କେନ୍ଦ୍ରାପଡ଼ା ଅଫିସ, ୨୯।୬: କେନ୍ଦ୍ରାପଡ଼ାକୁ ଗଡ଼ିଲା ଟ୍ରେନ୍ ଇଞ୍ଜିନ। ହରିଦାସପୁର-କେନ୍ଦ୍ରାପଡ଼ା ମଧ୍ୟରେ ଶନିବାର ଟ୍ରେନ୍ ଇଞ୍ଜିନ ଗଡ଼ିଛି। ପରୀକ୍ଷାମୂଳକ ଭାବେ ଇଞ୍ଜିନ ଡ୍ରାଇଭ କରାଯାଇଥିବା ସୂଚନା ମିଳିଛି। ତେବେ ୩୦ ତାରିଖ ଅର୍ଥାତ୍ ରବିବାରଠାରୁ ହରିଦାସପୁର- କେନ୍ଦ୍ରାପଡ଼ା ମଧ୍ୟରେ ଟ୍ରେନ୍ ଚଳାଚଳ କରିବ ବୋଲି ଜଣାପଡ଼ିଛି।
ମୋହନାରେ ନୂତନ ଥାନା ଅଧିକାରୀ
ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…
ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା
ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…
ଏଣିକି ନିଜ ଲଢ଼େଇ ନିଜର
ଦିଗପହଣ୍ଡି,୨୦ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଛି। ଅଧ୍ୟାପିକା ଅଞ୍ଜଳୀ ମଣ୍ଡଳଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ…
ମାଟି ଅତଡ଼ା ଖସି ଶ୍ରମିକଙ୍କ ମୃତ୍ୟୁ: ଜଳ ସିଞ୍ଚନ ପ୍ରକଳ୍ପ କାର୍ଯ୍ୟରେ ଅଘଟଣ
ଆନନ୍ଦପୁର,୨୦ା୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ବୁଢ଼ୀକୁଦ ଗଁା ନିକଟରେ ଚାଲିଥିବା ଜମିକୁ ଜଳ ସିଞ୍ଚନ ପ୍ରକଳ୍ପ କର୍ଯ୍ୟରେ ଶୁକ୍ରବାର ଅଘଟଣ ଘଟିଛି। ୧୫…
ସୁଭଦ୍ରା ଯୋଜନାକୁ ନେଇ ସରକାରଙ୍କ ବଡ଼ ଘୋଷଣା, ମହିଳାଙ୍କୁ ମିଳିବ…
ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ମାଝୀ ଚଳିତ ବର୍ଷ ପାଇଁ ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ ଆଗତ କରିଛନ୍ତି । ଏହି…
‘ମଧୁବାବୁ ପେନସନ୍ ଯୋଜନା’କୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବାଦ୍ ପଡ଼ିଥିବା ୬ ଲକ୍ଷ ଯୋଗ୍ୟଙ୍କୁ ମିଳିବ ଭତ୍ତା, ଆଉ କାହାକୁ…
ଭୁବନେଶ୍ୱର,୨୦।୨: ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ଏଥିରେ ‘ମଧୁବାବୁ ପେନସନ୍ ଯୋଜନା’କୁ ନେଇ…
ଫର୍ମଫିଲପରେ ତ୍ରୁଟି : ଓଡ଼ିଆ ବଦଳରେ ହିନ୍ଦୀ ଥିବାରୁ ଯୁକ୍ତ ୨ ପରୀକ୍ଷାରୁ ବଞ୍ଚିତ…
ନନ୍ଦପୁର,୨୦ା୨(ତୁଷାର କାନ୍ତ ମହାନ୍ତି): ଯୁକ୍ତଦୁଇ ପରୀକ୍ଷା ପାଇଁ ଫର୍ମଫିଲପ ବେଳେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ତ୍ରୁଟି ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ୍ ଅଧୀନ ପାଡୁଆ ରାଧାକୃଷ୍ଣ ଉଚ୍ଚ…
ରାଜ୍ୟରେ ଛେଚିବ ପ୍ରବଳ ବର୍ଷା! ଲଘୁଚାପକୁ ନେଇ ଆସିଲା ବଡ଼ ଖବର…
ଭୁବନେଶ୍ୱର,୨୦।୨: ଆସନ୍ତା ୪୮ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା। ବିଷୁବୀୟ ଭାରତ ମହାସାଗର ଓ ସଲଂଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା…
Archives

