କୃତ୍ରିମ ରେଟିନା

ବେଶ୍‌ କିଛିବର୍ଷ ପରିଶ୍ରମ କରିବା ପରେ ଇଂଲଣ୍ଡର ବିଶେଷଜ୍ଞମାନେ କୃତ୍ରିମ ରେଟିନା ପ୍ରସ୍ତୁତ କରିବାରେ ସକ୍ଷମ ହୋଇଛନ୍ତି। ବିଶେଷଭାବରେ ଏହି ନୂଆ ରେଟିନା ଦୃଷ୍ଟିହୀନମାନଙ୍କ ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହେବ ବୋଲି ଜଣାପଡିଛି। ଏହି ଗବେଷଣା ସମୟରେ ବିଶେଷଜ୍ଞମାନେ ଏକ ସୁସ୍ଥ ରେଟିନାର ଆଲୋକ ସମ୍ବେଦୀ କୋଷିକା (ଲାଇଟ୍‌ ସେନ୍‌ସିଟିଭ ସେଲ୍‌)କୁ ପରୀକ୍ଷାମୂଳକ ଭାବରେ ଗୋଟିଏ ଦୃଷ୍ଟିହୀନ ମୂଷା ଚକ୍ଷୁରେ ପ୍ରତିରୋପଣ କରିଥିଲେ। ଆଶ୍ଚର୍ଯ୍ୟଜନକ ଭାବରେ ଏହାଦ୍ୱାରା ଉକ୍ତ କୋଷିକା ସେହି ମୂଷାର ଚକ୍ଷୁ ଏବଂ ମସ୍ତିଷ୍କ ମଧ୍ୟରେ ସମନ୍ବୟ ରଖିପାରିଥିଲା। ଏପରି ସଫଳତା ପାଇବା ପରେ ଏହି ପଦ୍ଧତି ମନୁଷ୍ୟମାନଙ୍କ କ୍ଷେତ୍ରରେ ମଧ୍ୟ ସଫଳ ହେବ ବୋଲି ସେମାନେ ଆଶାବ୍ୟକ୍ତ କରିଛନ୍ତି। ଏପରି କୃତ୍ରିମ ରେଟିନା ତିଆରି କରିବା ପୂର୍ବରୁ ସେମାନେ ଷ୍ଟେମସେଲ୍‌କୁ ୪ ମାସ ପର୍ଯ୍ୟନ୍ତ ଭିଟାମିନ୍‌ ଏବଂ ପ୍ରୋଟିନ୍‌ ଭିତରେ ରଖିଥିଲେ। ଉକ୍ତ ରେଟିନା ଆଲୋକକୁ ଚକ୍ଷୁରୁ ମସ୍ତିଷ୍କ ପର୍ଯ୍ୟନ୍ତ ପହଞ୍ଚାଇବାରେ ସାହାଯ୍ୟ କରିବ ବୋଲି ଗବେଷଣା ରିପୋର୍ଟରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାତି ପାହପାହୁ ବଦଳିବ ଏସବୁ ରାଶିଙ୍କ ଭାଗ୍ୟ, ବସିଥିବେ ହଠାତ୍‌ ପହଞ୍ଚିବ ଟଙ୍କା

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଯେତେବେଳେ କୌଣସି ଗ୍ରହ ନିଜ ରାଶି ପରିବର୍ତ୍ତନ କରନ୍ତି ସେତେବେଳେ ଏହାର ପ୍ରଭାବ ସିଧା କିଛି ରାଶିର ବ୍ୟକ୍ତି ବିଶେଷଙ୍କ ଉପରେ...

New Labour Law: ସପ୍ତାହକୁ ମିଳିବ କି ୩ଦିନ ଛୁଟି? କଣ କହିଲା ଶ୍ରମ ମନ୍ତ୍ରଣାଳୟ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୧୨: ବର୍ତ୍ତମାନ ସମୟରେ ସୋସିଆଲ ମିଡିଆରୁ ଅଫିସ୍ ପର୍ଯ୍ୟନ୍ତ, ଲୋକଙ୍କ ମନରେ ସମାନ ପ୍ରଶ୍ନ ଘୂରି ବୁଲୁଛି ଯେ, ଭାରତରେ ଚାରି ଦିନିଆ କାର୍ଯ୍ୟ ସପ୍ତାହ...

ମେସିଙ୍କ କ୍ରିକେଟ୍‌ କ୍ରେଜ୍‌: ବଡ଼ ଉପହାର ଦେଲେ ଜୟ ଶାହା

ନୂଆଦିଲ୍ଲୀ, ୧୫।୧୨: ଆର୍ଜେଣ୍ଟିନାର ଷ୍ଟାର ଫୁଟବଲ ଖେଳାଳି ଲିଓନେଲ ମେସି ତାଙ୍କ ଗୋଟ ଇଣ୍ଡିଆ ଟୁର୍‌ର ତୃତୀୟ ଦିନରେ ଦିଲ୍ଲୀରେ ପହଞ୍ଚିଛନ୍ତି। ଏହି କାର୍ଯ୍ୟକ୍ରମ ଦିଲ୍ଲୀର...

ରାଜ୍ୟ ସରକାରଙ୍କ ବଡ଼ ଭେଟି: ପିଜି ଛାତ୍ରଛାତ୍ରୀଙ୍କ ଷ୍ଟାଇପେଣ୍ଡ ୬୭% ପର୍ଯ୍ୟନ୍ତ ବୃଦ୍ଧି

ଭୁବନେଶ୍ୱର,୧୫।୧୨: ଓଡ଼ିଶାର ଆୟୁଷ ଶିକ୍ଷା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ସରକାରୀ ଆୟୁର୍ବେଦିକ ଓ ହୋମିଓପାଥିକ ମେଡିକାଲ...

ବଏ ଫ୍ରେଣ୍ଡ ରୁମରୁ ମିଳିଲା ମହିଳାଙ୍କ ମୃତଦେହ! ପରିବାର ପକ୍ଷରୁ ହତ୍ୟା ଅଭିଯୋଗ

କେନ୍ଦ୍ରାପଡ଼ା,୧୫।୧୨: କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଗରାପୁରସ୍ଥିତ ଏକ ଭଡ଼ା ଘରୁ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର ହେବା ଘଟଣା ଏକ ନୂଆ ମୋଡ଼ ନେଇଛି।...

ଭଲିବଲ ପ୍ରତିଯୋଗିତା: ରିଷିଡ଼ା ଚାମ୍ପିୟନ

ରିଷିଡ଼ା, ୧୫ା୧୧(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡା ବାପୁଜୀ ମିନି ଷ୍ଟାଡିୟମରେ ରବିବାର ଦିନିକିଆ ରିଷିଡ଼ା କପ ଭଲିବଲ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି।...

ଟି-୨୦ରେ ବଡ଼ କାରନାମା କଲେ ତିଲକ ବର୍ମା: କୋହଲିଙ୍କ ପଛରେ ପକାଇଲେ

ନୂଆଦିଲ୍ଲୀ,୧୫।୧୨: ଟିମ ଇଣ୍ଡିଆର ଯୁବ ବ୍ୟାଟ୍ସମ୍ୟାନ ତିଲକ ବର୍ମା ଟି-୨୦ କ୍ରିକେଟରେ ଏକ ବଡ଼ ସଫଳତା ହାସଲ କରିଛନ୍ତି। ସେ ତାଙ୍କ ଟି-୨୦ କ୍ୟାରିୟରରେ ୪୦୦୦...

ନଭେମ୍ବରରେ ଦ୍ୱିତୀୟ ମାସ ପାଇଁ ପାଇକାରୀ ମୁଦ୍ରାସ୍ଫୀତି ନକାରାତ୍ମକ

ନୂଆଦିଲ୍ଲୀ,୧୫।୧୨: ସରକାରୀ ତଥ୍ୟ ଅନୁଯାୟୀ, ନଭେମ୍ବର ୨୦୨୫ରେ ପାଇକାରୀ ମୂଲ୍ୟ ସୂଚକାଙ୍କ (WPI) ଭିତ୍ତିକ ମୁଦ୍ରାସ୍ଫୀତି ହାର କ୍ରମାଗତ ଦ୍ୱିତୀୟ ମାସ ପାଇଁ (-) ୦.୩୨...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri