କୃଷି ସରଞ୍ଜାମ ମହଜୁଦ ସମ୍ପର୍କରେ ଯାଞ୍ଚ କଲେ ଜିଲାପାଳ

ଶେରଗଡ଼,୨୨ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ଗସ୍ତରେ ଆସି ଶୁକ୍ରବାର ଜିଲାପାଳ ବ୍ଲକ କାର୍ଯ୍ୟ ସମୀକ୍ଷା କରିଥିଲେ। ଏଥିସହ କୃଷି ସରଞ୍ଜାମ ଯଥା ସାର, ବିହନ ଠିକଭାବେ ମହଜୁଦ ଅଛି ନା ନାହିଁ ପଚାରି ବୁଝିଥିଲେି। ଏ ନେଇ ଶନିବାର ବ୍ଲକ କୃଷି ବିଭାଗ ତପ୍ତର ହୋଇ ଉଠିଛି।
ଯାଞ୍ଚ ନିମନ୍ତେ କୃଷି ଓ ରାଜସ୍ବ ବିଭାଗ ପକ୍ଷରୁ ଏକ ଟିମ୍‌ ଗଠନ କରାଯାଇଥିଲା। ଉକ୍ତ ଟିମରେ ଶେରଗଡ଼ ତହସିଲଦାର ଡ. ଦୟାସିନ୍ଧୁ ପରିଡ଼ା ଓ ସହକାରୀ କୃଷି ଅଧିକାରୀ ସୁବ୍ରତ କୁମାର ବାରିକ, ପିତଳ ସହକାରୀ କୃଷି ଅଧିକାରୀ ବିଶ୍ୱନାଥ ବେହେରା କରି ବ୍ଲକର କରଡ଼ାକଣା ସେବା ସମବାୟ ସମିତି ଅଚାନକ ପରିଦର୍ଶନ କରିଥିଲେ। ଗୋଦାମ ଗୃହ ଯାଞ୍ଚ ସହ ବିହନ ସାର ଷ୍ଟକ ଦେଖିଥିଲେ। କେତେକ ଚାଷୀଙ୍କୁ ଭେଟି ସାର ମିଳୁଛି ନା ନାହିଁ ତାଙ୍କର ମତାମତ ନେଇଥିଲେ। ପରେ ପିତଳ ସେବା ସମବାୟ ସମିତି ପରିଦର୍ଶନ କରିଥିଲେ। ପରିଦର୍ଶନ ସମୟରେ ସାର, ବିହନ ରେଜିଷ୍ଟର ତଦନ୍ତ କରିଥିଲେ। କରଡ଼ାକଣାଠାରେ ସମ୍ପାଦକ ପ୍ରଫୁଲ୍ଲ କୁମାର ମଳିକ ଉପସ୍ଥିତ ଥିଲେ। ସାର ବିହନ ଯେପରି କଳା ବଜାର ନ ହୁଏ, ତହସିଲଦାର ପରିଡା ସେଥିପ୍ରତି ସଜାଗ ରହିବାକୁ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ଗୋଡ଼ରେ ଚଢ଼ିଗଲା ବସ୍‌ ଚକା

ହିଞ୍ଜିଳିକାଟୁ,୩।୫(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଥାନା ଶେରଗଡ଼ ବ୍ଲକ ଅଧୀନ ପିତଳ ଛକଠାରେ ଶୁକ୍ରବାର ଏକ ଅଘଟଣ ଘଟିଛି। ଏକ ଘରୋଇ ଯାତ୍ରୀବାହୀ ବସ୍‌ ଚକା ଜଣେ...

ନାମାଙ୍କନ ଭରିଲେ ଭାଜପା ପ୍ରାର୍ଥୀ ଗୋକୁଳାନନ୍ଦ

ପୋଲସରା,୩।୫(ସୁବ୍ରତ ବେହେରା): ଗଞ୍ଜାମ ଜିଲା ପୋଲସରା ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ପ୍ରାର୍ଥୀ ଗୋକୁଳାନନ୍ଦ ମଲ୍ଲିକ ଶୁକ୍ରବାର ନାମାଙ୍କନ ଦାଖଲ କରିଛନ୍ତି। ଭାଜପା ବିଧାୟକ ପ୍ରାର୍ଥୀ ଗୋକୁଳାନନ୍ଦ...

ଶେଷ ଦିନରେ ନାମାଙ୍କନ ଭରିଲେ ସୂର୍ଯ୍ୟମଣି

ଛତ୍ରପୁର,୩।୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ନାମାଙ୍କନପତ୍ର ଦାଖଲର ଶୁକ୍ରବାର ଶେଷ ଦିନରେ ଖଲିକୋଟ ବିଧାନସଭା ଆସନ ପାଇଁ ବିଜୁ ଜନତା...

ନାମାଙ୍କନପତ୍ର ଦାଖଲ କଲେ ବିଧାନସଭା ପ୍ରାର୍ଥିନୀ ଲତିକା ପ୍ରଧାନ

ଛତ୍ରପୁର,୩ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ନାମାଙ୍କନପତ୍ର ଦାଖଲର ଶେଷଦିନରେ କବିସୂର୍ଯ୍ୟନଗର ବିଧାନସଭା ଆସନ ନିମନ୍ତେ ବିଜୁ ଜନତା ଦଳର ବିଧାୟିକା...

ଧାର ଟଙ୍କା ମାଗିବାରୁ ଆକ୍ରମଣ

ବ୍ରହ୍ମପୁର,ତା୨ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ସଦର ଥାନା ବାଳକୃଷ୍ଣପୁର ଗ୍ରାମରେ ଧାର ଟଙ୍କା ମାଗିବାରୁ ମମତା ପାତ୍ର ନାମ୍ନୀ ଜଣେ ମହିଳାଙ୍କୁ ଆକ୍ରମଣ କରାଯାଇଛି। ତାଙ୍କ...

ଆସିକା ଲୋକ ସଭା ଆସନ ପାଇଁ ନାମାଙ୍କନପତ୍ର ଦାଖଲ କଲେ ରଞ୍ଜିତା

ଛତ୍ରପୁର,୨ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ନାମାଙ୍କନପତ୍ର ଦାଖଲର ୫ମ ଦିନରେ ଆସିକା ଲୋକ ସଭା ଆସନ ନିମନ୍ତେ ବିଜୁ ଜନତା ଦଳର ଏମ୍‌ପି ପ୍ରାର୍ଥିନୀ ରଞ୍ଜିତା...

ବାଇକ୍‌ ସହ ପିଟିହେଲା ବାଇକ୍‌: ୨ ଜଣଙ୍କ ଜୀବନ ଗଲା, ୨ ଆହତ

ଛତ୍ରପୁର,୧ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ବାଟ ଛତ୍ରପୁର ଗ୍ରାମ ନିକଟ କାଜୁ ଫ୍ୟାକ୍ଟରି ସମ୍ମୁଖ ରାଜପଥରେ ବାଇକ୍‌ ସହ ବାଇକ ଧକ୍କାରେ...

ଯୁବକଙ୍କୁ ହତ୍ୟା, ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

ବ୍ରହ୍ମପୁର,୧ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରାଜଜ୍‌ (ଏଡିଜେ-୧) ଡ. ଇନ୍ଦୁ ଶର୍ମା ବୁଧବାର ଏକ ହତ୍ୟା ମାମଲାର ୧୯ ବର୍ଷ ପରେ ଚୂଡ଼ାନ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri