Posted inଜାତୀୟ

କେନ୍ଦ୍ର ସରକାରଙ୍କ କର୍ମଚାରୀଙ୍କ ଲାଗି ଅଣାଯିବ ନୂଆ ଅବସର ବୟସ ସୀମା !

ନୂଆଦିଲ୍ଲୀ,୨୧।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଖୁବ୍‌ ଶୀଘ୍ର କେନ୍ଦ୍ର ସରକାରଙ୍କ କର୍ମଚାରୀଙ୍କ ଲାଗି ନୂଆ ଅବସର ବୟସ ସୀମା ଘୋଷଣା କରିବାକୁ ଯାଉଛନ୍ତି। ନୂଆ ନିୟମ ଲାଗୁ ହେଲେ କେନ୍ଦ୍ର ସରକାରଙ୍କ କର୍ମଚାରୀ ୩୩ ବର୍ଷ ଚାକିରି କରିବା ପରେ ଅବସର ନେବେ କିମ୍ବା ଯଦି ଏହା ପୂର୍ବରୁ ୬୦ ବର୍ଷ ହୁଅନ୍ତି ତେବେ ମଧ୍ୟ ଅବସର ନେବେ। ଏହାଦ୍ୱାରା କର୍ମଚାରୀଙ୍କ ପଦୋନ୍ନତ୍ତି ଶୀଘ୍ର ହେବା ସହିତ ବହୁ ପଦବୀ ଖାଲି ହୋଇପାରିବ। ଏଥିରେ ଯୁବବର୍ଗଙ୍କୁ ନୂତନ ନିଯୁକ୍ତି ମିଳିପାରିବ। ତେବେ ଏହି ନୂତନ ନିୟମ ଦ୍ୱାରା ସୁରକ୍ଷାକର୍ମୀ ଅଧିକ ପ୍ରଭାବିତ ହେବେ। ସେମାନଙ୍କ କ୍ଷେତ୍ରରେ ପ୍ରାୟ ୨୨ ବର୍ଷ ପାଖାପାଖି ନିଯୁକ୍ତି ପ୍ରଦାନ କରାଯାଉଥିବାବେଳେ ୩୩ ବର୍ଷ ଚାକିରି ପରେ ସେମାନଙ୍କୁ ହାରାହାରି ୫୫ ବର୍ଷ ହୋଇଥିବାବେଳେ ଅବସର ନେବାକୁ ପଡ଼ିବ। ସରକାର ଏହି ପ୍ରସ୍ତାବ ଉପରେ କାମ କରିବା ଆରମ୍ଭ କରିସାରିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଦିଲ୍ଲୀର କିଡ୍‌ଓ୍ବାଇ ନଗରରେ ଚାଲୁଛି ଏକ ନିଆରା ସ୍କୁଲ। ଏହି ସ୍କୁଲର ଘର ନାହିଁ କି କୌଣସି ସରକାରୀ ପାଠ୍ୟକ୍ରମ ଅନୁଯାୟୀ ଶିକ୍ଷା ଦିଆଯାଉନାହିଁ। ପିଲାମାନେ ଗଛମୂଳେ…

ନେତା ହେବାକୁ ଅନୁକୂଳ ପରିବେଶ

ସଭା ସମିତି, ଜଳଖିଆ ଦୋକାନ, ଚା’ ଦୋକାନ, ପାନ ଦୋକାନ ଆଗରେ ଓ ଘରେ ବସି ସାଙ୍ଗସାଥୀ ସହିତ କଥାହେଲା ବେଳେ ଅନେକ ଶିକ୍ଷିତ ଲୋକ କହିଥା’ନ୍ତି,…

ଜୟପୁର ସହରରେ ଭୟାବହ ଅଗ୍ନିକାଣ୍ଡ: ହୁତୁହୁତୁ ହୋଇ ବ୍ୟାପୁଛି ନିଆଁ

ଜୟପୁର,୧୬ା୨(ପବନ ପାଣିଗ୍ରାହୀ): ଜୟପୁର ସହରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଚାରିଆଡ଼େ ନିଆଁ ବ୍ୟାପିଚାଲିଛି। ଏପରି ଅଭାବନୀୟ ଘଟଣା ଘଟିଛି ଜୟପୁର ସହରର ବିକ୍ରମଦେବ ବିଶବିଦ୍ୟାଳୟ…

ଜବରଦସ୍ତ ବିଜୟ ପରେ ଏମିତି କଥା କହିଦେଦେଲ ସୂର୍ଯ୍ୟକୁମାର: ବଢୁଛି ଚର୍ଚ୍ଚା

କଲମ୍ବୋ,୧୬।୨: ICC T20 ବିଶ୍ୱକପର ଏକ ଗ୍ରୁପ ଏ ମ୍ୟାଚ୍‌ରେ ପାକିସ୍ତାନ ବିପକ୍ଷରେ ୬୧ ରନର ଜବରଦସ୍ତ ବିଜୟ ସହିତ ସୁପର -୮ ପର୍ଯ୍ୟାୟ ପାଇଁ ଯୋଗ୍ୟତା…

ନୈତିକ ମୂଲ୍ୟବୋଧ ଓ ଧର୍ମ

ଯେତେବେଳେ ଆମେ ଜଣେ କରୁଥିବା କାର୍ଯ୍ୟକୁ ‘ନୈତିକ’ ବୋଲି ବିଚାର କରୁ, ତାକୁ ଭଲ ଲୋକ କହୁ ଓ ଅନୈତିକ କାର୍ଯ୍ୟ କରୁଥିବା ଲୋକକୁ ମନ୍ଦ ଲୋକ…

ରାଜ୍ୟରେ ବଢୁଛି ତାପମାତ୍ରା: ଆସନ୍ତା ୨ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୧୬ା୨(ବନ୍ଦନା ସେଠୀ):ରାଜ୍ୟରେ ତାପମାତ୍ରା କ୍ରମଶଃ ବୃଦ୍ଧି ପାଉଛି। ରାତିରେ ଶୀତ, ଭୋର୍‌ ସମୟରେ କୁହୁଡି ଓ ଦିନରେ ଖରାତାତି ଅନୁଭୂତ ହେଉଛି। ଉତ୍ତର ଉପକୂଳ ଓଡ଼ିଶାର କିଛି…

ପାକିସ୍ତାନର ଗର୍ବ ଭାଙ୍ଗିଲେ ଏହି ୫ ଖେଳାଳି: ସାଜିଲେ ବିଜୟର ହିରୋ

କଲମ୍ବୋ,୧୬।୨: ୨୦୨୬ ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷରେ ଆଉ ଏକ ସ୍ମରଣୀୟ ବିଜୟ ସହିତ ଭାରତ ସୁପର ୮ରେ ପ୍ରାୟ ନିଜର ସ୍ଥାନ ସୁରକ୍ଷିତ କରିଛି। ଏହି…

ତରଳୁଛି ହିମବାହ, ବିଶ୍ୱକୁ ବିପଦ

ଲଣ୍ଡନ୍‌/ ନୂଆଦିଲ୍ଲୀ,୧୬ା୨(ଏଜେନ୍ସି): ସାରା ବିଶ୍ୱରେ ପ୍ରାୟ ୩,୧୦୦ ହିମବାହ ଦ୍ରୁତଗତିରେ ତରଳୁଛି, ଯାହାକି ଅତ୍ୟନ୍ତ ବିରଳ ଘଟଣା। ବିଶ୍ୱରେ ଥିବା ମୋଟ ହିମବାହର ଏହା ମାତ୍ର ୧%…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri