କେନ୍ଦ୍ରରେ ଗଠନ ହେଉ ମୋଦି ସରକାର: ଏହା ଚାହେଁନା ପାକିସ୍ତାନ

ଲାହୋର,୨୨।୫: ଭାରତର ଲୋକ ସଭା ନିର୍ବାଚନ ଫଳାଫଳ ପ୍ରତି ପାକିସ୍ତାନ ଉତ୍ସୁକତାର ସହିତ ଚାହିଁ ବସିଛି। ତେବେ କେନ୍ଦ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ପୁଣି ଥରେ ଗଠନ ହେଉ ଏହା ପାକିସ୍ତାନ ଚାହେଁନା। ମୋଦି ସରକାରଙ୍କ ଶାସନ ସମୟରେ ଅନୁପ୍ରବେଶ ତଥା ଆତଙ୍କବାଦ ବିରୋଧରେ ହୋଇଥିବା କାର୍ଯ୍ୟାନୁଷ୍ଠାନ ପାକିସ୍ତାନକୁ ପସନ୍ଦ ଆସିନାହିଁ। ଏହା ସହିତ ପାକିସ୍ତାନରେ ବାସ କରୁଥିବା ମସୁଦ୍‌ ଅଜହରଙ୍କୁ ବିଶ୍ୱ ଆତଙ୍କବାଦୀ ଘୋଷଣାରେ ଭାରତର ସଫଳତା ପାକିସ୍ତାନ ସହ୍ୟ କରିପାରି ନାହିଁ। ମୋଦି ପୁଣିଥରେ କ୍ଷମତାକୁ ଆସିଲେ ପାକିସ୍ତାନ ପାଇଁ ଅଡୁଆ ହେବାର ଆଶଙ୍କାରେ ଶଙ୍କାକିତ ହୋଇଛି ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁଙ୍କ ସରକାର।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ସିଆରସିସିଙ୍କ ଏତଲା ପରେ ବଢ଼ିଲା ଅଡୁଆ: ଥାନାରେ ଶିକ୍ଷା ବିଭାଗର ୨ ଅଧିକାରୀ

ବରଗଡ଼,୨୯ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନାରେ ଜିଲା ଶିକ୍ଷା ବିଭାଗରେ କାର୍ଯ୍ୟରତ ୩ ଅଧିକାରୀ ଏବଂ କର୍ମଚାରୀଙ୍କ ଉପସ୍ଥିତି ବୁଧବାର ଚର୍ଚ୍ଚାର ବିଷୟ ହୋଇଛି। ସେମାନଙ୍କ ମଧ୍ୟରେ…

କାଳବୈଶାଖୀର ତାଣ୍ଡବ: କେଉଁଠି ଘର ଭାଙ୍ଗିଲା ତ ଆଉ କେଉଁଠି…

ମୋହନା,୨୯ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ ବୁଧବାର ସନ୍ଧ୍ୟାରେ ବିଭିନ୍ନ ଅଞ୍ଚଳରେ ପବନ ଘଡ଼ଘଡ଼ି ସହ କୁଆପଥର ଏବଂ ପ୍ରବଳ ବର୍ଷା ହୋଇଛି। ଫଳରେ ଲୋକେ…

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୨ ଓପିଟିସିଏଲ୍‌ କର୍ମଚାରୀ ଗୁରୁତର

ଦେବଗଡ଼,୨୯ା୪(ଶଶାଙ୍କ ଶେଖର ଝାଙ୍କର): ଉଚ୍ଚ କ୍ଷମତା ସମ୍ପନ୍ନ ବିଦ୍ୟୁତ ସଂସ୍ପର୍ଶରେ ଆସି ୨ ଜଣ ଓପିଟିସିଏଲ ଆଉଟସୋର୍ସିଂ କର୍ମଚାରୀ ଗୁରୁତର ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ ଥାନା…

କିପରି ହେଲା ମୁନା ମୁଣ୍ଡାଙ୍କ ମୃତ୍ୟୁ, ହଠାତ୍ ଅସୁସ୍ଥ ହେବା ପରେ….

ଦେବଗଡ,୨୯ା୪(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଥାନା ଅନ୍ତର୍ଗତ କଳାମାଟି ଗ୍ରାମର ଜଣେ ଯୁବକଙ୍କର ସନ୍ଦେହ ଜନକ ମୃତ୍ୟୁ ଘଟିଛି । ମୃତ ଯୁବକ ଜଣକ କଳାମାଟି ଗ୍ରାମର…

କୋକସରାରେ ମୃଦୁ ଭୂମିକମ୍ପ, ଛାନିଆ ଲୋକେ

କୋକସରା,୨୯ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବୁଧବାର ସନ୍ଧ୍ୟା ୭ଟା ୪୨ରେ ମୃଦୁ ଭୂମିକମ୍ପ ଅନୁଭୂତ ହୋଇଥିବା ଜଣାପଡିଛି । କିଛି ସେକେଣ୍ଡ…

ନଡ଼ିଆ ଗଛରେ ପଡ଼ିଲା ବିଜୁଳି, ଭୟଙ୍କର ଶବ୍ଦ ସହ ହୁତୁହୁତୁ ହୋଇ ଜଳିଲା, ଲୋକେ ଆତଙ୍କିତ

ଗୁଣପୁର,୨୯ା୪(ସଙ୍କେତ ପାତ୍ର): ବୁଧବାର ସନ୍ଧ୍ୟାରେ ରାୟଗଡ଼ା ଜିଲା ଗୁଣପୁର ଶିବାନନ୍ଦ ମନ୍ଦିର ନିକଟସ୍ଥ ଏକ ନଡ଼ିଆ ଗଛରେ ବିଜୁଳି ପଡ଼ିଥିବା ଦେଖିବାକୁ ମିଳିଛି। ଘଟଣାଟି ଦେଖି ଆଖପାଖ…

କୁଆପଥର ବର୍ଷା ପରେ ଝରିଗାଁରେ ମୃଦୁ ଭୂମିକମ୍ପ

ଝରିଗାଁ,୨୯।୪(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ମୃଦୁ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି । ସନ୍ଧ୍ୟା ୭ଟା ୪୨ ମିନିଟ୍ ୨୧ ସେକେଣ୍ଡରେ ଭୂକମ୍ପ…

ଘଡ଼ଘଡ଼ି, ବର୍ଷା ପରେ ଥରିଲା ଥୁଆମୂଳ ରାମପୁର, ଲୋକେ ଆତଙ୍କିତ

ଥୁଆମୂଳ ରାମପୁର,୨୯ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ବୁଧବାର ସନ୍ଧ୍ୟାରେ ପ୍ରକୃତିର ଏକ ଭିନ୍ନ ରୂପ ଦେଖିବାକୁ ମିଳିଛି। ପ୍ରବଳ ପବନ, ଘଡ଼ଘଡ଼ି ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri