କେଏଲ୍‌ୟୁକୁ ଡାଇମଣ୍ଡ ରେଟିଂ

ହାଇଦ୍ରାବାଦ,୧୪|୨ – କୋନେରୁ ଲକ୍ଷ୍ମୌୟା ଡିମଡ ୟୁନିଭର୍ସିଟି (କେଏଲ୍‌ୟୁ) ଡାଇମଣ୍ଡ ରେଟିଂ ଲାଭ କରିଛି। ବିଶ୍ୱ ପ୍ରସିଦ୍ଧ କ୍ୟୁଏସ୍‌-୧ ଗଜ୍‌ ଅର୍ଗାନାଇଜେଶନ ପକ୍ଷରୁ ଏହି ପୁରସ୍କାର ମିଳିଥିବା ୟୁନିଭର୍ସିଟିର ଉପସଭାପତି ରାଜା ହାରିନ କହିଛନ୍ତି। ଅନୁଷ୍ଠାନ ପକ୍ଷରୁ ସବୁ କ୍ଷେତ୍ରରେ ସର୍ବୋତ୍ତମ ସେବା ଯୋଗାଣକୁ ଆଧାର କରି ଏହି ସମ୍ମାନ ପ୍ରଦାନ କରାଯାଇଥିବା ସେ ମତ ଦେଇଛନ୍ତି। ଏହା ମଧ୍ୟରେ ଶିକ୍ଷାର ମାନ, ଟିଚିଂ ଫାକଲ୍ଟି, ଗବେଷଣା, ଉନ୍ନତି, ଦକ୍ଷତା ଏବଂ ସାମାଜିକ ଦାୟିତ୍ୱବୋଧ ଭଳି ପ୍ରସଙ୍ଗ ସାମିଲ ରହିଛି। ଛାତ୍ରୀଛାତ୍ରଙ୍କୁ ଉଚ୍ଚ ଶିକ୍ଷା କ୍ଷେତ୍ରରେ ଅଧିକ ସୁବିଧା ସୁଯୋଗ ଯୋଗାଣ ଲକ୍ଷ୍ୟରେ ଏହା ବିଶ୍ୱର ପ୍ରମୁଖ ବିଶ୍ୱବିଦ୍ୟାଳୟ ସହ ଚୁକ୍ତିରେ ସାମିଲ ହୋଇଛି। ଦେଶର ୧୩ ବିଶ୍ୱବିଦ୍ୟାଳୟକୁ ଏହି ରେଟିଂ ମିଳିଛି। ଏହା ମଧ୍ୟରେ କେଏଲ୍‌ୟୁ ସାମିଲ ରହିଥିବା ହାରିନ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖୁସି ଖବର, ପେଟ୍ରୋଲ-ଡିଜେଲ ଉପରେ ଟିକସ ହ୍ରାସ କଲେ ସରକାର: ସାଧାରଣ ଲୋକଙ୍କ ଉପରେ କ’ଣ ପଡ଼ିବ ପ୍ରଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୩୧।୫: କେନ୍ଦ୍ର ସରକାର ପେଟ୍ରୋଲ, ଡିଜେଲ ଏବଂ ATF ରପ୍ତାନି ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ଶନିବାର, ୩୦ ମଇରେ ଜାରି ଏକ ବିବୃତ୍ତି ଅନୁଯାୟୀ,…

୨୫ ଦିନ ପୂର୍ବରୁ ସରିଯାଉଛି କି LPG ସିଲିଣ୍ଡର? ବ୍ୟସ୍ତ ନ ହୋଇ ଆପଣାନ୍ତୁ ଏହି ୩ ଉପାୟ, ବୁକିଂ ନିୟମ…

ନୂଆଦିଲ୍ଲୀ,୨୯।୫: ଘରୋଇ ଏଲ୍‌ପିଜି (LPG) ସିଲିଣ୍ଡର ବ୍ୟବହାର କରୁଥିବା ଗ୍ରାହକଙ୍କ ପାଇଁ ଏକ ଜରୁରୀ ଖବର। ସାଧାରଣତଃ ଏକ ୧୪.୨ କିଲୋଗ୍ରାମର ଗ୍ୟାସ ସିଲିଣ୍ଡର ଏକ ମଧ୍ୟବିତ୍ତ ପରିବାରରେ…

ବନ୍ଦ ହୋଇଯିବ କାଗଜ ଟଙ୍କା! ଜାରି ହେବ ୫୦, ୧୦୦, ୫୦୦ ଟଙ୍କାର ନୂଆ ପ୍ଲାଷ୍ଟିକ ନୋଟ! ଜାଣନ୍ତୁ କଣ ରହିଛି RBIର ବଡ଼ ପ୍ଲାନ୍‌

ମୁମ୍ବାଇ,୨୯।୫: ଦେଶରେ କ୍ୟାଶ (ନଗଦ ଟଙ୍କା)ର ଚାହିଦା କ୍ରମାଗତ ଭାବେ ବଢ଼ିବାରେ ଲାଗିଛି । ୟୁପିଆଇ (UPI) ପେମେଣ୍ଟ ଏବଂ ଅନଲାଇନ ଟ୍ରାଞ୍ଜାକସନ ପାଇଁ ମଧ୍ୟ କ୍ୟାଶର…

ଗ୍ୟାସ ଠାରୁ ବ୍ୟାଙ୍କିଙ୍ଗ ପର୍ଯ୍ୟନ୍ତ ବଦଳିବ ୭ ନିୟମ, ଆପଣଙ୍କ ଉପରେ ପଡିପାରେ ଅଧିକ ବୋଝ

ନୂଆଦିଲ୍ଲୀ,୨୯।୫: ମେ ମାସ ଶେଷ ହେବାକୁ ଯାଉଛି, ଏବଂ ଜୁନ 1, 2026 ଠାରୁ ସାରା ଦେଶରେ ଅନେକ ବଡ଼ ଆର୍ଥିକ ପରିବର୍ତ୍ତନ ଆସିବାକୁ ଯାଉଛି। ଏହି…

ATM ଟଙ୍କା ଉଠାଇବା ଫେଲ୍‌ ହେଲେ ଦୈନିକ ୧୦୦ ଟଙ୍କା କ୍ଷତିପୂରଣ: RBI ବଦଳାଇଲା ୫ଟି ବଡ଼ ନିୟମ

ମୁମ୍ବାଇ,୨୮।୫: ଯଦି ଆପଣ ବ୍ୟାଙ୍କ ଋଣର ଇଏମଆଇ (EMI) ପରିଶୋଧ କରୁଛନ୍ତି, ଏଟିଏମ (ATM) ବ୍ୟବହାର କରୁଛନ୍ତି କିମ୍ବା ମୋବାଇଲ ବ୍ୟାଙ୍କିଙ୍ଗ ଜରିଆରେ ଅନଲାଇନ କାରବାର କରୁଛନ୍ତି,…

ଜୁନ୍ ୧ରୁ ବଦଳୁଛି Indane, Bharat ଏବଂ HP ଗ୍ୟାସର ୬ଟି ନିୟମ; ସିଧାସଳଖ ଆପଣଙ୍କ ପକେଟ୍ ଉପରେ ପଡ଼ିବ ପ୍ରଭାବ!

ନୂଆଦିଲ୍ଲୀ,୨୮।୫: ଯଦି ଆପଣଙ୍କ ପରିବାର Indane, Bharat ଗ୍ୟାସ, କିମ୍ୱା HP ଗ୍ୟାସର ଏକ LPG ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଆଗାମୀ ମାସଟି ଆପଣଙ୍କ ପାଇଁ…

ହଠାତ୍ କାହିଁକି ବନ୍ଦ ହେଲା LPG ସବସିଡି? ଜାଣନ୍ତୁ ଏହା ପଛର ପ୍ରକୃତ କାରଣ

ନୂଆଦିଲ୍ଲୀ,୨୮।୫: ଭାରତରେ ମଧ୍ୟବିତ୍ତ ଓ ନିମ୍ନ ମଧ୍ୟବିତ୍ତ ଶ୍ରେଣୀର କୋଟି କୋଟି ପରିବାର ପାଇଁ ଏଲପିଜି ସିଲିଣ୍ଡର (LPG Cylinder) ଉପରେ ମିଳୁଥିବା ସବସିଡି ଏକ ବଡ଼…

ବିନା ପେଟ୍ରୋଲ୍‌ରେ ଚାଲିବ ବାଇକ୍‌! Hero ଆଣୁଛି ଦେଶର ପ୍ରଥମ ଇଥାନଲ୍ ଚାଳିତ ଫ୍ଲେକ୍ସ-ଫ୍ୟୁଏଲ୍ ବାଇକ୍‌; ଜାଣନ୍ତୁ…

ନୂଆଦିଲ୍ଲୀ,୨୮।୫: ଭାରତରେ ପରିବେଶ ଅନୁକୂଳ ତଥା ବିକଳ୍ପ ଜାଳେଣିର ବ୍ୟବହାରକୁ ପ୍ରୋତ୍ସାହନ ଦେବା ଦିଗରେ ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛି ଦେଶର ସବୁଠାରୁ ବଡ଼ ଦୁଇଚକିଆ ଯାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri