କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀଙ୍କ ସହ ଆଲୋଚନା କଲେ ନବ

ଝାରସୁଗୁଡା ଅଫିସ,୨୪।୪: ସାରା ବିଶ୍ବରେ ମହାମାରୀ କରୋନା କାୟା ବିସ୍ତାର କରିଛି। ସାରା ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ରାଜ୍ୟ ସରକାର ମଧ୍ୟ କଡା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର କୋଭିଡ-୧୯ ମୁକାବିଲା ପାଇଁ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ ସମସ୍ତ ରାଜ୍ୟର ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସହ ଭିଡିଓ କନଫରେରେନ୍ସିଂ ଜରିଆରେ ସମୀକ୍ଷା କରିଛନ୍ତି । ଏହି ଅବସରରେ ଝାରସୁଗୁଡ଼ା ଜିଲାପାଳଙ୍କ ଅଫିସରେ ଥିବା ଏନଆଇସି ପ୍ରକୋଷ୍ଠରେ ରାଜ୍ୟ ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ କୋଭିଡ-୧୯ ସ୍ଥିତି ସମ୍ପର୍କରେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଅବଗତ କରିଥିବା ସହ ବିଭିନ୍ନ ଦାବି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାଚ୍ୟୁଇଟିକୁୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ପାଇଁ…

ନୂଆଦିଲ୍‌ଲୀ,୨୨।୯: ସୁପ୍ରିମକୋର୍ଟଙ୍କ ଦ୍ୱାରା ଗ୍ରାଚ୍ୟୁଇଟିକୁ ନେଇ ଏକ ବଡ଼ ରାୟ ପ୍ରକାଶ ପାଇଛି। ଏଥିରେ କୁହାଯାଇଛି ଯେ ଚୁକ୍ତିଭିତ୍ତିକ (କଣ୍ଟ୍ରାକ୍ଟ) କାର୍ଯ୍ୟ କରୁଥିବା କର୍ମଚାରୀମାନଙ୍କ ପାଇଁ ମୁଖ୍ୟ…

ନକଲି ନୋଟ୍‌ ଦେଇ କିଣୁଥିଲେ ବାଇକ୍, ଧରିଲା ବରଗଡ଼ ପୋଲିସ

ବରଗଡ଼,୨୨।୯(ପ୍ରେମାନନ୍ଦ ଖମାରୀ): ଜାଲ ନୋଟ୍ ଦେଇ ବରଗଡ଼ ସହରରେ ଜଣେ ସ୍କୁଟି କିଣି ଧରାପଡ଼ିଡା ଘଟଣା ଚର୍ଚ୍ଚାର ବିଷୟ ହୋଇଛି । ସୂଚନୀ ଅନୁଯାୟୀ, ବରଗଡ ବ୍ୟାଙ୍କ…

ଚିଲିକାରେ ଡଙ୍ଗା ଚଳାଚଳ ବନ୍ଦ, ଆତଙ୍କିତ କୃଷ୍ଣପ୍ରସାଦବାସୀ

କୃଷ୍ଣପ୍ରସାଦ, ୨୨।୯(କୈଳାଶ ଚନ୍ଦ୍ର ପଟନାୟକ ): ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ । ଏହାକୁ ନେଇ ପୁରୀ ଜିଲା ଉପକୂଳବାସୀଙ୍କ ମନରେ ଛନକା ପଶିଛି…

ନବରଙ୍ଗପୁର ଜିଲାପାଳଙ୍କ ବଡ଼ ଘୋଷଣା: ସରକାରୀ ଅଧିକାରୀଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଉଛି। ଫଳରେ ରାଜ୍ୟ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଆସନ୍ତା…

ଏସିଆନ୍ ଗେମ୍ସରେ ଇତିହାସ ରଚିଲା ମହିଳା କ୍ରିକେଟ୍ ଟିମ୍‌, ଶ୍ରୀଲଙ୍କାକୁ ହରାଇ ଜିତିଲା ସ୍ୱର୍ଣ୍ଣ

ନୂଆଦିଲ୍ଲୀ,୨୨।୯: ଏସିଆନ୍ ଗେମ୍ସ ୨୦୨୬ରେ ଭାରତକୁ ପ୍ରଥମ ସ୍ୱର୍ଣ୍ଣ ପଦକ ଦେଇଛି ମହିଳା କ୍ରିକେଟ୍ ଟିମ୍ । ଫାଇନାଲ୍‌ରେ ଶ୍ରୀଲଙ୍କାକୁ ୧୪୭ ରନ୍‌ର ବଡ଼ ବ୍ୟବଧାନରେ ହରାଇ…

ଘୁଞ୍ଚିଲା ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷା, ଜାଣନ୍ତୁ ପୁଣି କେବେ ହେବ…

ଖୋର୍ଦ୍ଧା,୨୨।୯(ପ୍ରଭାତ ପାଣିଗ୍ରାହୀ): ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’କୁ ଦୃଷ୍ଟିରେ ରଖି ଉଚ୍ଚ ପ୍ରାଥମିକ ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ବୃତ୍ତି ପରୀକ୍ଷା ସେପ୍ଟେମ୍ବର ୨୪ରେ ହେବା…

ରାଜନୀତିରେ ହଇଚଇ! ଗରବାକୁ ନେଇ ଭାଜପା ବିଧାୟକଙ୍କ ବିବାଦୀୟ ବୟାନ, ଭଉଣୀ-ଝିଅଙ୍କୁ…

ନୂଆଦିଲ୍ଲୀ,୨୨।୯: ନବରାତ୍ରି ପୂର୍ବରୁ ଗରବା କାର୍ଯ୍ୟକ୍ରମରେ ମୁସଲିମଙ୍କ ପ୍ରବେଶକୁ ନେଇ ମହାରାଷ୍ଟ୍ରରୁ ମଧ୍ୟପ୍ରଦେଶ ପର୍ଯ୍ୟନ୍ତ ରାଜନୈତିକ ବୟାନବାଜି ଆରମ୍ଭ ହୋଇଛି। ମୁମ୍ବାଇର ବୋରିଭଲିରେ ହେବାକୁ ଥିବା ଏକ…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଫସିଲା ଆନ୍ଧ୍ରପ୍ରଦେଶ ଟ୍ରଲର: ସହଯୋଗର ହାତ ବଢ଼ାଇଲା ଗଞ୍ଜାମ ପ୍ରଶାସନ

ଛତ୍ରପୁର,୨୨।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟନାୟକ): ଗଭୀର ଅବପାତ ଜନିତ ପ୍ରତିକୂଳ ପାଗ ଯୋଗୁ ସମୁଦ୍ର ଅଶାନ୍ତ ରହିଥିବା ବେଳେ ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ସମୁଦ୍ର ଉପକୂଳରେ ଆନ୍ଧ୍ରପ୍ରଦେଶର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?