କେନ୍ଦ୍ରାଞ୍ଚଳ ଆର୍‌ଡିସିଙ୍କ ଚାନ୍ଦପୁର କୋଭିଡ ମେଡିକାଲ ପରିଦର୍ଶନ

ରଣପୁର,୨୭।୫(ସ୍ବ.ପ୍ର)-ନୟାଗଡ ଜିଲା ଚାନ୍ଦପୁରରେ ୧୦୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍ପିଟାଲକୁ ବୁଧବାର କେନ୍ଦ୍ରାଞ୍ଚଳ ଆରଡିସି ଅନିଲ କୁମାର ସାମଲ ଅଚାନକ ଗସ୍ତରେ ଆସି ପରିଦର୍ଶନ କରିଛନ୍ତି। ପ୍ରଥମେ ଆର୍‌ଡିସି ସାମଲ ଟାଙ୍ଗି ପୂର୍ତ୍ତବିଭାଗ ଡାକ ବଙ୍ଗଳାରେ ପହଞ୍ଚି ଜିଲାର ବରିଷ୍ଠ ଅଧିକାରୀଙ୍କ ସହ କୋଭିଡ ସମ୍ପର୍କରେ ସମୀକ୍ଷା କରିଥିଲେ। ଏହାପରେ ଚାନ୍ଦପୁର ଅଭିମୁଖେ ଯାଇ କୋଭିଡ ହସ୍ପିଟାଲ ପରିଦର୍ଶନ କରିବା ସହ ମେଡିକାଲର ବିଭିନ୍ନ ଓ୍ବାର୍ଡ ବୁଲି ଦେଖିଥିଲେ। ଏହାପରେ ଆରଡିସି ସାମଲ କନ୍ଧ ନୟାଗଡ ରଘୁ ଦିବାକର ହାଇସ୍କୁଲ ପରିସରରେ ଥିବା କ୍ୱାରାଣ୍ଟାଇନ କେନ୍ଦ୍ର ପରିଦର୍ଶନ କରିଥିଲେ। ଆରଡିସିଙ୍କ ସହ ନୟାଗଡ ଉପଜିଲାପାଳ ଲଗ୍ନଜିତ ରାଉତ, ଏଡିଏଏମ ବିଧାନ ଚନ୍ଦ୍ର ରାୟ, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଶ୍ୱେତ କୁମାର ମହାପାତ୍ର, ଚାନ୍ଦପୁର କୋଭିଡ ହସ୍ପିଟାଲର ଅଧିକାରୀ ବି. ସୂରିଆ ରାଓ, ରଣପୁର ତହସିଲଦାର ସଞ୍ଜୟ କୁମାର ସାମନ୍ତରାୟ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ଲକ ଅଧ୍ୟକ୍ଷଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ: ୪୫ ଜଣ ସରପଞ୍ଚ, ସମିତିସଭ୍ୟ ଉପଜିଲାପାଳଙ୍କୁ ଭେଟି…

ନୟାଗଡ,୧୮।୫( ଲୋକନାଥ ମିଶ୍ର): ନୟାଗଡ ବ୍ଲକ ଅଧ୍ୟକ୍ଷ କିଶୋର ସାହୁଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଗତ ପାଇଁ ପ୍ରସ୍ତାବ। ଗତ ୧୧ ତାରିଖରେ ବ୍ୟକ୍ତିଗତ କାରଣ ଦର୍ଶାଇ…

କିଛିଦିନ ହେଲା ଘରୁ ନିଖୋଜ ଥିଲେ ଯୁବକ, ଆଜି ଖଣିରୁ ମିଳିଲା ମୃତଦେହ, ୨ ଅଟକ

ନୟାଗଡ଼,୧୭ା୫(ଲୋକନାଥ ମିଶ୍ର): ଚାନ୍ଦପୁର ଥାନା ରାଇପଡ଼ା କ୍ରସର ନିକଟସ୍ଥ ଖଣିରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ଯୁବକଙ୍କୁ ହତ୍ୟା କରି ଫୋପଡ଼ା ଯାଇଥିବା ସନ୍ଦେହ ଅଭିଯୋଗ। ଏହି…

ଠିକାଦାରଠାରୁ ଆଖିବୁଜା ଲାଞ୍ଚ ନେଇ ରେଡ୍‌ ହ୍ୟାଣ୍ଡ୍‌ରେ ଧରାପଡ଼ିଲେ ଯନ୍ତ୍ରୀ-ସହଯୋଗୀ, ବିଲ୍‌ କରାଇବା ପାଇଁ କହି…

ଖଣ୍ଡପଡ଼ା,୧୭ା୫: ନୟାଗଡ଼ର ଭାପୁର ଆରଡବ୍ଲ୍ୟୁ ସେକ୍ସନର କନିଷ୍ଠ ଯନ୍ତ୍ରୀ କେଶବ ସୁବୁଦ୍ଧି ଏବଂ ତାଙ୍କ ସହଯୋଗୀ ଆଶୁତୋଷ ବଳିଆରସିଂଙ୍କୁ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଗିରଫ କରାଯାଇଛି। ନୟାଗଡ଼…

ଓଡ଼ଗାଁ ହତ୍ୟା: ସିନ୍‌ ରିକ୍ରିଏଶନରେ ପୂରା ଘଟଣା ଦେଖାଇଲେ ଅଭିଯୁକ୍ତ, ଭିଡିଓ ଦେଖିଲେ…

ନୟାଗଡ଼,୧୩ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନାଠାରୁ ପ୍ରାୟ ୨କିମି ଦୂର କଦଳୀବନ୍ଧଠାରେ ଗତ ରବିବାର ରାତିରେ ଘଟିଥିବା ଓଡ଼ଗାଁ ଖେଳପଡ଼ିଆ ସାହିର ଅଜିତ କୁମାର…

ଗୋଡ଼ାଇ ଗୋଡ଼ାଇ ଯୁବକଙ୍କୁ ହତ୍ୟା କଲେ ଖଣି ମାଫିଆ, ଶରୀରର ଅନେକ ସ୍ଥାନରେ ରହିଛି…

ନୟାଗଡ଼,୧୧ା୫(ଲୋକନାଥ ମିଶ୍ର): ମାଙ୍କଡ଼ାପଥର ଚୋରାଚାଲାଣକୁ ବିରୋଧ କରିବାରୁ ରବିବାର ବିଳମ୍ବିତ ରାତିରେ ଓଡ଼ଗାଁ ବିଜୟ ମଣ୍ଡପସାହିର ଅଜିତ ସାହୁ(୩୫)ଙ୍କୁ ଗୋଡ଼ାଇ ଗୋଡ଼ାଇ ହତ୍ୟା କରିଛନ୍ତି ମାଫିଆ। ଏହି…

ପଥର ଖୋଲରେ ନାବାଳକ ଫସିବା ଘଟଣାରେ ଅଗ୍ନିଶମ ଡିଜିଙ୍କ ସୂଚନା; ବୈଷୟିକ ଚ୍ୟାଲେଞ୍ଜ୍‌, ଅଜଗର ପାଖରେ…

ନୟାଗଡ଼,୬ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା କାଣିପଦା ଜଙ୍ଗଲ ପଥରଖୋଲରେ ନାବାଳକ ଫସିବା ଘଟଣା । ଦୀର୍ଘ ୧୦ ଘଣ୍ଟା ପରେ ଆଜି ଅପରାହ୍ନରେ…

ମହୁ ସଂଗ୍ରହ କରିବାକୁ ଯାଇ ପଥରଖୋଲରେ ଫସିଗଲେ ନାବାଳକ, ପଥରସନ୍ଧିରେ ମୁଣ୍ଡ ପଶି…

ନୟାଗଡ଼,୬ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା କାଣିପଦା ଜଙ୍ଗଲ ପଥରଖୋଲରେ ଫସିଯାଇଛନ୍ତି ଜଣେ ନାବାଳକ। ବାଉଁଶଗାଡ଼ିଆ ସ୍ଥିତ ଜଙ୍ଗଲରେ ମହୁ ସଂଗ୍ରହବେଳେ ଫସିଯାଇଛନ୍ତି। ପଥରସନ୍ଧିରେ…

ଚତୁର୍ଥୀ ପୂର୍ବରୁ ଶାଶୁ ଘରୁ କନ୍ୟାକୁ ଉଠାଇ ନେଲା ପୋଲିସ, ବର ମାରିଲା ଛୁ

ନୟାଗଡ଼, ୨।୫(ଲୋକନାଥ ମିଶ୍ର): ନୟାଗଡ଼ ଚାଇଲ୍ଡ ହେଲ୍ପ ଲାଇନ ଦ୍ୱାରା ଇଟାମାଟି ଥାନା ଅଧୀନସ୍ଥ ଡେଂଗେରାଗୋଡି ଅଞ୍ଚଳରେ ଚତୁର୍ଥୀ ପୂର୍ବରୁ ଶାଶୁଘରୁ କନ୍ୟାକୁ ଉଠାଇ ନେଲା ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri