କେନ୍ଦୁପତ୍ର ତୋଳାଳି, କର୍ମଚାରୀ ସଂଘ ପକ୍ଷରୁ ରାସ୍ତାରୋକୋ

ବଡ଼ଗାଁ,୧୧।୩(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ କେନ୍ଦୁପତ୍ର ତୋଳାଳି ଓ କର୍ମଚାରୀ ସଂଘ ରାଜ୍ୟ ସଂଘର ଆହ୍ବାନକ୍ରମେ ବୁଧବାର ଗରିଆମାଲ ଗାଁ ନିକଟ ରାଜ୍ୟ ରାଜପଥ ନଂ.୧୦କୁ ଅବରୋଧ କରିଛନ୍ତି। ରାଉରକେଲା ଏଚ୍‌ଏମ୍‌ଏସ୍‌ର ସମ୍ପାଦକଙ୍କ ସହ ରେଞ୍ଜ ସମ୍ପାଦକଙ୍କ ନେତୃତ୍ୱରେ ଅବରୋଧ ପ୍ରାୟ ଦେଢ଼ ଘଣ୍ଟା ହୋଇଥିଲା। କର୍ମଚାରୀମାନଙ୍କ ଦରମା ବୃଦ୍ଧି, ସାମାଜିକ ସୁରକ୍ଷା, କେନ୍ଦୁପତ୍ର ବିକ୍ରି ନୀତିରେ ସଂଶୋଧନ, କେନ୍ଦୁପତ୍ରରୁ ଜିଏସ୍‌ଟି ପ୍ରତ୍ୟାହାର ଆଦି ଦାବିନେଇ ଏହି ଅବରୋଧ ହୋଇଛି। ପୂର୍ବରୁ ବଡଗାଁ କେନ୍ଦୁପତ୍ର କାର୍ଯ୍ୟାଳୟ ଆଗରେ ଧାରଣା ଦିଅଯାଇ ଦାବିପୂରଣ ନ କରାଗଲେ ରାସ୍ତା ଅବରୋଧ ଲାଗି ଚେତାବନୀ ଦିଆ ଯାଇଥିଲା। ଦାବି ପୂରଣ ନ ହେବାରୁ ଏହି ରାସ୍ତାରୋକୋ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୋଲିଲା ପ୍ରୀତିଙ୍କ ଗୁମର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମୁମ୍ବାଇ,୯।୧୨: ବଲିଉଡ ଅଭିନେତ୍ରୀ ପ୍ରୀତି ଜିଣ୍ଟା ଏବେ ତାଙ୍କ ଆଗାମୀ ଫିଲ୍ମ ‘ଭାଇବ’କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଏହି ଫିଲ୍ମର ପ୍ରମୋସନ୍‌ରେ ବ୍ୟସ୍ତ ଥିବା ପ୍ରୀତି ନିକଟରେ…

୮ ଫୌଜଦାରୀ ମାମଲାର ଫଇସଲା: ଋଣ ବାବଦରେ ୧ ଲକ୍ଷ ଟଙ୍କା ଆଦାୟ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ରାଜ୍ୟ ଆଇନ ସେବା ପ୍ରାଧିକରଣଙ୍କ ଆନୁକୂଲ୍ୟରେ ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି ପକ୍ଷରୁ ଶନିବାର ସ୍ଥାନୀୟ କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ…

ବିଲରୁ ଫେରୁଥିଲେ: ରାସ୍ତାରେ ଚାଲିଗଲା ଜୀବନ

ଛତ୍ରପୁର, ୧୨।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଚମାଖଣ୍ଡି ଥାନା ଅନ୍ତର୍ଗତ ରେଗିଡ଼ି ଛକ ନିକଟରେ ଶୁକ୍ରବାର ଘଟିଥିବା ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ…

ବଡ଼ଭାଇଙ୍କୁ ଲୁହା ପାଇପରେ ହତ୍ୟା: ସାନ ଭାଇ ଗିରଫ

ଭେଡେନ, ୧୨/୯ (ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ରୁଷୁଡ଼ା ଫାଣ୍ଡି ଅଧୀନସ୍ଥ ଲୁଇସିରା-ଖଲିଆପାଲି କୁଚିଆ ମଦଭାଟି ନିକଟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବଡ଼ଭାଇଙ୍କୁ…

ନନ୍ଦନକାନନରେ ଦେଖାଦେଲେ ୧୪ ପ୍ରଜାତିର ବିଦେଶୀ ପ୍ରାଣୀ

ବାରଙ୍ଗ, ୧୨/୧୦ (ଲିଙ୍ଗରାଜ ରାଉତ): ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଶୁକ୍ରବାର ବିଳମ୍ବିତ ରାତିରେ ଗୁଜରାଟର ‘ରାଧା କୃଷ୍ଣ ମନ୍ଦିର ହାତୀ କଲ୍ୟାଣ ଟ୍ରଷ୍ଟ’ (RKTEWT) ପକ୍ଷରୁ ଦାନ…

ମୁଁ ଆତ୍ମହତ୍ୟା କରିଦେବି… ମୋତେ କ୍ଷମା କରିଦିଅ ବାପା: ଭାବପ୍ରବଣ ହୋଇ ଏମିତି କାହିଁକି କହିଲେ ୱୁଶୁ ଖେଳାଳି

ନୂଆଦିଲ୍ଲୀ,୧୨।୯: ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରିବାର ସ୍ବପ୍ନ ଭାଙ୍ଗିଯିବା ପରେ ଭାରତୀୟ ୱୁଶୁ (Wushu) ଖେଳାଳି ଦିବ୍ୟାଂଶୀ ଚୌଧୁରୀଙ୍କ ଏକ ଅତ୍ୟନ୍ତ ଭାବପ୍ରବଣ ଭିଡିଓ ସାମ୍ନାକୁ…

ଦିଗପହଣ୍ଡି ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ

ଦିଗପହଣ୍ଡି, ୧୨।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ନିକଟସ୍ଥ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ-୨୦୨୬’ ଅନୁଷ୍ଠିତ ହୋଇଯାଇଛି।…

ରିସର୍ଟରେ ଲାଗିଲା ନିଆଁ: ହଠାତ୍‌ ପ୍ରଚଣ୍ଡ ଶବ୍ଦ ହେବାରୁ….

ଦାରିଙ୍ଗବାଡ଼ି,୧୨।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ କିରିକୁଟି ପଞ୍ଚାୟତ ଅଞ୍ଚଳରେ ଥିବା ଏକ ଘରୋଇ ରିସର୍ଟର ଗୋଟିଏ କଟେଜରେ ଅଗ୍ନିକାଣ୍ଡ ଘଟି ଏହା ସମ୍ପୂର୍ଣ୍ଣ ଜଳିପୋଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?