କେନ୍ଦୁଝରରେ ୨ବର୍ଷର ରେକର୍ଡ ଭାଙ୍ଗିଲା ଶୀତ

କେନ୍ଦୁଝର,୨୮।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ବର୍ଷା ସାଙ୍ଗକୁ କୋହଲା ପାଗ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଚଳିତବର୍ଷ ସର୍ବନିମ୍ନ ତାପମାତ୍ରା ୫.୬ ଡିଗ୍ରୀ ରେକର୍ଡ କରାଯାଇଛି, ଯାହାକି ଗତ ଦୁଇ ବର୍ଷରେ ଦେଖିବାକୁ ମିଳି ନ ଥିଲା। ତେବେ କାଞ୍ଜିପାଣି, ତରମାକାନ୍ତ, କିରିବୁରୁ ତଥା ଅନ୍ୟାନ୍ୟ ଜଙ୍ଗଲ ପାହାଡ ଘେରା ଆଦିବାସୀ ଅଞ୍ଚଳରେ ତାପମାତ୍ରା ପାଖାପାଖି ୩ ଡିଗ୍ରୀକୁ ଖସିଯାଇଥିବା ଜଣାପଡ଼ିଛି। ବିଭିନ୍ନ ସ୍ଥାନରେ ଘାସ, ଗଛ ପତ୍ର, ଘର, ଗାଡି ଆଦି ଉପରେ ସକାଳୁ କୁହୁଡିର ଆସ୍ତରଣ ଏକପ୍ରକାର ତୁଷାରପାତର ଭ୍ରମ ସୃଷ୍ଟି କରିଛି। ଆଦିବାସୀ ଓ ଅନ୍ୟ ଗରିବଶ୍ରେଣୀର ଲୋକମାନେ ପ୍ରବଳ ଶୀତ ଯୋଗୁ ବହୁ ସମସ୍ୟାର ସମ୍ମୁଖୀନ ହୋଇଛନ୍ତି। ଶୀତ ଦାଉରୁ ମୁକ୍ତି ପାଇବା ପାଇଁ ବିଭିନ୍ନ ସ୍ଥାନରେ ନିଆଁ ଜଳାଉଥିବା ଦେଖାଯାଇଛି। କୁହୁଡ଼ିଆ ପାଗ ଯୋଗୁଁ ରାତିରେ ଗାଡି ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। ଅପରପକ୍ଷେ ପର୍ଯ୍ୟଟକମାନେ ଉକ୍ତ ସ୍ଥାନଗୁଡ଼ିକୁ ପରିଭ୍ରମଣ କରି ଥଣ୍ଡା ପରିବେଶର ମଜା ଉଠାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୁଲାଡ ବଡ଼ଦାଣ୍ଡ ଭକ୍ତମୟ: ମାଉସୀମା ମନ୍ଦିରରେ ଲାଗିଲା ରଥ, ମଝି ରାସ୍ତାକୁ ଆଣିବା ପାଇଁ ନିଆଯାଇଥିଲା ହାଇୱାର ସହାୟତା

ଭଞ୍ଜନଗର, ୧୬।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କୁଲାଡ ଜଗନ୍ନାଥ ମନ୍ଦିର ପକ୍ଷରୁ ପବିତ୍ର ଗୁଣ୍ଡିଚା ଯାତ୍ରା ଗୁରୁବାର ଅତି ଆଡ଼ମ୍ବର ସହକାରେ ପାଳିତ…

ରାସ୍ତାକଡ଼ରେ ଚାଲିଥିଲା ଜୁଆ ଆଡ୍ଡା: ପୋଲିସର ଅତର୍କିତ ଚଢାଉ; ୪ ଗିରଫ, ବାଇକ୍ ଓ ମୋବାଇଲ୍ ସହ…

ଦିଗପହଣ୍ଡି, ୧୬।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅଞ୍ଚଳରେ ପୋଲିସ ପକ୍ଷରୁ ଜୁଆଡ଼ିଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ସାନଖେମୁଣ୍ଡି ବ୍ଲକ…

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ବଡ଼ ସୂଚନା, ସକାଳ ସାଢେ ୯ଟାରେ ପୁଣି ଟଣା ହେବ ରଥ

ପୁରୀ,୬।୭: ଭକ୍ତି, ହର୍ଷଉଲ୍ଲାସରେ ଆରମ୍ଭ ହୋଇଛି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଘଣ୍ଟ, ଘଣ୍ଟା ଏବଂ ହରିବୋଲ ହୁଳହୁଳିରେ ଭକ୍ତ ଶ୍ରଦ୍ଧାର ସହିତ ଟାଣିଥିଲେ ୩ ରଥ। ସନ୍ଧ୍ୟା ପ୍ରାୟ…

ଦିଗପହଣ୍ଡିରେ ନିଆରା ପରମ୍ପରା: ଆଜି ଶେଷ ହେଲା ଶ୍ରୀଜୀଉଙ୍କ ପହଣ୍ଡି, କାଲି ଟଣା ହେବ ରଥ

ଦିଗପହଣ୍ଡି, ୧୬।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଗଡ଼ଜାତ ଅଞ୍ଚଳ ଦିଗପହଣ୍ଡିରେ ପବିତ୍ର ଘୋଷଯାତ୍ରା ଅବସରରେ ଏକ ନିଆରା ପରମ୍ପରା ଦେଖିବାକୁ ମିଳିଛି। ଗୁରୁବାର…

ଘର ଉପରକୁ ବୋମାମାଡ଼ କରି ହତ୍ୟା ଉଦ୍ୟମ ଘଟଣା: ବିସ୍ଫୋରକ ସାମଗ୍ରୀ ବିକ୍ରେତା ଗିରଫ, ଗଲେ ଜେଲ୍

ଦିଗପହଣ୍ଡି, ୧୬।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ଏସ. ଶିବ ରେଡ୍ଡୀଙ୍କ ଘର ଉପରକୁ ବୋମାମାଡ଼ କରି…

ଆମେରିକାକୁ ପୁଣି କଡ଼ା ଚେତାବନୀ ଦେଲା ଇରାନ

ତେହରାନ,୧୬।୭: ଇରାନର ଆହଭାଜ ସହରସ୍ଥିତ ଏକ କର୍କଟ ହସ୍ପିଟାଲକୁ ଅସ୍ଥାୟୀ ଭାବରେ ବନ୍ଦ କରିଦିଆଯାଇଛି। ଆମେରିକାର ବିମାନ ଆକ୍ରମଣ ଯୋଗୁ କର୍ତ୍ତୃପକ୍ଷଙ୍କୁ କେମୋଥେରାପି ନେଉଥିବା ପିଲାମାନଙ୍କ ସମେତ…

ସରିଲା ରଥ ଟଣା, ଅଳ୍ପବାଟ ଗଡ଼ି ଅଟକିଲା ନନ୍ଦିଘୋଷ

ପୁରୀ,୬।୭: ଭକ୍ତି, ହର୍ଷଉଲ୍ଲାସ ପରିବେଶରେ ଆରମ୍ଭ ହୋଇଛି ଚତୁର୍ଦ୍ଧାମୂର୍ତ୍ତୀଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ସନ୍ଧ୍ୟା ପ୍ରାୟ ୫ଟାରେ ଶରଧାବାଲି ଅଭିମୁଖେ ପ୍ରଥମେ ଗଡ଼ିଥିଲା ତାଳଧ୍ବଜ ରଥ। ଘଣ୍ଟ, ଘଣ୍ଟା…

ଦ୍ୱିତୀୟ ଏକଦିବସୀୟ ମ୍ୟାଚରେ ଇତିହାସ ରଚିଲେ ବିରାଟ-ରୋହିତ, ଗାଙ୍ଗୁଲ-ଦ୍ରାବିଡଙ୍କୁ ପଛରେ ପକାଇଲେ…

ନୂଆଦିଲ୍ଲୀ,୧୬।୭: କାର୍ଡିଫରେ ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଏକଦିବସୀୟ ମ୍ୟାଚରେ ବିରାଟ କୋହଲି ଏବଂ ରୋହିତ ଶର୍ମା ଏକ ଉଲ୍ଲେଖନୀୟ ପ୍ରଦର୍ଶନ ସହିତ ଇତିହାସ ସୃଷ୍ଟି କରିଥିଲେ। ସେମାନଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri