କେନ୍ଦୁଝର ଜିଲାରେ ପୁଣି ଜଣେ ପଜିଟିଭ୍‌ ଚିହ୍ନଟ, ରାଜ୍ୟରେ ମୋଟ ଆକ୍ରାନ୍ତ ସଂଖ୍ୟା ପହଞ୍ଚିଲା ୧୬୨

ଭୁବନେଶ୍ୱର,୩।୫(ବ୍ୟୁରୋ): ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଜଣଙ୍କ କେନ୍ଦୁଝର ଜିଲାର। ଏନେଇ ରବିବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବ୍‌ସାଇଟ୍‌ରେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୬୨ରେ ପହଞ୍ଚିଛି।

ସୂଚନାଯୋଗ୍ୟ, ପୂର୍ବରୁ ରବିବାର ୪ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଜଣେ ବାଲେଶ୍ୱର ଜଣେ, ଗଞ୍ଜାମର ୨ଜଣ ଏବଂ ଝାରସୁଗୁଡ଼ାର ଜଣେ ରହିଛନ୍ତି। ପଜିଟିଭ୍‌ ବାହାରିବା ପରେ ସେମାନଙ୍କ କଣ୍ଟ୍ରାକ୍ଟ ଟ୍ରେସିଂ ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ଉଜୁଡ଼ିଲା କପାଚାଷ: ଚାଷଜମି ଜଳମଗ୍ନ

ଅମରପାଲି,୮ା୭(ପୀତାମ୍ବର ସାହୁ):ଲଘୁଚାପଜନିତ ଲଗାଣ ବର୍ଷା ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର କପାଚାଷୀଙ୍କ ପାଇଁ ବଡ଼ ବିପର୍ଯ୍ୟୟ ଆଣିଛି। ଜୁନରେ ବର୍ଷା ନ ଥିବା ବେଳେ ଜୁଲାଇ ଆରମ୍ଭରେ…

ଭଙ୍ଗା ଦଦରା ଘରେ ବିତୁଛି ଦିନ: ଆବାସ ଯୋଜନାରୁ ବଞ୍ଚିତ ଦମ୍ପତି

ଲୋଇସିଂହା,୮।୭(ସୁଶାନ୍ତ ବାରିକ):ସମାଜର ତଳ ସ୍ତରର ଲୋକଙ୍କୁ ସରକାରୀ ଯୋଜନାରେ ପ୍ରାଥମିକତା ଦେବାକୁ ସରକାର ଗୁରୁତ୍ୱାରୋପ କରୁଛନ୍ତି। କିନ୍ତୁ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା…

କପିଳେନ୍ଦ୍ର ଦାସଙ୍କୁ ଭାରତ ରତ୍ନ ଗୌରବ ସମ୍ମାନ: ଅଞ୍ଚଳରେ ଖେଳିଗଲା ଖୁସିର ଲହରୀ

ନୂଆପଡ଼ା,୮ା୭ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଭେଳା ଗାଁର ଶିକ୍ଷାବିତ୍‌ ତଥା ଖଡିଆଳ ରାଜା ଏଟି ଉଚ୍ଚ ବିଦ୍ୟାଳୟର ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଡ. କପିଳେନ୍ଦ୍ର…

ଆଜି ଏହି ୨ ଜିଲାରେ ଝଡ଼ବର୍ଷା! ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୮ା୭(ବନ୍ଦନା ସେଠୀ): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତରଓଡ଼ିଶା -ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ଅବପାତ ଦୁର୍ବଳ…

ଛତ୍ରପୁର ରେଳ ଷ୍ଟେଶନରୁ ନାବାଳକ ଚାଲାଣ ବେଳେ ଧରିଲା ପ୍ରଶାସନ: ୪ ଉଦ୍ଧାର, ୨ ଦଲାଲ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ରେଳ ଷ୍ଟେଶନ ପରିସରରୁ ଏକ ବଡ଼ ଧରଣର ନାବାଳକ ଚାଲାଣ ଉଦ୍ୟମକୁ ପଣ୍ଡ କରିଛି ପ୍ରଶାସନ। ଜିଲା…

ଲଗାଣ ବର୍ଷାରେ ଧୋଇଗଲା ନିର୍ମାଣାଧୀନ ରିଂ ରୋଡ୍‌: କାମ ନସରୁଣୁ ରାସ୍ତାର ସ୍ଥାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନବାଚୀ

ବରଗଡ଼, ୭।୭ (ପ୍ରେମାନନ୍ଦ ଖମାରୀ): ପ୍ରଥମ ବର୍ଷାରେ ହିଁ ଖୋଲିଯାଇଛି ବିକାଶର ଅସଲ ଚେହେରା। ବରଗଡ଼ ସହର ଉପକଣ୍ଠ ଜୀରା ନଦୀ ପାର୍ଶ୍ୱରେ ଚାଲିଥିବା ବହୁ ପ୍ରତୀକ୍ଷିତ…

ଋଷିମାଳ ମହାବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ, ମା’ଙ୍କ ପାଇଁ ଗଛଟିଏ ସକାଶେ …

ଦାରିଙ୍ଗବାଡି, ୭।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ସ୍ଥିତ ଋଷିମାଳ ମହାବିଦ୍ୟାଳୟ ପରିସରରେ ମଙ୍ଗଳବାର ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ…

ଘେଁସ୍ କଲେଜର ନାମ ବଦଳିଲା: ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ନାମରେ ହେଲା ନାମିତ

ବରଗଡ଼, ୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଘେଁସ୍ ସ୍ଥିତ ‘ଘେଁସ୍ କଲେଜ’ର ନାମ ସୋମବାରଠାରୁ ଆନୁଷ୍ଠାନିକ ଭାବେ ବଦଳିଛି। ଏହି ଅଞ୍ଚଳର ମହାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri