କେବିସିରେ ଭାଗ ନେଇ ପାରିବେ ନାହିଁ ଅମିତାଭଙ୍କ ପରିବାର

ଅମିତାଭ ବଚ୍ଚନ ଖୁବ୍‌ଶୀଘ୍ର ଲୋକପ୍ରିୟ ରିଅଲିଟି ଶୋ’ ‘କୌନ୍‌ ବନେଗା କରୋଡ଼ପତି’(କେବିସି) ସିଜିନ୍‌ ୧୧ରେ ପୁଣି ଟିଭି ପରଦାକୁ ଫେରିବେ। ମୁମ୍ବାଇରେ ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ଶୋ’ ସହିତ ଜଡ଼ିତ କିଛି ପ୍ରଶ୍ନର ଉତ୍ତର ଦେଇଛନ୍ତି ଅମିତାଭ। ସେ କହିଛନ୍ତି, ତାଙ୍କ ପରିବାରର କୌଣସି ସଦସ୍ୟ ଏହି ଶୋ’ରେ ଭାଗ ନେବାର ଅନୁମତି ନାହିଁ। ସେ ଏକ ପ୍ରୋଜେକ୍ଟକୁ ପ୍ରମୋଟ କରିବାକୁ ଆସିପାରନ୍ତି କିନ୍ତୁ ଜଣେ ପ୍ରତିଯୋଗୀଙ୍କ ପରି ଏହି ଖେଳ ଖେଳିପାରନ୍ତି ନାହିଁ। ଅମିତାଭ ଏକଥା ବି କହିଛନ୍ତି କି, ତାଙ୍କୁ ହଟ୍‌ ସିଟ୍‌ରେ ବସିଲେ ବହୁତ ଡର ଲାଗେ। କାରଣ ତାଙ୍କର ସାଧାରଣ ଜ୍ଞାନ ଏତେ ଭଲ ହୁଏ ନାହିଁ। ଯେତେବେଳେ ୨୦୦୦ ମସିହାରେ ‘କୌନ ବନେଗା କରୋଡ଼ପତି’ଆରମ୍ଭ ହୋଇଥିଲା ସେତେବେଳେ କିଛି ଲୋକ ମୋତେ ଏହି ଶୋ’ କରିବାକୁ ମନା କରିଥିଲେ। ଏମିତିକି ମୋ’ ପରିବାର ସଦସ୍ୟ ମଧ୍ୟ ମୋତେ ମନା କରିଥିଲେ। କିନ୍ତୁ ଶୋ’ ସହିତ ଜଡ଼ିତ ଲୋକମାନେ ବହୁତ ଦାୟିତ୍ୱସମ୍ପନ୍ନ ଥିଲେ। ସେମାନେ ଚାହୁଁଥିଲେ ମୁଁ ଏହି ଶୋ’ କରେ ବୋଲି। ଶୋ’ ଆରମ୍ଭ ହେବା ପରେ ମୋତେ ଏମିତି ପରିବେଶ ମିଳିଲା ଯାହାକୁ ନେଇ ଆଜି ମୁଁ ଗର୍ବ ଅନୁଭବ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କ ପାଇଁ ଆସିଲା ଖୁସି ଖବର! ଦଳରେ ବିଦ୍ରୋହ ଭିତରେ ଏକାଠି ହେଲେ…

କୋଲକାତା,୧୩।୬: ପଶ୍ଚିମବଙ୍ଗ ରାଜନୀତି ଉପରେ ଏବେ ସାରା ଦେଶର ନଜର ରହିଛି। ଏହି ସମୟରେ ତୃଣମୂଳ କଂଗ୍ରେସ (TMC) ଭିତରେ ଗତ କିଛି ଦିନ ହେବ କଳହ…

ମାସକ ଭିତରେ ରାଜ୍ୟର ପ୍ରତିଷ୍ଠାନଗୁଡ଼ିକର ନାମ ସଂଶୋଧନ ହେବ: ରାଜସ୍ୱ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୩।୬: ରାଜ୍ୟର ବିଭିନ୍ନ ପ୍ରତିଷ୍ଠାନ, ସରକାରୀ କାର୍ଯ୍ୟାଳୟ ଓ ସଂସ୍ଥାଗୁଡ଼ିକର ନାମରେ ଥିବା ତ୍ରୁଟିକୁ ସଂଶୋଧନ କରିବା ପାଇଁ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଆସନ୍ତା…

ରାଜ୍ୟବାସୀଙ୍କୁ ବଡ଼ ଝଟ୍‌କା, ଜୁନ ମାସ ଶେଷକୁ ବଢ଼ିକି ଆସିବ ବିଜୁଳି ବିଲ୍‌!

ନୂଆଦିଲ୍‌ଲୀ,୧୩।୬: ଗ୍ରାହକମାନଙ୍କୁ ଖୁବଶୀଘ୍ର ମହଙ୍ଗା ବିଜୁଳିର ଝଟକା ଲାଗିପାରେ। କାରଣ ପଶ୍ଚିମ ଏସିଆରେ ଜାରି ରହିଥିବା ଭୂ-ରାଜନୈତିକ ସଙ୍କଟ ଏବଂ ଯୁଦ୍ଧର ସିଧାସଳଖ ପ୍ରଭାବ ବିଦ୍ୟୁତ ଉତ୍ପାଦନ…

ଭିଜିଲାନ୍ସ ଜାଲରେ ମହିଳା ASI, ଲାଞ୍ଚ ନେଉଥିବା ବେଳେ ପଡ଼ିଲେ ଧରା

ଅନୁଗୋଳ, ୧୩।୬: ଅନୁଗୋଳ ଜିଲାର ଜରପଡ଼ା ଥାନାରେ କାର୍ଯ୍ୟରତ ମହିଳା ASI ସୀତା ନାୟକ ୮,୦୦୦ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସୂଚନା…

ନେତାନ୍ୟାହୁଙ୍କୁ ଫୋନ କରି ବଡ଼ କଥା କହିଲେ ଟ୍ରମ୍ପ, ଇରାନ ସହିତ ଚୁକ୍ତି ଉପରେ କହିଲେ…

ଓ୍ବାଶିଂଟନ,୧୩।୬: ଏକ ଆକ୍ସିଓସ ରିପୋର୍ଟରେ ଦାବି କରାଯାଇଛି ଯେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇସ୍ରାଏଲୀ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କୁ ଏକ କଥାବାର୍ତ୍ତା ସମୟରେ କହିଥିଲେ ଯେ…

ଟ୍ରମ୍ପ କହୁଛନ୍ତି ଇରାନ ଯୁଦ୍ଧ ଶେଷ , ଶୀଘ୍ର ହେବ ଚୁକ୍ତିନାମା; ତେହରାନ କହୁଛି ଏପର୍ଯ୍ୟନ୍ତ କୌଣସି ଚୂଡ଼ାନ୍ତ ନିଷ୍ପତ୍ତି ନାହିଁ

ତେହରାନ,୧୩।୬: ଗତ ତିନି ମାସ ଧରି ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶୁକ୍ରବାର ଦାବି କରିଛନ୍ତି ଯେ ଦୁଇ…

ଫିଟିଲା ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକାଙ୍କ ଗୁମର: ମୃତ୍ୟୁ ପୂର୍ବରୁ ବୟଫ୍ରେଣ୍ଡ୍‌ଙ୍କୁ …

ଭୁବନେଶ୍ୱର,୧୩।୬: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ଭଞ୍ଜବାଳା ହେମ୍ବ୍ରମ୍‌ଙ୍କ ମୃତ୍ୟୁ ଘଟଣାରେ ପର୍ଦ୍ଦାଫାଶ ହୋଇଛି। ଭୀମସେନଙ୍କ ପାଇଁ ଚନ୍ଦ୍ରିକାଙ୍କ ମୃତ୍ୟୁ ହୋଇଥିବା ପ୍ରାଥମିକ ତଦନ୍ତରୁ ତଥ୍ୟ ମିଳିଛି ବୋଲି…

ମମତା ବାନାର୍ଜୀଙ୍କ ଠାରୁ ଅଲଗା ହେବେ କି ବାବୁଲ ସୁପ୍ରିୟୋ? TMC ଏମପି ନିଜେ ଏକ ବିବୃତ୍ତି ଜାରି କରି କହିଲେ…

କୋଲକାତା,୧୩।୬: ପଶ୍ଚିମବଙ୍ଗ ନିର୍ବାଚନରେ ଭାଜପା ବିପକ୍ଷରେ ଦମନମୂଳକ ପରାଜୟ ପରେ, ଟିଏମସି କ୍ରମାଗତ ଭାବରେ ଭାଙ୍ଗିପଡ଼ିଛି। ମମତା ବାନାର୍ଜୀଙ୍କ ନିକଟତମ ସହଯୋଗୀମାନେ ଗୋଟିଏ ପରେ ଗୋଟିଏ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri