କେନ୍ଦ୍ରାପଡାରେ ଇଦ୍‌-ଉଲ୍‌-ଜୁହା ପାଳିତ

କେନ୍ଦ୍ରାପଡ଼ା ଅଫିସ, ୧୨।୮: କେନ୍ଦ୍ରାପଡ଼ା ଜିଲାର ମୁସଲମାନ ବହୁଳ ଅଞ୍ଚଳରେ ଇଦ୍‌-ଉଲ୍‌-ଜୁହା ସୋମବାର ଶାନ୍ତି ଶୃଙ୍ଖଳାର ସହ ପାଳିତ ହୋଇଯାଇଛି। ଏଥିପାଇଁ ବିଭିନ୍ନ ଇଦ୍‌ଗାହଠାରେ ସମୂହ ନମାଜ ପାଠ ପାଇଁ ବ୍ୟବସ୍ଥା ହୋଇଥିଲା। ସଲଫିଆ ଇଦ୍‌ଗାହ ଓ ପୁରୁଣା ଇଦ୍‌ଗାହରେ ସକାଳ ୮ଟାରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ସେହିପରି ନୁଆ ଇଦ୍‌ଗାହରେ ସକାଳ ସାଢ଼େ ୮ଟାରେ ସ୍ବତନ୍ତ୍ର ନମାଜ ପାଠ ଅନୁଷ୍ଠିତ ହୋଇଥିଲା। ଏହି ସମୂହ ନମାଜ ପାଠ କାର୍ଯ୍ୟକ୍ରମରେ ୨୦ ହଜାରରୁ ଊର୍ଦ୍ଧ୍ୱ ମୁସଲମାନ ମହିଳା ଓ ପୁରୁଷ ଭାଗ ନେଇଥିଲେ। ଏଥିନେଇ ବିଭିନ୍ନ ମସ୍‌ଜିଦ, ଦର୍ଘା ଓ ମୀନାରଗୁଡିକ ସୁନ୍ଦର ଆଲୋକ ମାଳାରେ ସଜ୍ଜିତ କରାଯାଇଛି। ଏହି ପର୍ବ ପାଇଁ ଜିଲା ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏସ୍‌ପି ନୀତିଶେଖରଙ୍କ ନେତୃତ୍ୱରେ କେନ୍ଦ୍ରାପଡ଼ା ଏସ୍‌ଡିପିଓ ରାଜୀବଲୋଚନ ପଣ୍ଡା, ୩ ଇନ୍ସପେକ୍ଟର, ୨୯ ଏସ୍‌ଆଇ ଓ ଏଏସ୍‌ଆଇ, ୧୬ ସେକ୍ସନ ଓଏସ୍‌ପି ଓ ଏପିଆର୍‌ ଫୋର୍ସ ମୁତୟନ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଡ଼ୋଶୀ ଦେଶରେ ପେଟ୍ରୋଲ-ଡିଜେଲ ଶସ୍ତା! LPG ସିଲିଣ୍ଡର ଦାମ ୧୦୦ ଟଙ୍କା କମିଲା…

ନୂଆଦିଲ୍ଲୀ, ୨ା୭: ଜୁଲାଇ ପହିଲାରେ ଭାରତରେ ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ ହ୍ରାସ ପାଇଥିବା ବେଳେ, ପଡ଼ୋଶୀ ଦେଶ ନେପାଳର ଲୋକମାନଙ୍କୁ ମଧ୍ୟ ଏକ ବଡ଼ ଆଶ୍ୱସ୍ତି…

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

ହ୍ୱାଟ୍ସଆପ୍‌ର ନୂଆ ‘ୟୁଜରନେମ୍‌’ ଫିଚର ଉପରେ କେନ୍ଦ୍ରର ରୋକ

ନୂଆଦିଲ୍ଲୀ, ୨ା୭ (ପି.ଟି.): ହ୍ୱାଟ୍ସଆପ୍‌ ଚିଫ୍‌ କମ୍ପ୍ଲାଏନ୍ସ ଅଫିସରଙ୍କୁ ପଠାଯାଇଥିବା ସରକାରୀ ନୋଟିସରେ ସ୍ପଷ୍ଟ କୁହାଯାଇଛି ଯେ, ଏକ ପ୍ରମୁଖ ସାମାଜିକ ଗଣମାଧ୍ୟମ ସଂସ୍ଥା ଭାବେ ମେଟା…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

ଅଗଷ୍ଟ ୩୦ରେ ଏନ୍‌ଇଇଟି-ପିଜି ପରୀକ୍ଷା

ନୂଆଦିଲ୍ଲୀ,୨ା୭: ନ୍ୟାଶନାଲ ବୋର୍ଡ ଅଫ୍‌ ଏକ୍ଜାମିନେଶନ୍ସ ଇନ୍‌ ମେଡିକାଲ ସାଇନ୍ସ (ଏନ୍‌ବିଇଏମ୍‌ଏସ୍‌) ନୂଆଦିଲ୍ଲୀ ଚଳିତବର୍ଷର ଏନ୍‌ଇଇଟି-ପିଜି ପରୀକ୍ଷା ପାଇଁ ବୁଧବାର ଆବେଦନ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହି…

ବିନା ବିଦ୍ୟୁତ୍‌ରେ ସମୁଦ୍ର ପାଣି ହେବ ପିଇବାଯୋଗ୍ୟ

ବେଜିଂ, ୨ା୭: ଚାଇନାର ଗବେଷକମାନେ ଏକ ଅଭିନବ ସୌରଶକ୍ତିଚାଳିତ ଜଳ ବିଶୋଧନ ପ୍ରଯୁକ୍ତି ପ୍ରସ୍ତୁତ କରିଛନ୍ତି, ଯାହା ସମୁଦ୍ରର ଲୁଣି ପାଣିକୁ ଅତି ସହଜରେ ପିଇବା ଯୋଗ୍ୟ…

୩ ପରେ ୪ର୍ଥ

ଭୁବନେଶ୍ୱର,୨।୭(ସୁନିତ୍‌ ମିଶ୍ର): ଭାଜପାର ରାଜ୍ୟ ସଭା ସଦସ୍ୟ ସୁଜିତ୍‌ କୁମାର ଗତ ୨୫ ତାରିଖରେ ଚୌଦ୍ୱାର ଥାନାରେ ଜେଲ ଡିଜିଙ୍କ ବିରୋଧରେ ଏକ ଲିଖିତ ଅଭିଯୋଗ ଦେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri