କୃଷି ବିଶ୍ୱବିଦ୍ୟାଳୟ ସ୍ଥାପନ ଦାବି: ମୁଖ୍ୟ ଶାସନ ସଚିବଙ୍କୁ ଛାତ୍ର ବିଜେଡିର ଦାବିପତ୍ର

ଭବାନୀପାଣା,୨୯।୧୧(ଡି.ଏନ୍‌.ଏ.): ଭବାନୀପାଟଣା ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟକୁ ଏକକ ବିଶ୍ୱବିଦ୍ୟାଳୟର ମାନ୍ୟତା ମିଳିବା ପରେ ବର୍ତ୍ତମାନ କଳାହାଣ୍ଡି ଜିଲାରେ କୃଷି ବିଶ୍ୱବିଦ୍ୟାଳୟ ସ୍ଥାପନ ଦାବି ଜୋର ଧରିଛି। ରାଜ୍ୟ ଶାସନ ସଚିବ ଅସିତ୍‌ କୁମାର ତ୍ରିପାଠୀ କଳାହାଣ୍ଡି ଗସ୍ତରେ ଆସିଥିବା ବେଳେ କଳାହାଣ୍ଡି ଛାତ୍ର ବିଜେଡି ସଭାପତି ଅବିନାଶ ଠାକୁରଙ୍କ ନେତୃତ୍ୱରେ ଯୁବନେତା ମଣ୍ଟୁ ନାଏକ, ଛାତ୍ରନେତା ସିନୁ ବେହେରା, ରୋମାଞ୍ଚଳ ମେହେର, ଶ୍ରୀଚନ୍ଦନ ନାଏକ ପ୍ରମୁଖ ମୁଖ୍ୟ ଶାସନ ସଚିବଙ୍କୁ ଜିଲାପାଳଙ୍କ କାର୍ଯ୍ୟାଳୟରେ ସାକ୍ଷାତ କରି ଦାବିପତ୍ର ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧାହେଲେ କୁଖ୍ୟାତ ଗଞ୍ଜେଇ ମାଫିଆ: ବିଦେଶୀ ମଦ ସହ ଗଞ୍ଜେଇ ଜବତ

ପରଜଙ୍ଗ,୯/୪(ନିଗମାନନ୍ଦ ଦଳବେହେରା)ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ବାରିହାପୁର ପଇଁନ୍ତିରିଆ ସାହିରେ ଗୁରୁବାର ଭୋର କୁଖ୍ୟାତ ଗଞ୍ଜେଇ ମାଫିଆଙ୍କୁ ଗିରଫ କରିଛି ଅବକାରୀ ଟିମ। ଗିରଫ ଅଭିଯୁକ୍ତ ହେଲେ…

ଆମେରିକା-ଇସ୍ରାଏଲକୁ ଚେତାବନୀ ଦେଲା ଇରାନ: ହର୍ମୁଜ ପ୍ରଣାଳୀ ପୁଣି ବନ୍ଦ

ଓ୍ବାଶିଂଟନ୍‌,୯।୩: ଯଦିଓ ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ସମ୍ପର୍କରେ ଏକ ଚୁକ୍ତି ହୋଇଛି। ତଥାପି ଯୁଦ୍ଧବିରତି ମଧ୍ୟରେ ମଧ୍ୟ ଇସ୍ରାଏଲର ଲେବାନନ ଉପରେ…

ଗାଁ ଗାଁରେ ଚୋରାମଦ, ତାତିଲେ ଲୋକେ: ହାତ ବାନ୍ଧି ବସିଛନ୍ତି ଅବକାରୀ, ପୋଲିସ

ବରଗଡ଼,୯।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ବଢ଼ିଚାଲିଛି। ଗାଁଠୁ ସହର ସବୁଆଡ଼େ ଚୋରାମଦ ସହିତ ଗଞ୍ଜେଇ, କଫ ସିରପ୍‌ ଅବାଧରେ ବିକ୍ରି ହେଉଛି। ସେହିପରି କେତେକ ସ୍ଥାନରେ…

୩ ରାଜ୍ୟର ବିଧାନସଭା ଆସନ ପାଇଁ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୯।୪: କେରଳମ୍‌, ଆସାମ ଓ ପୁଡୁଚେରୀର ମୋଟ ୨୯୬ ଆସନରେ ଗୁରୁବାର ଗୋଟିଏ ପର୍ଯ୍ୟାୟରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ସକାଳୁ ସକାଳୁ ଲାଇନରେ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri