କେନାଲରେ ଫସିଲା ଦନ୍ତା

ପରଜଙ୍ଗ, ୩୧।୮(ଡି.ଏନ.ଏ.) – ଢେଙ୍କାନାଳ ବନଖଣ୍ଡ କାମାକ୍ଷାନଗର ପଶ୍ଚିମାଞ୍ଚଳ ରେଞ୍ଜ ମୁକ୍ତାପଶି ଫରେଷ୍ଟେ ସେକ୍ସନ ଅଧୀନ ଦେଇ ଯାଇଥିବା ରେଙ୍ଗାଳି ମୁଖ୍ୟ ବାମ କେନାଲରେ ଶୁକ୍ରବାର ଏକ ଦନ୍ତା ହାତୀ ଫସିଯାଇଥିଲା। କେନାଲ ନିକଟବର୍ତ୍ତୀ ସିଆରିମାଳିଆ ସଂରକ୍ଷିତ ଜଙ୍ଗଲରୁ ଉକ୍ତ ଦନ୍ତା ଆସୁଥିବାବେଳେ ହଠାତ୍‌ କେନାଲ ଭିତରକୁ ପଶିଯାଇଥିଲା। ହେଲେ ଅଧିକ ପାଣି ଥିବାରୁ ଉପରକୁ ଉଠି ପାରି ନ ଥିଲା। ବନ କର୍ମଚାରୀ ପାଟି କରି ଘଉଡ଼ାଇବା ପରେ ଦନ୍ତା ପହଁରି ପହଁରି କେନାଲରେ ଗାଧୋଇବା ଉଦ୍ଦେଶ୍ୟରେ ନିର୍ମିତ ପାହାଚ ଦେଇ ଉପରକୁ ବାହାରିଥିଲା। ଏହାପରେ ସେ ଅନନ୍ତପୁର ସଂରକ୍ଷିତ ଜଙ୍ଗଲକୁ ପଳାଇଯାଇଛି। ମୁକ୍ତାପଶି ଫରେଷ୍ଟର ଚନ୍ଦ୍ରଶେଖର ବେହେରା, ଗାର୍ଡ ନିରଞ୍ଜନ ନାୟକ ସଦଳବଳ ହାତୀ ଉପରେ ନଜର ରଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉନ୍ନୟନ କାର୍ଯ୍ୟର ସମୀକ୍ଷା କଲେ ବ୍ଲକ ମୁଖ୍ୟ ଉନ୍ନୟନ ଅଧିକାରୀ

ଲାଞ୍ଜିଗଡ଼,୧୧ା୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ପରିଦର୍ଶନ କରି ପ୍ରଧାନମନ୍ତ୍ରୀ-ଜନମନ ଗୃହ ପ୍ରକଳ୍ପର ଅଗ୍ରଗତି ଓ ଅନ୍ୟାନ୍ୟ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିଥିଲେ ମୁଖ୍ୟ…

ବର୍ଜ୍ୟବସ୍ତୁ ପରିଚାଳନା ଠପ୍‌, ସହର ପାଲଟିବ ଡମ୍ପିଂୟାର୍ଡ: ପୌରାଧ୍ୟକ୍ଷା-ନିର୍ବାହୀ ଅଧିକାରୀଙ୍କ କଥାରେ ନାହିଁ ତାଳମେଳ

ବରଗଡ଼,୧୧।୬(ପ୍ରେମାନନ୍ଦ ଖମାରୀ):ସଫେଇ ଗାଡ଼ି ଅଛି, ସଫେଇ କର୍ମଚାରୀ ମଧ୍ୟ ଅଛନ୍ତି। କିନ୍ତୁ ସହରରୁ ନିଷ୍କାସିତ ମଇଲା, ଆବର୍ଜନା ପକାଇବା ପାଇଁ ସ୍ଥାୟୀ ଡମ୍ପିଂୟାର୍ଡ଼ କିମ୍ବା ଜାଗା ନାହିଁ।…

ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମସ୍ଥଳ ନୋ ଫ୍ଲାଇଂ ଜୋନ୍‌ ଘୋଷଣା

ବାରିପଦା,୧୧ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ):ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆସନ୍ତା ୧୯ ଓ ୨୦ରେ ମୟୂରଭଞ୍ଜ ଜିଲା ଗସ୍ତ କାର୍ଯ୍ୟକ୍ରମ ଥିବାରୁ ସୁରକ୍ଷା ଦୃଷ୍ଟିରୁ…

ଯାଉଥିଲେ ବିଧାୟକ, ହଠାତ୍‌ ଗାଡ଼ି ଉପରେ ପଡ଼ିଲା ଗଛ: ଆଉ ତା’ପରେ…

କୋରୁକୋଣ୍ଡା/ଚିତ୍ରକୋଣ୍ଡା,୧୧।୬ ( ଅଶୋକ ପରିଡ଼ା /ଶିବଦତ୍ତ ସାହୁ ): ଏକ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବିଧାୟକ ମଙ୍ଗୁ ଖିଲ। ଚିତ୍ରକୋଣ୍ଡା-ବାଲିମେଳା ମୁଖ୍ୟ…

ଭୟଙ୍କର ସଡ଼କ ଦୁର୍ଘଟଣା: ବାପା-ଝିଅଙ୍କ ଚାଲିଗଲା ଜୀବନ

ସମ୍ବଲପୁର,୧୧ା୬(ପ୍ରମୋଦ ବହିଦାର): ଧନୁପାଲି ଥାନା ଅନ୍ତର୍ଗତ ଭତରା ଶଙ୍କର ମଠ ଝଙ୍କାର ବନ୍ଧ ନିକଟରେ ବୁଧବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସିରିଜ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ବିନା ବିଦ୍ୟୁତ୍‌ରେ ଚାଲିଛି ଆୟୁଷ୍ମାନ ଆରୋଗ୍ୟ ମନ୍ଦିର, ଅସହ୍ୟ ଗରମରେ ରୋଗୀ ହନ୍ତସନ୍ତ

ଅମରପାଲି,୧୧ା୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝିରିଆପାଲି ଗ୍ରାମରେ ଥିବା ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଦୀର୍ଘଦିନ ଧରି କାର୍ଯ୍ୟକ୍ଷମ ଥିଲେ ମଧ୍ୟ ଏପର୍ଯ୍ୟନ୍ତ ବିଦ୍ୟୁତ୍‌…

ନିୟମଗିରିକୁ ପୁଣି ଫେରିଲେ ହାତୀପଲ, କଦଳୀ ବଗିଚା ନଷ୍ଟ କରିବା ସହ…

କଲ୍ୟାଣସିଂହପୁର,୧୧ା୬(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳକୁ ପୁଣି ଫେରିଛନ୍ତି ହାତୀପଲ। କଲ୍ୟାଣସିଂହପୁର ବ୍ଲକ ପାର୍ସଲି ପଞ୍ଚାୟତର ଲମ୍ବା ନ୍‌ଗାଁରେ ହାତୀ ଆତଙ୍କ ଦେଖାଦେଇଛି। ବୁଧବାର…

ସମସ୍ୟା ଘେରରେ କେସିଙ୍ଗା ରେଳ ଷ୍ଟେଶନ: ସମାଧାନ ଦାବି କଲା ଜିଲା ରେଳଯାତ୍ରୀ ସଂଘ

କେସିଙ୍ଗା,୧୧।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ରେଳ ଷ୍ଟେଶନର ବିଭିନ୍ନ ସମସ୍ୟାକୁ ନେଇ କଳାହାଣ୍ଡି ଜିଲା ରେଳ ଯାତ୍ରୀ ସଂଘ ପକ୍ଷରୁ ସମ୍ବଲପୁର ଡିଭିଜନର ଡିଆରଏମ ସୁବାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri