ଜଗନ୍ନାଥପ୍ରସାଦ,୨ା୯(ଡି.ଏନ୍.ଏ.)-ଜଗନ୍ନାଥପ୍ରସାଦ ବନାଞ୍ଚଳ ଅଧୀନ ହରଡ଼ିପଦର ଗଁାରେ କୃଷ୍ଣସାର ମୃଗ ଶିକାର ଅଭିଯୋଗରେ ରବିବାର ବନ ବିଭାଗ ଜଣଙ୍କୁ କୋର୍ଟ ଚାଲାଣ କରିଛି। ସେ ହେଲେ ପ୍ରକାଶ ନାୟକ। ତାଙ୍କଠାରୁ ୩ କେଜି କୃଷସାର ମାଂସ ସହ ଛୁରି ଜବତ କରାଯାଇଥିବା ବନ ବିଭାଗ ଅଧିକାରୀ ଉମାକାନ୍ତ ଦାସ କହିଛନ୍ତି। ଏ ନେଇ ନଂ.୧୭୮/୧୯-୨୦ରେ ମାମଲା ରୁଜୁ ହୋଇଛି। ପ୍ରକାଶ ମୃଗ ଶିକାର କରି ତାର ମାଂସ ବିକ୍ରି କରିବାକୁ ଉଦ୍ୟମ କରୁଥିବା ବେଳେ ବନ ବିଭାଗ ଗିରଫ କରିଥିଲା।
ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….
ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...
ଅତ୍ୟାଚାର, ଶୋଷଣ ବିରୋଧରେ ସ୍ବର ଉତ୍ତୋଳନ ଲୋଡ଼ା
ଭଞ୍ଜନଗର,୩୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାରରେ ଚକରା ବିଷୋୟୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ‘ଚକରା ବିଷୋୟୀଙ୍କ ଐତିହାସିକ...
ବାଇକ୍କୁ ଧକ୍କାଦେଲା ବାଇକ୍, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ
ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...
ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ
ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର ଗଣିଆନାଳ ଛକ...
କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର
ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...
ହାତୀଙ୍କ ସୁରକ୍ଷା ଆମର ଦାୟିତ୍ୱ: ଜାଗ୍ରତ କଲା ବନ ବିଭାଗ
ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନ ବିଭାଗ ରେଞ୍ଜ କାର୍ଯ୍ୟାଳୟ ପରିସରରେ ବନ ବିଭାଗ ପକ୍ଷରୁ ଗଜ ସାଥି ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ...
ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା
ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...
ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ; ଦାରିଙ୍ଗିବାଡି ଭଲିବଲ ଟିମ୍ ବିଜୟୀ
ଦିଗପହଣ୍ଡି, ୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ର ତୃତୀୟ ଦିବସ ମଙ୍ଗଳବାର...
Archives


