋଲିସ ଖବର ପାଇଥିଲା। ପରେ ପୋଲିସ କୂଅରୁ ମୃତଦେହ ବାହାର କରିବା ପାଇଁ ଅଗ୍ନିଶମ ବିଭାଗର ସହାୟତା ନେଇଥିଲା। ସହକାରୀ ଅଗ୍ନିଶମ ଅଧିକାରୀ ସନାତନ ମହାପାତ୍ର ଓ ତାଙ୍କ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି କୂଅ ଭିତରୁ ଯୁବକଙ୍କ ମୃତଦେହ ଉଦ୍ଧାର କରିଥିଲେ। ପରେ ମୃତଦେହଟି ପୋଲିସକୁ ହସ୍ତାନ୍ତର କରାଯାଇଥିବା ଏଏଫ୍‌ଓ ସନାତନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିତୁ ମୁଣ୍ଡାଙ୍କ ପାଇଁ ବଦଳିଲା ଗାଁର ଭାଗ୍ୟ, ମରାମତି ହେଲା….

କେନ୍ଦୁଝର,୪।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): ଟଙ୍କା ଉଠାଇବା ପାଇଁ ଜିତୁ ମୁଣ୍ଡା ନିଜ ବଡ଼ ଭଉଣୀଙ୍କ କଙ୍କାଳ କାନ୍ଧରେ ବୋହି ବ୍ୟାଙ୍କକୁ ନେବା ଘଟଣା ସାରା ଦେଶରେ…

ପାଦେପାଦେ ବିପଦ, ଓହଳିଛି ପୌର ପରିଷଦର ସ୍ବାଗତ ହୋର୍ଡିଂ

ଗୁଣପୁର,୪ା୫(ସଂକେତ ପାତ୍ର): ଗୁଣପୁର ସହରକୁ ସ୍ୱାଗତ ଜଣାଇବା ପାଇଁ ପୌରପରିଷଦ ଦ୍ୱାରା ବିକ୍ରମପୁର ପଥପ୍ରାନ୍ତ ନିକଟରେ ସ୍ଥାପିତ ସ୍ୱାଗତ ବୋର୍ଡ୍ ବର୍ତ୍ତମାନ ବିପଦ ସଙ୍କୁଳ ଅବସ୍ଥାରେ ରହିଛି…

ମାଟ୍ରିକ ପରୀକ୍ଷା ଫଳ: ପଦ୍ମାବତୀ ମହାଳିଙ୍ଗ, ମନୀଷା ଧରୁଆ ସ୍କୁଲ ପାଇଁ ଗୌରବ

ଭବାନୀପାଟଣା,୪।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ବାଦଲି ସ୍ଥିତ କିସ ଆବାସିକ ବିଦ୍ୟାଳୟର ଛାତ୍ରୀମାନେ ପ୍ରଥମ ବର୍ଷ ଦଶମ ପରୀକ୍ଷା ରେ ଶତ ପ୍ରତିଶତ…

ଜିଲା ମଙ୍ଗଳ ବିଭାଗର ୨୨ ବିଦ୍ୟାଳୟର ଶତପ୍ରତିଶତ ପାସ

କୋରାପୁଟ,୪ା୫(ଅମିତାଭ ବେହେରା): ଚଳିତବର୍ଷ ମାଟ୍ରିକ ପରୀକ୍ଷାରେ କୋରାପୁଟ ଜିଲା ମଙ୍ଗଳ ବିଭାଗ ଶତପ୍ରତିଶତ ସଫଳତା ହାସଲ କରିଛି। ମୋଟ ପାସ ହାର ୯୯ ପ୍ରତିଶତ ରହିଛି। ୩୭ରୁ…

ମାତ୍ର ୨ବର୍ଷରେ ଘଟିଲା ଏମିତି, ଯାହା ଦିଦିଙ୍କ ପରାଜୟର କାରଣ ସାଜିଲା!

କୋଲକାତା,୪।୫: ପଶ୍ଚିମବଙ୍ଗରେ ଗତ ୧୫ ବର୍ଷ ଧରି କ୍ଷମତାରେ ଥିବା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପାଇଁ ଏବେ ରାଜ୍ୟର ନେତୃତ୍ୱ ଛାଡିବା ଅନିବାର୍ଯ୍ୟ ମନେ ହେଉଛି। ୪…

Bangal New CM: ମମତାଙ୍କ ପରାଜୟର ସଠିକ ଭବିଷ୍ୟବାଣୀ କରିଥିବା ବ୍ୟକ୍ତିଙ୍କଠାରୁ ଜାଣନ୍ତୁ କିଏ ହେବେ ପଶ୍ଚିମବଙ୍ଗର ନୂଆ ମୁଖ୍ୟମନ୍ତ୍ରୀ

କୋଲକାତା,୪।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ଫଳାଫଳ ଭାଜପାର ଉତ୍ଥାନ ଏବଂ ଟିଏମସିର ପତନର ସ୍ପଷ୍ଟ ସୂଚନା ଦେଉଛି। ବର୍ତ୍ତମାନର ଧାରା ଅନୁସାରେ, ଭାଜପା ୧୯୪ଟି ଆସନରେ ଆଗୁଆ…

କଫ୍‌ ସିରପ ଜବତ, ୩ କୋର୍ଟ ଚାଲାଣ

ନୂଆପଡ଼ା,୪ା୫(ମକାରୁ ବେମାଲ):ନୂଆପଡ଼ା ଜିଲା ସଦର ଥାନା ପୋଲିସ ୧୪୩ ବୋତଲ କଫ୍‌ ସିରପ ଜବତ କରିବା ସହ ୩ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

କେନ୍ଦୁପତ୍ର ତୋଳିବାକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଗଲେ ମହିଳା, ଦଳିଦେଲା ଦନ୍ତା

ମାଧପୁର,୪।୫(ମନୋଜ କୁମାର ପ୍ରଧାନ): ଆଠମଲ୍ଲିକ ଥାନା ଅନ୍ତର୍ଗତ ମାଧପୁର ପଂଚାୟତ ଅଧୀନ ମାଧପୁର ଗ୍ରାମର ଜଣେ ମହିଳା ହାତୀ ଆକ୍ରମଣରେ ପ୍ରାଣ ହରାଇଛନ୍ତି । ମୃତ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri