Posted inଜାତୀୟ

କେଜରିଓ୍ବାଲଙ୍କୁୁ ଶୁଭକାମନା ଜଣାଇଲେ ଅଖିଳେଶ: କହିଲେ ଲୋକଙ୍କ ପାଇଁ କରାଯାଇଥିବା କାମ ଦେବ ଉତ୍ତର

ନୂଆଦିଲ୍ଲୀ,୮।୨: ଦିଲ୍ଲୀ ବିଧାନସଭା ପାଇଁ ଭୋଟିଂ ଜାରି ରହିଥିବାବେଳେ ଶନିବାର ଉତ୍ତରପ୍ରଦେଶ ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ଅରବିନ୍ଦ କେଜରିଓ୍ବାଲଙ୍କୁ ଟୁଇଟ୍‌ କରି ଶୁଭକାମନା ଜଣାଇଛନ୍ତି। ସେ ଟୁଇଟ୍‌ କରି କହିଛନ୍ତି ଦିଲ୍ଲୀରେ ହୋଇଥିବା କଲ୍ୟାଣ ଏବଂ ବିକାଶ କାର୍ଯ୍ୟ ବେଶ୍‌ ସଫଳ ରହିଛି। ଲୋକଙ୍କ ପାଇଁ କରାଯାଇଥିବା କାର୍ଯ୍ୟ ଉତ୍ତର ଦେବ ବୋଲି ଅଖିଳେଶ କହିଛନ୍ତି। କେଜରିଓ୍ବାଲ ଦିଲ୍ଲୀରେ ନିରନ୍ତର ଏଭଳି ଲୋକାଭିମୁଖୀ କାର୍ଯ୍ୟ ଜାରି ରଖିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ପୁଅକୁ ତାରିକ ରହମାନଙ୍କ ପାଖକୁ ପଠାଇ ଦେଲେ ଏହି ଦେଶର ରାଷ୍ଟ୍ରପତି, କାହିଁକି ବଢିଲା ଭାରତର ଟେନସନ? ଜାଣନ୍ତୁ…

ଢାକା,୧୯।୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର ଅଧ୍ୟକ୍ଷ ତାରିକ ରହମାନ ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବାର କିଛି ସମୟ ପରେ ତୁର୍କୀ ରାଷ୍ଟ୍ରପତି ରେସେପ ତାୟିପ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ସାମ୍ନାରେ AI ମହାରଥିଙ୍କ ମଧ୍ୟରେ କୋଲ୍ଡ ଓ୍ବାର…, କମ୍ପିଟିଟର୍ସ ପରସ୍ପରକୁ ଦେଖି…

ନୂଆଦିଲ୍ଲୀ,୧୯।୨: ଗୁରୁବାର (୧୯ ଫେବୃଆରୀ, ୨୦୨୬) ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬ରେ ଏକ ଘଟଣା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଯେତେବେଳେ ଭାରତ ଏବଂ ବିଦେଶର…

ଆଦିବାସୀଙ୍କୁ ରୋଜଗାରର ଲୋଭ ଦେଖାଇ ଅଫିମ ଗଛକୁ ଚାଇନା ଶାଗ କହିଥିଲେ ମାଫିଆ, ଏବେ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ…

କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ବରଦାପାଳ ପଞ୍ଚାୟତ ତଳକମ୍ପଡିହୀ ଗାଁର ଜହ୍ଲା ସାହିରେ ବ୍ୟାପକ ପରିମାଣର ଅଫିମ ଚାଷକୁ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତରେ ପୋଲିସ, ବନ…

ରାଜନୀତିରେ ଏଣ୍ଟ୍ରି କରିବେ ରୀନା ପାସଓ୍ବାନ? ପ୍ରସ୍ତୁତ ହେଲେଣି ଚିରାଗ, ଭାଜପାର ମୋହରକୁ ଅପେକ୍ଷା!

ନୂଆଦିଲ୍ଲୀ,୧୯।୨: ବିହାରର ପାଞ୍ଚଟି ରାଜ୍ୟ ସଭା ଆସନ ଖାଲି ହେବାକୁ ଯାଉଛି। ୨୦୨୬ ମାର୍ଚ୍ଚ ୧୬ରେ ଭୋଟ ହେବ। ବିଜ୍ଞପ୍ତି ପ୍ରକାଶ ପାଇବା ସହିତ ବିହାରରେ ରାଜନୈତିକ…

ନୂଆ ଜିଲା ଗଠନ ପାଇଁ ସରକାର ପ୍ରସ୍ତୁତ: ବିଧାନସଭାରେ ରାଜସ୍ୱ ମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୧୯ା୨: ଓଡ଼ିଶାରେ ନୂତନ ଜିଲା ଗଠନ ନେଇ ଚାଲିଥିବା ଦୀର୍ଘ ଦିନର ଅପେକ୍ଷା ଶେଷ ହେବାକୁ ଯାଉଛି। ୨୦୨୬-୨୭ ଆର୍ଥିକ ବର୍ଷରେ ରାଜ୍ୟରେ ନୂଆ ଜିଲା ଗଠନ…

ରାହୁଲ ଗାନ୍ଧୀଙ୍କ ସମେତ ୨୫ କଂଗ୍ରେସ ଏମ୍‌ପିଙ୍କୁ ଗୁଳି କରିବାକୁ ଧମକ

ନୂଆଦିଲ୍ଲୀ,୧୯।୨: ରାଜସ୍ଥାନ ପୋଲିସ କୋଟାର ଜଣେ ବ୍ୟକ୍ତିଙ୍କୁ ଅଟକ ରଖିଛି ଯିଏ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ ୨୫ ଜଣ କଂଗ୍ରେସ ଏମପିଙ୍କୁ ଗୁଳି କରିବାକୁ…

୦,୦,୦…ରେ ଆଉଟ ହୋଇଥିବା ଅଭିଷେକ ଶର୍ମାଙ୍କୁ ମିଳିଲା ଗୁରୁ ମନ୍ତ୍ର, ଗାଭାସ୍କର କହିଲେ…

ନୂଆଦିଲ୍ଲୀ,୧୯।୨: ଅଭିଷେକ ଶର୍ମା ୨୦୨୬ ଟି୨୦ ବିଶ୍ୱକପରେ ତିନୋଟି ଇନିଂସ ଖେଳିଛନ୍ତି, କିନ୍ତୁ ସେ ତାଙ୍କର ଖାତା ଖୋଲି ନାହାଁନ୍ତି। ସେ ତିନୋଟି ମ୍ୟାଚରେ ଶୂନ୍ୟରେ ଆଉଟ…

ଓଡ଼ିଶା ବିଧାନସଭା ଅଧିବେଶନ, ସୁନା ଖଣି ଚର୍ଚ୍ଚା

ଭୁବନେଶ୍ୱର,୧୯।୨: ଓଡ଼ିଶା ବିଧାନସଭାର ଚଳିତ ବଜେଟ୍ ଅଧିବେଶନରେ ପୁଣିଥରେ ରାଜ୍ୟର ସୁନା ଖଣି ପ୍ରସଙ୍ଗ ଚର୍ଚ୍ଚାର ବିଷୟ ପାଲଟିଛି। ଗୁରୁବାର ଗୃହରେ ବଡମ୍ବା ବିଧାୟକ ବିଜୟ କୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri