Posted inଜାତୀୟ

କେମିତି ସମୟ କାଟୁଛନ୍ତି ମୁଫତି, ଅବଦୁଲ୍ଲା

ଶ୍ରୀନଗର,୧୮।୮: ପାଖାପାଖି ୧୨ ଦିନ ହେବ ନଜରବନ୍ଦୀ ଅଛନ୍ତି ଜମ୍ମୁ-କଶ୍ମୀରର ୨ ପୂର୍ବତନ ମୁଖ୍ୟମନ୍ତ୍ରୀ ଉମର ଅବଦୁଲ୍ଲା ଓ ମେହେବୁବା ମୁଫତି। ହେଲେ ଏବେ ସେମାନେ କେମିତି ସମୟ କାଟୁଛନ୍ତି ତାହା ଜାଣିବା ପାଇଁ କେତେକଙ୍କର ଆଗ୍ରହ ଥିବ। ପ୍ରଥମେ ଉଭୟ ନେତାଙ୍କୁ ଏକାଠି ନଜରବନ୍ଦୀ ରଖାଯାଇଥିବା ବେଳେ ଏବେ ଦୁହେଁ ଅଲଗା ଅଲଗା ରହୁଛନ୍ତି। ତେବେ ଉମର ଅବଦୁଲ୍ଲା ଏବେ ଭିଡିଓ ଗେମ୍‌ ଖେଳିବା ସହ ବହୁ ପରିମାଣରେ ଫିଲ୍ମ ଦେଖି ସମୟ କାଟୁଛନ୍ତି ବୋଲି ଜଣାପଡିଛି। କେବଳ ସେତିକି ନୁହେଁ ଅବଦୁଲା ନିଜକୁ ଫିଟ୍‌ ରଖିବାକୁ ଜିମ୍‌ରେ ମଧ୍ୟ ବହୁ ସମୟ କାଟୁଛନ୍ତି। ଏହାସହ ମେହେବୁବା ମୁଫତି ମଧ୍ୟ ଅନେକ ସମୟ ବହି ପଢୁଥିବା ଜଣାପଡିଛି। ସୂଚନାଯୋଗ୍ୟ, ପ୍ରଥମେ ଏମାନଙ୍କୁ ହରି ନିବାସ ମହଲରେ ରଖାଯାଇଥିଲା। ହେଲେ ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ହଟାଯିବା ପରେ ଦୁଇ ନେତାଙ୍କ ମଧ୍ୟରେ କଥା କଟାକଟି ଆରମ୍ଭ ହୋଇଯାଇଥିଲା। ଏହାପରେ ଅବଦୁଲ୍ଲାଙ୍କୁ ଚଶମେ ସାହିକୁ ସ୍ଥାନାନ୍ତର କରାଯାଇଥିଲା ହେଲେ ମେହେବୁବା ଏବେବି ହରି ନିବାସ ମହଲରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଣି ପାଇଁ ତାତିଲେ ମହିଳା, ହାଣ୍ଡି-ମାଠିଆ ଧରି ରାସ୍ତାରେ ବସିଲେ

ପୁରୁଷୋତ୍ତମପୁର,୩୦ା୯(ସବିତା ପାଣି): ପାଣି ପାଇଁ ଫୁଟିଲା ଅସନ୍ତୋଷ। ହାଣ୍ଡି-ମାଠିଆ ଧରି ରାଜରାସ୍ତାକୁ ଓହ୍ଲାଇଲେ ମହିଳା। ଦୁଇ ମାସ ଧରି ପାନୀୟଜଳ ମିଳୁ ନ ଥିବା ଅଭିଯୋଗରେ ଗଞ୍ଜାମ…

ବଦଳିବ ରାହୁ-କେତୁଙ୍କ ଚାଲି: କନ୍ୟା,ମୀନ ରାଶିଙ୍କ ସମେତ ୬ ରାଶିଙ୍କ ଗୋଲଡେନ ଟାଇମ୍‌ ଆରମ୍ଭ, ଧନବର୍ଷା ସହ ବଡ଼ ଚାକିରିର ଅଫର୍‌

ରାହୁ ମକର ରାଶିକୁ ଏବଂ କେତୁ କର୍କଟ ରାଶିକୁ ଆସିବା ଫଳରେ ଡିସେମ୍ୱର ମାସରେ ଅନେକ ରାଶିଙ୍କ ପାଇଁ ଭଲ ସମୟ ଆରମ୍ଭ ହେବ। ଭାଗ୍ୟଶାଳୀ ରାଶିମାନଙ୍କ…

ବିଦ୍ୟାଭାରତୀଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ବଡ଼ ଝଟ୍‌କା: ଆବେଦନ ଖାରଜ

ଭୁବନେଶ୍ୱର,୩୦।୯: : ବହୁଚର୍ଚ୍ଚିତ ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ତାଙ୍କ ପତ୍ନୀ ବିଦ୍ୟାଭାରତୀ ମହାପାତ୍ରଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ବିଦ୍ୟାଭାରତୀଙ୍କ ପକ୍ଷରୁ ଦାଖଲ ହୋଇଥିବା…

ମେସେଜ ପାଇଁ ଟଙ୍କା ନେବ ହ଼୍ବାଟସଆପ୍‌! ୧ ଅକ୍ଟୋବରରୁ ବଦଳିବ ନିୟମ; ସାଧାରଣ ୟୁଜର୍ସଙ୍କୁ ପଡ଼ିବ ପ୍ରଭାବ?

ନୂଆଦିଲ୍‌ଲୀ,୩୦।୯: ଯଦି ଆପଣ ହ଼୍ବାଟସଆପ (WhatsApp)ରେ କୌଣସି କମ୍ପାନୀଠାରୁ ଅର୍ଡର ଅପଡେଟ, ଡେଲିଭରି ସୂଚନା କିମ୍ୱା କଷ୍ଟମର ସର୍ଭିସ ନେଉଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଆଶ୍ୱସ୍ତିକର…

ଲୋଇସିଂହାର ଗର୍ବ ଇଫ୍ରାତା: ‘ଇଣ୍ଡିଆ ଟ୍ୟାଲେଣ୍ଟ ଫାଇଟ’ରେ ଚମକିଲେ

ଲୋଇସିଂହା,୩୦।୯(ସୁଶାନ୍ତ ବାରିକ):ଜାତୀୟସ୍ତରୀୟ ରିଆଲିଟି ଶୋ’ ଟ୍ୟାଲେଣ୍ଟ ଫାଇଟସୁପର ମଡେଲ’ ଜୁନିୟର କାଟାଗୋରିରେ ଚାମ୍ପିୟନ ହୋଇ ଲୋଇସିଂହା ତଥା ବଲାଙ୍ଗୀର ଜିଲା ପାଇଁ ଗୌରବ ଆଣିଛନ୍ତି ଇଫ୍ରାତା। ତାଙ୍କ…

ଟ୍ରେନଯାତ୍ରୀଙ୍କ ପାଇଁ ବଡ଼ ସୂଚନା: ଅକ୍ଟୋବର ୧ରୁ କଡ଼ା ଚେକିଂ, ଟିକେଟ୍‌ ସାଙ୍ଗରେ ଏହି ID ନ ରଖିଲେ ଫସିବେ!

ନୂଆଦିଲ୍ଲୀ,୩୦।୯: ଯଦି ଆପଣ ଆଗାମୀ ଦିନରେ ଟ୍ରେନରେ ଯାତ୍ରା କରିବାକୁ ଯୋଜନା କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଜରୁରୀ। କେନ୍ଦ୍ରୀୟ ରେଳବାଇ ପକ୍ଷରୁ…

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ସରିଲା କ୍ଷୀତିଶଙ୍କ ରିମାଣ୍ଡ ଅବଧି, ପୋଲିସ ହାତରେ ଲାଗିଲା କିଛି ନୂଆ ତଥ୍ୟ

ବଲାଙ୍ଗୀର,୩୦ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ନିସ୍ତୁକ ମାଡ଼ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କ…

ବିବାଦ ଭିତରେ ନିର୍ବାଚନ କମିଶନରଙ୍କ ବଡ଼ ନିଷ୍ପତ୍ତି, ଭୋଟର ଲିଷ୍ଟକୁ ନେଇ କହିଲେ ବଡ଼କଥା…

ନୂଆଦିଲ୍ଲୀ,୩୦।୯: ନିର୍ବାଚନ ଆୟୋଗ ‘ସ୍ପେଶାଲ ଇଣ୍ଟେନସିଭ ରିଭିଜନ’ (SIR) ପ୍ରକ୍ରିୟା ଶେଷ କରିସାରିଥିବା ରାଜ୍ୟଗୁଡ଼ିକରେ ନୂଆ ଭୋଟରମାନଙ୍କ ପାଇଁ ଫର୍ମ-୬ ସହିତ ଯୋଡ଼ା ଯାଇଥିବା ଅତିରିକ୍ତ ଘୋଷଣାନାମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?