କେନ୍ଦୁଝରରେ ଅଡ୍‌-ଇଭିନ୍‌ କଟକଣା: ୫ ପୌରାଞ୍ଚଳରେ ଲାଗୁ କରିବାକୁ ଜିଲାପାଳଙ୍କ ଚିଠି

କେନ୍ଦୁଝର,୨୧ା୩ (ସ୍ବ.ପ୍ର.): କେନ୍ଦୁଝର ଜିଲା ପୌରାଞ୍ଚଳରେ ଅଡ୍‌-ଇଭିନ୍‌ ନମ୍ବର ବ୍ୟବସ୍ଥାକୁ ପ୍ରଶାସନ ଶନିବାର ଲାଗୁ କରିଛନ୍ତି। ଏ ନେଇ ଜିଲାପାଳ ସ୍ବତନ୍ତ୍ର ଚିଠି କରି ଜିଲାର କେନ୍ଦୁଝର, ଚମ୍ପୁଆ, ବଡ଼ବିଲ, ଯୋଡ଼ା, ଆନନ୍ଦପୁର ପୌରାଞ୍ଚଳରେ ଲାଗୁ କରିବାକୁ ଆଦେଶ କରିଛନ୍ତି। ଅଡ୍‌ ତାରିଖରେ ଅଡ୍‌ ନଂ .ଗାଡି ଓ ଇଭିନ୍‌ ତାରିଖରେ ଇଭିନ୍‌ ନଂ. ଗାଡି ଚଳାଇବାକୁ କୁହାଯାଇଛି। ବିଶେଷକରି ପବ୍ଲିକ ପରିବହନ ଗାଡି ପାଇଁ ଏହି ନିର୍ଦ୍ଦେଶ ଦିଆଯାଇଛି। ତେବେ ଏ ନେଇ ଜନ ସଚେତନତା ସୃଷ୍ଟି କରାଯାଇ ନ ଥିବାରୁ ବହୁ ଗାଡିଚାଳକ କଟକଣା ବିଷୟରେ ଜାଣି ନ ଥିବା ଦେଖାଯାଇଛି। ଫଳରେ ଏହି ନିର୍ଦ୍ଦେଶ ଫଳପ୍ରଦ ହୋଇ ପାରୁନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ବସଷ୍ଟାଣ୍ଡକୁ ଯାଉନି ଯାତ୍ରୀବାହୀ ବସ, ଜରିମାନା ପାଇଁ ନୋଟିସ  

ଦିଗପହଣ୍ଡି,୧୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିସ୍ଥିତ ନୂଆ ବସଷ୍ଟାଣ୍ଡକୁ ଯାତ୍ରୀବାହୀ ବସଗୁଡ଼ିକ ପ୍ରବେଶ କରୁନାହିଁ। ଏନେଇ ସ୍ଥାନୀୟ ପ୍ରଶାସନିକ ଅଧିକାରୀମାନଙ୍କ ତାଗିଦ ପରେ ମଧ୍ୟ ବସ ଚାଳକମାନେ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

୪୮ ଘଣ୍ଟା ପୂରିଲାନି: ଧରାପଡିଲେ ୨ଅଭିଯୁକ୍ତ, ଉଦ୍ଧାର ହେଲା ସାମଗ୍ରୀ

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସଦର ଥାନା ଅନ୍ତର୍ଗତ ଗାଇସୀମାସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରୁ ଗତ ୧୬ତାରିଖ ବିଳମ୍ବିତ ରାତିରେ ହୋଇଥିବା ଚୋରି ଘଟଣାର ପର୍ଦ୍ଧାଫାସ ହୋଇଛି।...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ପିକନିକ୍ ହେଲା କାଳ, ଗାଧୋଇବା ବେଳେ ସମୁଦ୍ରରେ ବୁଡି ଛାତ୍ରୀ ମୃତ

ପୁରୀ ୧୭/୧୨( ଅଜିତ୍ କୁମାର ମହାନ୍ତି ): ବେଲେଶ୍ଵର ମନ୍ଦିର ସାମ୍ନା ବେଳାଭୂମିରେ ବଡ଼ ଅଘଟଣ । ପିକନିକ୍ ଆସି ଗାଧୋଇବା ବେଳେ ଅଘଟଣ ଘଟିଛି...

ବନ୍ଧୁକ ଦେଖାଇ ସୃଷ୍ଟି କରୁଥିଲେ ଆତଙ୍କ: ୩ ଜଣଙ୍କୁ ବାନ୍ଧିଲା ପୋଲିସ

ଭବାନୀପାଟଣା,୧୭ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜୁନାଗଡ଼ ପୋଲିସ ଏକ ଡକାୟତି ମାମଲାରେ ୩ ଜଣଙ୍କୁ ଗିରଫ କରି ବୁଧବାର ଅପରାହ୍ନରେ କୋର୍ଟ ଚାଲାଣ କରିଛି। ଗିରଫ...

ପାଟିତୁଣ୍ଡରୁ ତୁମୁଳକାଣ୍ଡ, ଦାଦାକୁ ଠେଙ୍ଗାରେ ପିଟି ହତ୍ୟା କଲା ପୁତୁରା

ଢେଙ୍କାନାଳ,୧୭ା୧୨ (ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଗୋବିନ୍ଦପୁର ଫାଣ୍ଡି ହୁଣ୍ଡି ସାହିରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ମଙ୍ଗଳବାର ରାତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri