ଫିରିଙ୍ଗିଆ/କେଳାପଡା, ୩ା୧୨: ଫିରିଙ୍ଗିଆ ବ୍ଲକ କେଲାପଡା ପଞ୍ଚାୟତ ଗେରୁପଡ଼ାରେ କୃଷ୍ଣଚନ୍ଦ୍ର ବଗର୍ତ୍ତିଙ୍କୁ ହତ୍ୟା ଘଟଣାରେ ପୋଲିସ ସୋମବାର ଆଉ ଜଣଙ୍କୁ ଗିରଫ କରିଛି। ସେ ହେଲେ ପାଙ୍ଗା ଅଞ୍ଚଳ ତମତିଙ୍ଗିଆର ହରିଶ୍ଚନ୍ଦ୍ର କହଁର ା ରବିବାର ବେହେଙ୍ଗିଆର ସିମନ କହଁରଙ୍କୁ ଗିରଫ କରାଯାଇଥିଲା। ପାଙ୍ଗା ଉପରସାହି ପଞ୍ଚାୟତ ଡ଼େଡ଼ିସରୁ ଗ୍ରାମର କୃଷ୍ଣଙ୍କୁ କୃଷ୍ଣଚନ୍ଦ୍ରଙ୍କୁ ଏମାନେ ଗୁଣିଗାରେଡି ସନ୍ଦେହରେ ହତ୍ୟା କରିଥିଲେ ବୋଲି ପୋଲିସ କହିଛି। ଏ ନେଇ ଥାନାରେ ୧୦୭/୧୯ରେ ମାମଲା ରୁଜୁ ହୋଇଥିଲା ା
ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା
ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…
୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା
ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…
ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ
ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…
ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ
ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…
ତୁମୁଡ଼ିବନ୍ଧ ବ୍ଲକ କାର୍ଯ୍ୟାଳୟରେ ଓଡ଼ିଆ ଦିବସ ପାଳନ
ତୁମୁଡ଼ିବନ୍ଧ,୧ା୩(ଦୀପକ କୁମାର ପରାସେଠ୍): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟର ସଭା ଗୃହରେ ୯୧ତମ ଓଡ଼ିଆ ଦିବସ ପାଳିତ ହୋଇଛି। ଏହି କାର୍ଯ୍ୟକ୍ରମରେ ତୁମୁଡିବନ୍ଧ ବ୍ଲକ ମଙ୍ଗଳ…
ରୋଷେଇ କରୁଥିବାବେଳେ ଫାଟିଲା ଗ୍ୟାସ୍ ସିଲିଣ୍ଡର, ଆଉ ତା’ ପରେ…
ତୁମୁଡ଼ିବନ୍ଧ,୧ା୪(ଦୀପକ କୁମାର ପରାସେଠ୍): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ମୁଖ୍ୟ ବଜାରସ୍ଥିତ ଦୁଷ୍ମନ୍ତ ସାହୁ ନାମକ ବ୍ୟବସାୟୀଙ୍କ ବାସଭବନ ରୋଷେଇ ଘରେ ରନ୍ଧନ ଗ୍ୟାସ ଫାଟି ଯିବାରୁ…
ବ୍ରାହ୍ମଣୀଗାଁରେ ବିଏସ୍ଏନ୍ଏଲ୍ ନେଟ୍ଓ୍ବର୍କ ଅଚଳ: ଗ୍ରାମବାସୀ ଥାନାରେ ଲିଖିତ ଅଭିଯୋଗ କରି…
ଦାରିଙ୍ଗବାଡ଼ି,୧ା୪ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ବିଏସ୍ଏନ୍ଏଲ ନେଟ୍ଓ୍ବର୍କ ବାରମ୍ବାର ଅଚଳ ହେଉଥିବା ବେଳେ ଗତ ୩୦ ମଧ୍ୟ ରାତ୍ରରୁ ସମ୍ପୂର୍ଣ୍ଣ ଅଚଳ ହୋଇଥିଲେ…
ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍
ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…
Archives

