କେନ୍ଦୁଝରରେ ପ୍ରଥମ କରୋନା ପଜିଟିଭ୍‌

କେନ୍ଦୁଝର, ୨୯।୪(ସ୍ବ.ପ୍ର.)-କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପଞ୍ଚୁପଲି ପଞ୍ଚାୟତର ନୂଆଗାଁରେ ଜଣେ ୬୦ ବର୍ଷ ବୟସ୍କ କରୋନା ପଜିଟିଭ ଚିହ୍ନଟ ହୋଇଛି। ସେ କଲିକତାରୁ ଫେରିଥିଲେ। ସେ କଲିକତାରୁ ଫେରି ୧୪ ଦିନ କ୍ୱାରାଣ୍ଟାଇନରେ ରହି ଘରକୁ ଫେରିଥିଲେ। ତାଙ୍କ ସହିତ ୨୧୯ ଜଣଙ୍କ ସ୍ବାବ ଟେଷ୍ଟ ପାଇଁ ପଠାଯାଇଥିଲା। ତେବେ ଏହି ଗୋଟିଏ ପଜିଟିଭ ବାହାରି ଥିବା ସିଡିଏମଓ ଡକ୍ଟର ଅଶୋକ ଦାସ ସୂଚନା ଦେଇଛନ୍ତି। ସମୁଦାୟ ୩୭୦ଜଣ କଲିକତାରୁ ଫେରିଥିବାବେଳେ ୨୮ ଦିନ କଟାଇଥିବା ଲୋକଙ୍କୁ ଛାଡି ବାକି ୨୧୯ ଜଣଙ୍କ ସୱାବ ଟେଷ୍ଟ ଯାଞ୍ଚ ବେଳେ ଜଣା ପଡିଥିଲା। ସେ କଲିକତା ବଡ଼ ବଜାରରେ ଶ୍ରମିକ ଭାବରେ କାମ କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍ କାହିଁକି ବନ୍ଦ ହେଲା LPG ସବସିଡି? ଜାଣନ୍ତୁ ଏହା ପଛର ପ୍ରକୃତ କାରଣ

ନୂଆଦିଲ୍ଲୀ,୨୮।୫: ଭାରତରେ ମଧ୍ୟବିତ୍ତ ଓ ନିମ୍ନ ମଧ୍ୟବିତ୍ତ ଶ୍ରେଣୀର କୋଟି କୋଟି ପରିବାର ପାଇଁ ଏଲପିଜି ସିଲିଣ୍ଡର (LPG Cylinder) ଉପରେ ମିଳୁଥିବା ସବସିଡି ଏକ ବଡ଼…

NEET Leak; ରାଜନାଥଙ୍କ ବାସଭବନରେ ଉଚ୍ଚସ୍ତରୀୟ ବୈଠକ, ଘୋଷଣା କରି କହିଲେ….

ନୂଆଦିଲ୍ଲୀ, ୨୮।୫: NEET ପେପର୍ ଲିକ୍ ବିବାଦ ପରେ, କେନ୍ଦ୍ର ସରକାର ପରୀକ୍ଷା ବ୍ୟବସ୍ଥାକୁ ଆହୁରି ସୁରକ୍ଷିତ କରିବା ପାଇଁ ଏକ ବଡ଼ ପଦକ୍ଷେପ ନେବାକୁ ବିଚାର…

ରାତିରେ ନିଦ ହେଉନି କି? ଶୋଇବା ପୂର୍ବରୁ କରନ୍ତୁ ଏହି କାମ…

ଆଜିକାଲି ବହୁତ ଲୋକ ଅନିଦ୍ରାରେ ପୀଡ଼ିତ। ବିଳମ୍ବିତ ରାତିରେ ଚେଇଁବା, ବାରମ୍ବାର ଉଠିବା ଏବଂ ସକାଳେ କ୍ଳାନ୍ତ ଅନୁଭବ କରିବା ଏକ ସାଧାରଣ କଥା ହୋଇଗଲାଣି। ସ୍ବାସ୍ଥ୍ୟ…

ପାଣି ପାଇଁ ମହାସଂଗ୍ରାମ: ପିଏଚଡି କାର୍ଯ୍ୟାଳୟ ଘେରିଲେ ମହିଳା, ବିଭାଗୀୟ ଅଧିକାରୀ ଦେଲେ ଏମିତି ପ୍ରତିଶ୍ରୁତି

ଛତ୍ରପୁର,୨୮।୫ (ଦିଲ୍ଲୀପ ସାମଲ): “ପାଣି ଟୋପେ ପାଇଁ ଜୀବନ ବିକଳ, ପ୍ରଶାସନ କିନ୍ତୁ ନିଦାବିଷ୍ଣୁ।” ଏଭଳି ଏକ ଚରମ ଅସନ୍ତୋଷ ପ୍ରକାଶ କରି ଆଜି ଛତ୍ରପୁର ପୌର…

ଓଲଟିଲା ଲୁଣ ବୋଝେଇ ଇଞ୍ଜିନ ରିକ୍ସା, ଖାଲାସୀ ମୃତ

ଭୋଗରାଇ,୨୮।୫( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦ୍ଦା – ବାଲିଆପାଳ ରାସ୍ତା ଜଳଧା ଗ୍ରାମ ଛକ ଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି…

ଦେଢ ବର୍ଷ ସରକାରରେ ଏତେ ଦେଶ ଉପରେ ଆକ୍ରମଣ କରିଛନ୍ତି ଟ୍ରମ୍ପ, ଜାଣିଲେ ତାଜୁବ ହେବେ…

ଓ଼୍ବାଶିଂଟନ,୨୮।୫: ରାଷ୍ଟ୍ରପତି ହେବା ପରଠାରୁ, ଟ୍ରମ୍ପ ଦେଶଗୁଡ଼ିକର ଏକ ଆଶ୍ଚର୍ଯ୍ୟଜନକ ତାଲିକା ପ୍ରସ୍ତୁତ କରିଛନ୍ତି ଯେଉଁ ଦେଶଗୁଡ଼ିକୁ ସେ ଆକ୍ରମଣ କରିବାକୁ ଧମକ ଦେଇଛନ୍ତି ଏବଂ କିଛି…

ବିନା ପେଟ୍ରୋଲ୍‌ରେ ଚାଲିବ ବାଇକ୍‌! Hero ଆଣୁଛି ଦେଶର ପ୍ରଥମ ଇଥାନଲ୍ ଚାଳିତ ଫ୍ଲେକ୍ସ-ଫ୍ୟୁଏଲ୍ ବାଇକ୍‌; ଜାଣନ୍ତୁ…

ନୂଆଦିଲ୍ଲୀ,୨୮।୫: ଭାରତରେ ପରିବେଶ ଅନୁକୂଳ ତଥା ବିକଳ୍ପ ଜାଳେଣିର ବ୍ୟବହାରକୁ ପ୍ରୋତ୍ସାହନ ଦେବା ଦିଗରେ ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛି ଦେଶର ସବୁଠାରୁ ବଡ଼ ଦୁଇଚକିଆ ଯାନ…

‘VVIPଙ୍କ ଗସ୍ତ ସୂଚନା ଲିକ୍‌ କଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ’

ଭୁବନେଶ୍ୱର,୨୮ା୫: ଭିଭିଆଇପିଙ୍କ ଗସ୍ତ ସୂଚନା ଲିକ୍‌ ନେଇ କଡ଼ା ସତର୍କତା ଜାରି କରିଛନ୍ତି ସରକାର। ସୋସିଆଲ ମିଡିଆରେ ସୁରକ୍ଷା ସୂଚନା ଶେୟାର୍‌ କଲେ ଏଣିକି ହେବ କାର୍ଯ୍ୟାନୁଷ୍ଠାନ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri