କେନ୍ଦ୍ରୀୟ ଅବକାରୀ ଅଧିକାରୀଙ୍କ ଘରେ ସିବିଆଇ ଚଢାଉ

ରାଉରକେଲା ଅଫିସ,୧୨। ୧-କେନ୍ଦ୍ରୀୟ ଅବକାରୀ ବିଭାଗ ଡେପୁଟି କମିଶନର ଆସିକ ଜମାଲଙ୍କ ଘରେ ଶନିବାର ସିବିଆଇ ଚଢାଉ କରିଥିବା ସୂଚନା ମିଳିଛି। ରାଉରକେଲା ସେକ୍ଟର ୬ ସି/ ୮୧ କ୍ୱାର୍ଟର୍ସରେ ଝାଡ଼ଖଣ୍ଡରୁ ଆସିଥିବା ସିବିଆଇ (କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ) ଟିମ୍‌ ଚଢାଉ କରି କିଛି କାଗଜପତ୍ର ଜବତ କରିଛନ୍ତି ା ଏନେଇ ଜମାଲଙ୍କୁ ପଚରାଉଚରା କରାଯାଇଥିବା ଖବର ମିଳିଛି। କେଉଁ ମାମଲାରେ ଜମାଲଙ୍କ ଘରେ ଚଢାଉ କରାଗଲା ସେ ନେଇ ସିବିଆଇ ପକ୍ଷରୁୁ କିଛି କୁହାଯାଇନି। ତେବେ ମିଳିଥିବା ସୂଚନାନୁସାରେ ଝାଡ଼ଖଣ୍ଡରେ କୌଣସି ଏକ ଦୁର୍ନୀତି ମାମଲାରେ ଜମାଲଙ୍କ ଘର ଉପରେ ଚଢାଉ କରାଯାଇଥିବା କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଶ୍ରମିକଙ୍କ ମୁଣ୍ଡ ଉପରେ ଚଢିଗଲା ଟ୍ରକ୍‌: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଉରକେଲା,୧୪।୭(ସଙ୍ଗୀତା ଜେନା) ବେଦବ୍ୟାସ ଅଞ୍ଚଳରେ ମଙ୍ଗଳବାର ଏକ ହୃଦୟ ବିଦାରକ ଦୁର୍ଘଟଣା ଘଟିଯାଇଛି। ସ’ମିଲ ଛକ ନିକଟରେ ଏକ ଦ୍ରୁତଗାମୀ ଟ୍ରକ ଚଢ଼ିଯିବାରୁ ଜଣେ ମହିଳା ଶ୍ରମିକଙ୍କ…

ବାଇକ୍‌ ଉପରେ ଚଢ଼ିଗଲା ଟ୍ରକ୍‌, ସ୍ବାମୀଙ୍କ ଆଗରେ ଚାଲିଗଲା ସ୍ତ୍ରୀଙ୍କ ଜୀବନ

ରାଉରକେଲା,୧୪।୭: ସୁନ୍ଦରଗଡ଼ ଜିଲା ବ୍ରାହ୍ମଣୀ ତରଙ୍ଗ ଥାନା ଅଞ୍ଚଳରେ ମଙ୍ଗଳବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ହାଇଓ୍ବା ଟ୍ରକ ବାଇକ୍‌କୁ ଧକ୍କା ଦେଇ ଉପରେ ଚଢ଼ିଯାଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri