କୂଅରେ ପଡି ୨ ବର୍ଷ ଶିଶୁର ଜୀବନ ଗଲା

ପାଟଣା, ୯ା୩(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକ ଖିରେଇଟାଙ୍ଗିରି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ସୋମବାର ସକାଳେ ଟୁନା ମୁଣ୍ଡାଙ୍କ ୨ ବର୍ଷର ପୁଅ ଜଗା ଏକ ପରିତ୍ୟକ୍ତ କୂଅରେ ପଡି ପ୍ରାଣ ହରାଇଛନ୍ତି। ଜଗା ଅଗଣାରେ ଖେଳୁଥିବା ବେଳେ ଅସାବଧାନତାବଶତଃ କୂଅ ଭିତରେ ଖସିପଡିଥିଲେ। ପରିବାର ଲୋକେ ତାଙ୍କୁ ଉଦ୍ଧାର କରି କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ ହେଁ ଡାକ୍ତର ଶିଶୁଙ୍କୁ ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଭିନବ ଉପାୟରେ ଗଞ୍ଜେଇ ଚାଲାଣ: ପର୍ଦ୍ଦାଫାଶ କଲା ପୋଲିସ

ବଲାଙ୍ଗୀର, ୨୩।୯ (ବୀରେନ୍ଦ୍ର କୁମାର ଝାଙ୍କର): ଅଭିନବ ଉପାୟରେ ରାଜ୍ୟ ବାହାରକୁ ଚାଲାଣ ହେଉଥିଲା ଗଞ୍ଜେଇ। ଆଚାର କଣ୍ଟେନରରେ ଗଞ୍ଜେଇ ଭର୍ତ୍ତି କରାଯାଇ ଟ୍ରେନ ଯୋଗେ ରାଜ୍ୟ…

ରାସ୍ତାରେ ଯିବାବେଳେ ହଠାତ୍‌ ଦୋକାନ ଭିତରକୁ ପଶିଗଲା କାର୍‌, ୨ ଭାଇ ଗୁରୁତର

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ଲୋଏର ବସ୍‌ଷ୍ଟାଣ୍ଡ ନିକଟରେ ବୁଧବାର ଏକ କାର୍‌ ଭରସାମ୍ୟ ହରାଇ ସିରିଜ୍‌ ଦୁର୍ଘଟଣା ଘଟାଇବା ସହ…

ସ୍ବତନ୍ତ୍ର ତକିଆ କିଣିଲେ ବୁମ୍‌ରା: ସବୁ ଗୁମର ଖୋଲିଦେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୩।୯: ୨୦୨୬ ଏସୀୟ କ୍ରୀଡ଼ା ପାଇଁ ଜସପ୍ରୀତ ବୁମରା ଟିମ ଇଣ୍ଡିଆ ସହ ଜାପାନରେ ଅଛନ୍ତି। ସେଠାରେ ସେ ନିଜ ପାଇଁ ବାଛିଥିବା ତକିଆ ଯୋଗୁ ସେ…

ରେଳଧାରଣାରେ ଯିବାବେଳେ ୪ ଜଣଙ୍କୁ ଚାପିଦେଲା ରାଜାରାଣୀ ଏକ୍ସପ୍ରେସ

ଗଜପତି,୨୩।୯(ଗିରିଧାରୀ ପରିଛା): ଭୁବନେଶ୍ୱରରୁ ପାରଳାଖେମୁଣ୍ଡି ଆସୁଥିବା ରାଜାରାଣୀ ଏକ୍ସପ୍ରେସ ଧକ୍କାରେ ୪ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ଆନ୍ଧ୍ରପ୍ରଦେଶର ଟେକେଲି ଗ୍ରାମ ନିକଟସ୍ଥ…

ସମୁଦ୍ର ଅଶାନ୍ତ: ପାରାଦୀପ ବନ୍ଦରରେ ୩ ନମ୍ବର ବିପଦ ସଙ୍କେତ ଜାରି

ପାରାଦୀପ,୨୩।୯(ଶରତ ରାଉତ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ବୁଧବାର ସମୁଦ୍ର ଅତ୍ୟନ୍ତ ଅଶାନ୍ତ ହୋଇପଡ଼ିଛି। ସମୁଦ୍ରରେ ଉଚ୍ଚ ଢେଉ ସହ ବିପଦଜନକ ପରିସ୍ଥିତି ସୃଷ୍ଟି ହୋଇଥିବାରୁ ସମୁଦ୍ର…

ଝରକା ଗ୍ରୀଲ କାଟି ବ୍ୟାଙ୍କରୁ ଲୁଟ: ପୋଲିସ ତଦନ୍ତ ଆରମ୍ଭ

ବାଲେଶ୍ୱର, ୨୩।୯ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ସଦର ବ୍ଲକ ଅନ୍ତର୍ଗତ ଶ୍ରୀରାମପୁରସ୍ଥିତ ଷ୍ଟେଟ୍‌ ବ୍ୟାଙ୍କ ଶାଖାରୁ ମଙ୍ଗଳବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ଝରକା ଗ୍ରୀଲ କାଟି…

ଗୋରୁ ଗୁହାଳରୁ ୧୫ ଫୁଟର ବଉଳା କୁମ୍ଭୀର ଉଦ୍ଧାର: ଖେଳିଗଲା ଆତଙ୍କ,ଦେଖନ୍ତୁ VIDEO

ମହାକାଳପଡ଼ା,୨୩।୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲାର ବିଭିନ୍ନ ନଦୀ-ନାଳରେ ଏବେ ମାଳ ମାଳ କୁମ୍ଭୀର ଭାସୁଥିବା ଦେଖିବାକୁ ମିଳୁଛି। ନଦୀରେ ପ୍ରାକୃତିକ ଖାଦ୍ୟ ମାଛ ଓ…

ମାତ୍ର ଗୋଟିଏ ମିନିଟରେ ଟିକେଟ ରେଜିଷ୍ଟ୍ରେଶନ ଶେଷ! IND vs WI ମ୍ୟାଚ ପାଇଁ ପ୍ରବଳ ଉତ୍ସାହ

ନୂଆଦିଲ୍ଲୀ,୨୩।୯: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ହେବାକୁ ଥିବା ଦିନିକିଆ (ODI) ସିରିଜ ପାଇଁ ପ୍ରଶଂସକମାନେ ଉତ୍ସାହର ସହ ଅପେକ୍ଷା କରିଛନ୍ତି, କାରଣ ଏଥିରେ ରୋହିତ ଶର୍ମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?