କୃଷ୍ଣପୁର-କରମଙ୍ଗୀ ରାସ୍ତା ଶୋଚନୀୟ

ତେଲକୋଇ, ୬।୧୦(ଡି.ଏନ.ଏ.)-ତେଲକୋଇ ବ୍ଲକ ଅନ୍ତର୍ଗତ ପଡାଙ୍ଗ ପଞ୍ଚାୟତର କୃଷ୍ଣପୁର ଦେଇ କରମଙ୍ଗୀ ପଞ୍ଚାୟତ ମୁଖ୍ୟାଳୟର ରାସ୍ତା ଶୋଚନୀୟ ହୋଇପଡିଛି । କୃଷ୍ଣପୁର ଗ୍ରାମଠାରୁ କରମଙ୍ଗୀ ପର୍ଯ୍ୟନ୍ତ ରହିଛି ୩କି.ମି. ରାସ୍ତା। ଏହା ଗ୍ରାମ୍ୟ ଓ ଗୃହ ନିର୍ମାଣ ବିଭାଗ ଅଧୀନରେ ଥିବା ବେଳେ ଦୀର୍ଘ ଦିନରୁ ଉକ୍ତ ରାସ୍ତାର ମରାମତି ହୋଇ ପାରି ନ ଥିବା ଯୋଗୁ ଏବେ ଯାତାୟାତରେ ବାଧା ସୃଷ୍ଟି ହୋଇଛି । ଏହା ରାସ୍ତା ଦେଇ ରାଇସୁଆଁ, ବଳଭଦ୍ରପୁର, ପୁରୁଜୋଡା ଓ କାଳିଆହତା ପଞ୍ଚାୟତର ଲୋକେ ଯାତ୍ରୀବାହୀ ବସ ଯୋଗେ ଯାତାୟାତ କରନ୍ତି। ହେଲେ ବିଭାଗୀୟ ଅବହେଳା ଯୋଗୁ ରାସ୍ତା ଏବେ ଜରାଜୀର୍ଣ୍ଣ ଅବସ୍ଥାରେ। ଏସମ୍ପର୍କରେ ଗ୍ରାମ୍ୟ ଓ ଗୃହ ନିର୍ମାଣ ବିଭାଗୀୟ ଯନ୍ତ୍ରୀ ଆର.ସେଠୀଙ୍କୁ ପଚାରିବାରୁ ଆମ ବିଭାଗର ଏସଡିଓଙ୍କ ବଦଳି ହୋଇଛି । ହେଲେ ଉକ୍ତ ରାସ୍ତା ନିର୍ମାଣ ପାଇଁ ଟେଣ୍ଡର ହୋଇ ସାରିଛି । ଆଗାମୀ ଦିନରେ ତୁରନ୍ତ କାର୍ଯ୍ୟ ଆରମ୍ଭ ହେବ ବୋଲି ସେ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Test news 2

Test news 2

Test new post

Test new post

ବଙ୍ଗୋପସାଗରରେ ଲଘୁଚାପ: ରାଜ୍ୟର ୧୧ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ସତର୍କ କଲା…

ଭୁବନେଶ୍ୱର, ୯ା୯(ସୌମ୍ୟରଞ୍ଜନ ରାଉତ) – ଉତ୍ତର ବଙ୍ଗୋପସାଗର ସଂଲଗ୍ନ ବାଂଲାଦେଶ ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ସମୁଦ୍ର ପତ୍ତନଠାରୁ ପ୍ରାୟ ୫.୮ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଗ୍ରାମ୍ୟ ଉନ୍ନୟନ ରାସ୍ତା ନିର୍ମାଣ ନିମ୍ନମାନର ଅଭିଯୋଗ ଆଣି ଗ୍ରାମବାସୀ…

ଛତ୍ରପୁର,୯ା୯(ଦିଲ୍ଲୀପ ସମାଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ଚମାଖଣ୍ଡି ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଚାଲିଥିବା ରାସ୍ତା ନିର୍ମାଣ କାମରମାନକୁ…

ରାତି ୧୦ଟା ପରେ ବାଜିବନି ଲାଉଡ୍‌ ସ୍ପିକର, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ଛତ୍ରପୁର,୯ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆସନ୍ତା ୧୪ ତାରିଖରେ ହେବାକୁ ଯାଉଥିବା ଶ୍ରୀଗଣେଶ ପୂଜାକୁ ଶୃଙ୍ଖଳିତ ଓ ଭକ୍ତିପୂର୍ଣ୍ଣ ପରିବେଶରେ ପାଳନ କରିବାକୁ ଛତ୍ରପୁର ପୋଲିସ ଏବଂ ପ୍ରଶାସନ…

ହାଟଡିହୀରେ ରୋମିଓଙ୍କ ହାଇଭୋଲଟେଜ୍ ଡ୍ରାମା: ଗିଫ୍ଟ ଫେରାଇ ବ୍ଲକ୍ କରିବାରୁ ଛାତ୍ରୀଙ୍କୁ ପିଟିଲେ ‘ଇନଷ୍ଟା ଆଶିକ୍’

ହାଟଡିହୀ, ୯।୯(ଶୁଭକାନ୍ତ ନାୟକ): ଇନଷ୍ଟାଗ୍ରାମରେ ପ୍ରେମ, ତା’ପରେ ପ୍ରତ୍ୟାଖ୍ୟାନ, ଆଉ ଶେଷରେ ରାସ୍ତା ମଝିରେ ଗୁଣ୍ଡାଗର୍ଦ୍ଦି। ବୁଧବାର ଏଭଳି ଏକ ଲଜ୍ଜାଜନକ ଘଟଣା କେନ୍ଦୁଝର ଜିଲା ହାଟଡିହୀ…

ହାଟଡିହୀ ବିଇଓ ରାଜୀବ ଦଳେଇ ନିଲମ୍ବିତ: କାର୍ଯ୍ୟରେ ଅବହେଳା ଅଭିଯୋଗରେ କାର୍ଯ୍ୟାନୁଷ୍ଠାନ

ହାଟଡିହୀ/ଛେନାପଦୀ, ୯।୯(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶିକ୍ଷା ଅଧିକାରୀ (ବିଇଓ) ରାଜୀବ ଦଳେଇଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ବୁଧବାର ମଧ୍ୟାହ୍ନରେ ସ୍ପେଶାଲ ମେସେଞ୍ଜର…

ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ସ୍ବାମୀ, ୩ ବର୍ଷ ଝିଅକୁ ହତ୍ୟା ଉଦ୍ୟମ କରି ନିଜେ…

ବଲାଙ୍ଗୀର,୯ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବେଲପଡ଼ା ଅଞ୍ଚଳରେ ଦିନକୁ ଦିନ ଅପରାଧ ବଢ଼ିବାରେ ଲାଗିଛି, ବାରମ୍ବାର ଚୋରି ଡକାୟତ ପରେ ବୁଧବାର ପୁଣି ବେଲପଡ଼ା ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri