କେଉଁଦିନ ପାଳନ କରାଯାଏ ଛୋଟ ଦୀପାବଳି

ଦୀପାବଳି ପାଳନର ମହତ୍ୱ ଯେପରି ରହିଛି ଠିକ୍‌ ସେହିପରି ଏହା ପୂର୍ବଦିନର ପର୍ବ ଗୁଡିକର ମହତ୍ୱ ମଧ୍ୟ ରହିଛି। ଯେମିତି ଧନତେରାସ୍‌ ସେମିତି ଛୋଟ ଦୀପାବଳି। ଏହାକୁ ନରକ ଚତୁର୍ଦ୍ଦଶି ଭାବରେ ମଧ୍ୟ ପାଳନ କରାଯାଇଥାଏ। ଏହି ଦିନ ଅର୍ଥାତ୍‌ କାର୍ତ୍ତିକ କୃଷ୍ଣ ଚତୁର୍ଦ୍ଦଶିରେ ମୃତ୍ୟୁ ଦେବତା ଯମରାଜଙ୍କ ପୂଜା କରିବାର ବିଧି ରହିଛି। ଏହାକୁ କେହି କେହି ଛୋଟ ଦୀପାବଳି ମଧ୍ୟ କହିଥାଆନ୍ତି। ଏହିଦିନ ସନ୍ଧ୍ୟା ପରେ ଘର ଚାରିପଟେ ଦୀପ ଜାଳିବାର ବିଧି ରହିଛି। ଏହି ଛୋଟ ଦୀପାବଳି ବା ନରକ ଚତୁର୍ଦ୍ଦଶି ଅକାଳ ମୃତ୍ୟୁରୁ ସୁରକ୍ଷା ଦେବା ଓ ଶରୀରକୁ ସୁସ୍ଥ ରଖିବାକୁ ପାଳନ କରାଯାଇଥାଏ। ପୌରାଣିକ ମତ ଅନୁସାରେ ଭଗବାନ କୃଷ୍ଣ କାର୍ତ୍ତିକ ମାସ କୃଷ୍ଣପକ୍ଷର ଚତୁର୍ଦ୍ଦଶି ତିଥିରେ ନରକାସୁରକୁ ବଧ କରି ଦେବତା ଓ ଋଷିଙ୍କୁ ତା’ର ଆତଙ୍କରୁ ମୁକ୍ତି ଦେଇଥିଲେ। ତେଣୁ ଏହିଦିନ କୃଷ୍ଣଙ୍କୁ ପୂଜା କରିବାର ବିଧି ମଧ୍ୟ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିଡ଼ିଓ ଭାଇରାଲ, ହଠାତ ଚମକିଲେ ଐଶ୍ୱର୍ଯ୍ୟା, ଆରାଧ୍ୟାଙ୍କୁ ମିସ୍‌ କଲେ ପ୍ରଶଂସକ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଦୀର୍ଘ ଦିନ ଧରି ବଡ଼ ପରଦାରୁ ଦୂରେଇ ରହିଥିଲେ ମଧ୍ୟ ସେ ସର୍ବଦା ଚର୍ଚ୍ଚାରେ ରୁହନ୍ତି। ନିକଟରେ ଶନିବାର…

ପଡ଼ିଆରେ କ୍ରିକେଟ୍‌ ଖେଳୁଥିଲେ ଏଆର୍‌ଆଇ, ହଠାତ୍‌ ଛାତିରେ ହେଲା ଯନ୍ତ୍ରଣା, ଆଉ ତା’ ପରେ…

ଗୁଣପୁର,୨୭ା୯(ସଙ୍କେତ ପାତ୍ର): ରାୟଗଡ଼ାରେ କ୍ରିକେଟ ଖେଳୁଥିବା ସମୟରେ ହଠାତ୍‌ ଛାତି ଯନ୍ତ୍ରଣା ହେବା ପରେ ଅଚେତ ହୋଇପଡ଼ି ଗୁଣପୁରରେ କାର୍ଯ୍ୟରତ ଏଆର୍‌ଆଇ ପି. ରାଜେଶଙ୍କ ଅକାଳ ବିୟୋଗ…

Amazon-Flipkart- JioMartକୁ ବଡ଼ ଝଟକା, ଗଣିବେ ଏତେ ଲକ୍ଷ ଲକ୍ଷ ଟଙ୍କାର ଜରିମାନା!

ନୂଆଦିଲ୍ଲୀ,୨୭।୯: ଅନଲାଇନ ଗ୍ରାହକଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ରହିଛି। କେନ୍ଦ୍ରୀୟ ଉପଭୋକ୍ତା ସୁରକ୍ଷା ପ୍ରାଧିକରଣ (CCPA) ଆମାଜନ (Amazon), ଫ୍ଲିପକାର୍ଟ (Flipkart) ଏବଂ ଜିଓମାର୍ଟ (JioMart)…

ଧରିତ୍ରୀ ପ୍ରଭାବ: ୪ ଦିନ ପରେ ଖୋଲିଲା ଗାଜଲବାଡ଼ି ଘାଟି ରାସ୍ତା, ତଥାପି ଜାରି ରହିଛି ଭାରୀଯାନ ଚଳାଚଳ କଟକଣା

ଦାରିଙ୍ଗବାଡ଼ି,୨୭ା୯(ଅରୁଣ ସାହୁ): କନ୍ଧମାଳ ଓ ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା ଗାଜଲବାଡ଼ି ଘାଟି ରାସ୍ତାରୁ ୪ ଦିନ ପରେ ସିଲ୍‌କୁ ହଟାଇଛି ଗଞ୍ଜାମ ଜିଲା ପ୍ରଶାସନ। ଫଳରେ…

ଲିଟର ପିଛା ମାତ୍ର ୨୫ ଟଙ୍କାରେ ଚାଲିବ କାର୍‌; ବଡ଼ ଘୋଷଣା କଲେ ନୀତିନ ଗଡ଼କରୀ, ଅକ୍ଟୋବରରୁ…

ନୂଆଦିଲ୍‌ଲୀ,୨୭।୯: କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଇଥାନଲକୁ ନେଇ ଏକ ନୂଆ ସ୍ୱପ୍ନ ଦେଖାଇଛନ୍ତି। ତାଙ୍କ କହିବା କଥା ହେଉଛି, ଅକ୍ଟୋବର ମାସରୁ ହିଁ…

ହର୍ମୁଜକୁ ନେଇ ବଡ଼ ଦାବି କଲେ ଟ୍ରମ୍ପ, କହିଲେ ‘କାଙ୍ଗାଳ ହୋଇଗଲାଣି ଇରାନ’

ଓ୍ବାଶିଂଟନ,୨୭।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ୱାଶିଂଟନ ଡି.ସି. ଠାରେ ହର୍ମୁଜ ପ୍ରଣାଳୀ (Strait of Hormuz) ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ଟ୍ରମ୍ପ ଦାବି…

ବନ୍ୟା ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଓଡ୍ରାଫ ଯବାନଙ୍କୁ କାମୁଡ଼ିଲା ସାପ

ବାରିପଦା, ୨୭।୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ବନ୍ୟା ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଜଣେ ଓଡ୍ରାଫ ଯବାନଙ୍କୁ ସାପ କାମୁଡ଼ିଥିବା ଜଣାପଡ଼ିଛି। ବେତନଟୀ ବ୍ଲକ ଅନ୍ତର୍ଗତ…

ପାଣିପାଗ ବିଭାଗର ବଡ଼ ଚେତାବନୀ: ବଙ୍ଗୋପସାଗରରେ ନୂଆ ଲଘୁଚାପ ବଳୟ! ଏସବୁ ଜିଲାରେ…

ଭୁବନେଶ୍ୱର, ୨୭ା୯: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । କେନ୍ଦ୍ରୀୟ ଥାଇଲାଣ୍ଡ ଉପରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ ମିଆଁମାର ଉପକୂଳ ଉପରେ ଆଜି ଏକ ଲଘୁଚାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?