ଢେଙ୍କାନାଳ ଅଫିସ,୧ା୮ – ଢେଙ୍କାନାଳଠାରେ ଥିବା ଭାରତୀୟ ଜନସଞ୍ଚାର ସଂସ୍ଥାନର ଉନ୍ନତୀକରଣ କରାଯିବା ପାଇଁ ଏମ୍ପି ମହେଶ ସାହୁ ୨୭ ତାରିଖରେ କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ପ୍ରକାଶ ଜାଭେଡକରଙ୍କୁ ପତ୍ର ମାଧ୍ୟମରେ ଜଣାଇଛନ୍ତି। ସଂସ୍ଥାନକୁ ୨୬ ବର୍ଷ ପୂରିଥିବା ବେଳେ କୌଣସି ଆଖିଦୃଶିଆ ଉନ୍ନତୀକରଣ ହୋଇ ନ ଥିବା ଏମ୍ପି ପତ୍ରରେ ଦର୍ଶାଇଛନ୍ତି। ଢେଙ୍କାନାଳ ଶାଖାରେ ମାଷ୍ଟର ଡିଗ୍ରୀ ଇନ୍ ଜର୍ନାଲିଜିମ୍ ଆଣ୍ଡ ମାସ୍ କମ୍ୟୁନିକେଶନ, ପିଜି ଡିପ୍ଲୋମା ଇନ୍ ଆଡଭାଟାଇଜମେଣ୍ଟ ଓ ପବ୍ଲିକ ରିଲେଶନ, ଜରୁରୀ ପଦବୀ ପୂରଣ କରିବା, ଆଧୁନିକ ଉପକରଣ ସହିତ ଷ୍ଟୁଡିଓ, ଲାଇବ୍ରେରୀ ବ୍ୟବସ୍ଥା କରାଯିବା ଉପରେ ପଦକ୍ଷେପ ନେବାକୁ ଏମ୍ପି, କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀଙ୍କୁ ଜଣାଇଥିବା ଏକ ପ୍ରେସ୍ ବିଜ୍ଞପ୍ତି ମାଧ୍ୟମରେ ସୂଚନା ଦିଆଯାଇଛି ା
ଏସ୍ପି ଅଫିସ ଆଗରେ ବାପା-ପୁଅଙ୍କ ଆତ୍ମାହୁତି ଉଦ୍ୟମ
ଢେଙ୍କାନାଳ,୧୨ା୬(ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଭାପୁର ଫାଣ୍ଡି ରାଣିପାଳ ଗ୍ରାମର ଆଇନ ଛାତ୍ର ସରୋଜ ରାଉତ ଓ ତାଙ୍କ ପିତା ପଦ୍ମନାଭ ରାଉତ ଶୁକ୍ରବାର…
ବଜ୍ରପାତରେ ଚାଲିଗଲା ଦିଅର ଭାଉଜଙ୍କ ଜୀବନ
ଢେଙ୍କାନାଳ,୮।୬; ଢେଙ୍କାନାଳ ଜିଲା ହିନ୍ଦୋଳ ବନ୍ଧାଭୂଇଁ ଗାଁରେ ସୋମବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବଜ୍ରପାତରେ ଭାଉଜ-ଦିଅରଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ମୁତାବକ, ଭାଉଜ-ଦିଅର…
ହାତୀକୁ ଫାର୍ମହାଉସରେ ପୋତିଥିଲେ: ପଡ଼ିଗଲେଧରା, ଗଲେ ଜେଲ୍
ଢେଙ୍କାନାଳ,୨।୬(ରତନ ନାୟାର): ଢେଙ୍କାନାଳ ଜିଲା ହିନ୍ଦୋଳ ଅଞ୍ଚଳରେ ଏକ ହାତୀ ମୃତଦେହକୁ ଫାର୍ମହାଉସ ଭିତରେ ପୋତିଦେଇଥିବା ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କରି ଜେଲ୍ ପଠାଇଛି।…
ଇଟାଭାଟିକୁ ଯାଉଥିବା ବେଳେ ହାତୀ ହାବୁଡରେ ପଡ଼ିଗଲେ ଯୁବକ, ତାପରେ ଯାହା ଘଟିଲା……
ପରଜଙ୍ଗ,୨।୬(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ଡମୋଳ ଝରା ସାହି ନିକଟରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଛି ।ଗୋଟିକିଆ ଦନ୍ତା…
ଫାର୍ମ ହାଉସରୁ ମିଳିଲା ହାତୀର ମୃତଦେହ, ମାଲିକଙ୍କ ସମେତ ୩ ଅଟକ
ଢେଙ୍କାନାଳ,୧।୬(ରତନ ନାୟାର): ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ ତଥା ହିନ୍ଦୋଳ ବିଜ୍ଞାପିତ ପରିଷଦ ଅଞ୍ଚଳ ରାଜମୋହନପୁର କାନ୍ଦରାଶୁଣି ସ୍ଥିତ ଏକ ଘରୋଇ ଫାର୍ମ ହାଉସରୁ ସୋମବାର ମାଟି…
ପାରିବାରିକ କଳହ ହେଲା କାଳ, ସ୍ତ୍ରୀଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ସ୍ବାମୀ
ଢେଙ୍କାନାଳ,୧।୬(ରତନ ନାୟାର): ଢ଼େଙ୍କାନାଳ ଜିଲା ସଦରଥାନା ଝାରଗାଡ଼ିଆ ଫାଣ୍ଡି ବଳରାମପୁର ଗ୍ରାମ ଜୁଆଙ୍ଗ ସାହିରୁ ଏକ ଲୋମଟାଙ୍କୁରା ହତ୍ୟାକାଣ୍ଡ ସାମ୍ନାକୁ ଆସିଛି ।ସୋମବାର ଦିନ ସ୍ତ୍ରୀଙ୍କୁ ପିଟିପିଟି…
ଚାକିରି ନାଁରେ ଓଡ଼ିଆ ନାବାଳିକାଙ୍କୁ ୟୁପିରେ ବିକ୍ରି: ଦୁଇବର୍ଷ ଧରି ଯୌନ ନିର୍ଯାତନା
କାମାକ୍ଷାନଗର,୨୮।୪(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର ଅଞ୍ଚଳରେ ଏକ ଚାଞ୍ଚଳ୍ୟକର ଘଟଣା ସାମ୍ନାକୁ ଆସିଛି। ମା’ଙ୍କ ଚିକିତ୍ସା ପାଇଁ ଟଙ୍କା ରୋଜଗାର କରିବାକୁ ଆସି ଯୌନ…
ଢେଙ୍କାନାଳରେ ଅଭାବନୀୟ ଘଟଣା; ଶ୍ବଶୁରଙ୍କ ଉପରେ ଗରମ ତେଲ ଢାଳିଦେଲେ ବୋହୂ
ପରଜଙ୍ଗ,୧୯।୫(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମୁଣ୍ଡେଇଲୋ ପଞ୍ଚାୟତ ନାଉପାଳ ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଶ୍ବଶୁରଙ୍କ ଉପରେ ଗରମ ତେଲ…
Archives

