କେଉଁମାନଙ୍କୁ ହୋଇଥାଏ ବ୍ରେନ୍‌ ଷ୍ଟ୍ରୋକ୍‌ ଜାଣନ୍ତୁ

ମସ୍ତିଷ୍କରେ ହେଉଥିବା ଷ୍ଟ୍ରୋକ୍‌କୁ ବ୍ରେନ୍‌ ଷ୍ଟ୍ରୋକ୍‌ କୁହାଯାଏ। ଏଭଳି ପରିସ୍ଥିତିରେ ମସ୍ତିଷ୍କକୁ ରକ୍ତ ପହଞ୍ଚିବାରେ ସମସ୍ୟା ଦେଖା ଦେଇଥାଏ। ଯଦ୍ଦ୍ବାରା ମସ୍ତିଷ୍କର କୋଷିକା ନଷ୍ଟ ହୋଇ ଯାଇଥାଏ। ଷ୍ଟ୍ରୋକ୍‌ ସମୟରେ ଶରୀରର କୌଣସି ଅଙ୍ଗ କାମ କରି ନ ଥାଏ। ସ୍ବାସ୍ଥ୍ୟ ବିଶେଷଜ୍ଞ କୁହନ୍ତି, ବ୍ରେନ୍‌ ଷ୍ଟ୍ରୋକ୍‌ ହେବାର ସାଢ଼େ ୪ ଘଣ୍ଟା ଭିତରେ ଚିକିତ୍ସା କରାଗଲେ ଆରୋଗ୍ୟ ହେବାର ସମ୍ଭାବନା ଥାଏ। ନଚେତ୍‌ ରୋଗୀର ଜୀବନ ଚାଲିଯାଇଥାଏ।
କେଉଁମାନଙ୍କୁ ହୋଇଥାଏ:
ମଧୁମେହ, କୋଲେଷ୍ଟରଲ୍‌, ଉଚ୍ଚ ରକ୍ତଚାପ ଏବଂ ମେଦବହୁଳତା ରୋଗୀଙ୍କୁ ଷ୍ଟ୍ରୋକ୍‌ ହେବାର ଅଧିକ ସମ୍ଭାବନା ରହଥାଏ। ଯଦି ଏହି ରୋଗୀ ଚିନି, ଲୁଣ ଏବଂ ତେଲଯୁକ୍ତ ଖାଦ୍ୟ ଅଧିକ ଖାଇଥା’ନ୍ତି ତେବେ ଏମାନଙ୍କୁ ଷ୍ଟ୍ରୋକ୍‌ ହେବାର ଆଶଙ୍କା ଅଧିକ ଥାଏ। ବିଶେଷକରି ପୁରୁଷମାନଙ୍କୁ ଅଧିକ ଷ୍ଟ୍ରୋକ୍‌ ହୋଇଥାଏ।

ପ୍ରତିକାର:
ନିୟମିତ ଭାବରେ ପ୍ରଚୁର ପାଣି ପିଇବା ଉଚିତ୍‌ ବୋଲି ଡାକ୍ତର ପରାମର୍ଶ ଦିଅନ୍ତି। ଲୁଣ ଓ ଚର୍ବି ଜାତୀୟ ଖାଦ୍ୟ କମ୍‌ ମାତ୍ରାରେ ଖାଆନ୍ତୁ। ଭିଟାମିନ ‘ଏ’ ‘ଇ’ ଓ ‘ସି’ ଯୁକ୍ତ ଖାଦ୍ୟ ଖାଆନ୍ତୁ। ସବୁଜ ପନିପରିବା ଖାଆନ୍ତୁ ଏବଂ ନିୟମିତ ବ୍ୟବଧାନରେ ରକ୍ତଚାପର ପରୀକ୍ଷା କରାଇ ନିଅନ୍ତୁ। କାରଣ ଷ୍ଟ୍ରୋକ୍‌ର ମୁଖ୍ୟ କାରଣ ହେଉଛି ରକ୍ତଚାପ। ମାଦକ ଦ୍ରବ୍ୟଠାରୁ ମଧ୍ୟ ଦୂରେଇ ରହିବାକୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିଡ଼ ନିୟନ୍ତ୍ରଣ ପାଇଁ ବିଭିନ୍ନ ଟ୍ରେନ୍‌ରେ ଅସ୍ଥାୟୀ ଭାବେ କୋଚ୍‌ ସଂଖ୍ୟା ବୃଦ୍ଧି

ଭୁବନେଶ୍ୱର, ୩୦।୫ (ବନ୍ଦନା ସେଠୀ): ଯାତ୍ରୀମାନଙ୍କୁ ଆରାମଦାୟକ ଭ୍ରମଣ ସୁବିଧା ଯୋଗାଇଦେବା ଏବଂ ବଢୁଥିବା ଯାତ୍ରୀ ଭିଡ଼କୁ ନିୟନ୍ତ୍ରଣ କରିବା ପାଇଁ ଭାରତୀୟ ରେଳପଥ ପକ୍ଷରୁ କେତେକ…

ପ୍ରଧାନମନ୍ତ୍ରୀ ଏନ୍‌ଇଇଟି ପୁନଃ ପରୀକ୍ଷା ତଦାରଖ କରୁଛନ୍ତି

ନୂଆଦିଲ୍ଲୀ,୩୦ା୫: ଡାକ୍ତରୀ ଶିକ୍ଷା ଲାଗି ପ୍ରବେଶିକା ପରୀକ୍ଷା ଏନ୍‌ଇଇଟି-ୟୁଜିରେ ପ୍ରଶ୍ନପତ୍ର ଲିକ୍‌ ଘଟଣାରେ ସୁପ୍ରିମକୋର୍ଟ ଉତ୍ତରଦାୟିତ୍ୱ ଉପରେ ଗୁରୁତ୍ୱ ଦେଇଛନ୍ତି। ବାସ୍ତବ ଉତ୍ତରଦାୟିତ୍ୱ ନିର୍ଦ୍ଧାରଣ ନ ହେବା…

ରାଜସ୍ଥାନକୁ ହରାଇ ଫାଇନାଲ୍‌ରେ ଗୁଜରାଟ, ମେ’ ୩୧ରେ RCB ସହ ମହାମୁକାବିଲା

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ରେ ଗୁଜରାଟ ଟାଇଟନ୍ସ (GT) ଚମତ୍କାର ପ୍ରଦର୍ଶନ କରି ରାଜସ୍ଥାନ ରୟାଲ୍ସ (RR) କୁ ୮ ୱିକେଟ୍‌ରେ ପରାସ୍ତ କରିଛି। ଏହି…

ଗର୍ଭବତୀ ଓ ଶିଶୁଙ୍କ ସ୍ୱାସ୍ଥ୍ୟ ସହ ଖେଳ! ଛତୁଆରେ ପୋକ ସାଲୁବାଲୁ, ବରଗଡ଼ ଜିଲାପାଳଙ୍କୁ ଫେରାଦ ହେଲେ…

ବରଗଡ଼,୨୯।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ପୌରାଞ୍ଚଳରେ ନିମ୍ନମାନର ଛତୁଆ ବଣ୍ଟନ କରାଯାଉଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ନେଇ ଶୁକ୍ରବାର ପୌରାଞ୍ଚଳ ଅଧିନ ବିଭିନ୍ନ ୱାର୍ଡ଼ର ମହିଳାମାନେ ବରଗଡ଼…

ବଡବନ୍ଧ ପୁନଃରୁଦ୍ଧାର କାର୍ଯ୍ୟକୁ ନେଇ ରାଜନୈତିକ ଛକାପଞ୍ଝା: ନିର୍ବାହୀ ଅଧିକାରୀଙ୍କୁ …

ଦିଗପହଣ୍ଡି,୨୯|୫(ଅଶେଷ ନାଥ ମିଶ୍ର) :ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଐତିହ୍ୟ ସମ୍ପନ୍ନ ବଡବନ୍ଧ ପୋଖରୀ ପୁନଃରୁଦ୍ଧାର କାର୍ଯ୍ୟନେଇ ରାଜନୈତିକ ଛକାପଞ୍ଝା ଆରମ୍ଭ ହୋଇଯାଇଛି। ପୋଖରୀରୁ  ପଙ୍କ ଉଦ୍ଧାର…

ଚଳନ୍ତା କୋଇଲା ଟ୍ରେନରେ ନିଆଁ

କେସିଙ୍ଗା, ୨୯।୫ (ତୁମେଶ୍ୱର ସାହୁ): କୋଇଲା ବୋଝେଇ ଏକ ମାଲଗାଡ଼ି ଟ୍ରେନରେ ନିଆଁ ଲାଗିଥିବା ଦେଖିବାକୁ ମିଳିଛି। ଟ୍ରେନଟି ବିଶାଖାପଟ୍ଟଣମରୁ କେସିଙ୍ଗା ହୋଇ ଭିଳାଇ ଅଭିମୁଖେ ଯାଉଥିବା…

ସଫଳତା ଦିଗରେ ଗଞ୍ଜାମରେ ଲକ୍ଷ୍ୟ ନିକେତନ: ଓପିଏସସିରେ କୃତିତ୍ୱ ଅର୍ଜନ କରିଥିବା ଭଞ୍ଜନଗର ଉପଖଣ୍ଡର ୪ଙ୍କୁ ସମ୍ବର୍ଦ୍ଧନା

ଭଞ୍ଜନଗର, ୨୯/୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲାପାଳ ଭି. କୀର୍ତ୍ତି ଭାସନଙ୍କ ପ୍ରୟାସରେ ଜିଲ୍ଲାର ଯୁବତୀ-ଯୁବକମାନଙ୍କୁ ୟୁପିଏସସି ଓ ଓପିଏସସି ପରୀକ୍ଷା ପାଇଁ ପ୍ରସ୍ତୁତ କରିବା ଲକ୍ଷ୍ୟରେ…

ପଡ଼ିଆରେ ହେଡ୍ସ-ଟେଲ୍ସକୁ ନେଇ ହଙ୍ଗାମା! କ୍ୱାଲିଫାୟର୍-୨ ରେ ଦୁଇଥର ପଡ଼ିଲା ଟସ୍,ନିଷ୍ପତ୍ତି ବଦଳାଇଦେଲା…

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍‌ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ (Qualifier-୨) ମ୍ୟାଚ୍‌ରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁଜରାଟ ଟାଇଟନ୍ସ (GT) ଏବଂ ରାଜସ୍ଥାନ ରୟାଲ୍ସ (RR) ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri