Posted inଜାତୀୟ

କେମିତି ହୋଇଥିଲା ହାଇଦ୍ରାବାଦ ଗଣବଳାତ୍କାର ଅଭିଯୁକ୍ତଙ୍କୁ ଏନକାଉଣ୍ଟର

ହାଇଦ୍ରାବାଦ୍‌,୬।୧୨: ୮ ଦିନ ତଳେ ତେଲେଙ୍ଗାନରେ ଡାକ୍ତରାଣୀଙ୍କୁ ଗଣବଳାତ୍କାର ଓ ହତ୍ୟା ଘଟଣା ସାରା ଦେଶରେ ଚହଳ ସୃଷ୍ଟି କରିଥିଲା। ଏହି ଘଟଣାରେ ସମ୍ପୃକ୍ତ ଥିବା ୪ ଅଭିଯୁକ୍ତ ଆରିଫ, ଜୋଲ୍ଲୁ ଶିବା, ଜୋଲ୍ଲୁ ନବୀନ ଏବଂ ଚିନ୍ତାକୁନ୍ତା ଚେନ୍ନାକେଶବୁଲୁଙ୍କୁ ପୋଲିସ ଗିରଫ କରିଥିଲା। ଏହି ୪ ଅଭିଯୁକ୍ତଙ୍କୁ ଫାଶୀ ଦେବା ପାଇଁ ସାରା ଦେଶରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ପୋଲିସ ଗୁରୁବାର ରାତିରେ ୪ ଅଭିଯୁକ୍ତଙ୍କୁ ଘଟଣାସ୍ଥଳକୁ ନେଇ ତଦନ୍ତ କରୁଥିବାବେଳେ ସେମାନେ ଫେରାର ହେବାକୁ ଉଦ୍ୟମ କରିଥିଲେ। ଫଳରେ ପୋଲିସ ବାଧ୍ୟ ହୋଇ ସେମାନଙ୍କ ଉପରକୁ ଗୁଳି ଚଳାଇଥିଲା। ଭୋର ପ୍ରାୟ ୩ଟାରୁ ୬ ଟା ମଧ୍ୟରେ ଏହି ଘଟଣା ଘଟିଛି। ଯେଉଁ ସ୍ଥାନରେ ଅଭିଯୁକ୍ତମାନେ ଡାକ୍ତରାଣୀଙ୍କୁ ମାରିଥିଲେ ସେହିଠାରେ ହିଁ ୪ ଜଣଙ୍କୁ ଏନକାଉଣ୍ଟର କରାଯାଇଛି। ସୂଚନାଯୋଗ୍ୟ, ଗତ ୨୭ ତାରିଖ ରାତି ୯ଟା ୨୦ରେ ଅଭିଯୁକ୍ତମାନେ ଡାକ୍ତରାଣୀଙ୍କୁ ସ୍କୁଟର ଚକ ମରାମତି କରିଦେବା ବାହାନାରେ ତାଙ୍କୁ ମଦ ପିଆଇ ବଳାତ୍କାର କରିବା ପରେ ସାଢ଼େ ୧୦ଟାବେଳକୁ ତାଙ୍କୁ ପୋଡ଼ି ମାରିଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମଦିନରେ ପ୍ରଶଂସକଙ୍କୁ ବଡ଼ ଉପହାର ଦେଲେ ଦୀପିକା

ବଲିଉଡର ସବୁଠାରୁ ପ୍ରତିଭାଶାଳୀ ଅଭିନେତ୍ରୀମାନଙ୍କ ମଧ୍ୟରୁ ଦୀପିକା ପାଦୁକୋଣ ଅନ୍ୟତମ। ଦୀପିକି ନିଜ ଜନ୍ମଦିନ ପ୍ରଶଂସକଙ୍କୁ ଏକ ବଡ଼ ଉପହାର ଦେଇଛନ୍ତି। ଜଣେ ଅଭିନେତ୍ରୀ, ପ୍ରଯୋଜକ,...

ବବି ଦାସଙ୍କୁ କଡ଼ା କାଉଣ୍ଟର କଲେ ପ୍ରୀତିରଞ୍ଜନ ଘଡ଼ାଇ, କହିଲେ କୋରେଇରେ ଯେଉଁମାନେ ଥିଲେ ସମସ୍ତେ…

ଯାଜପୁର,୫ା୧: ବିଜେଡି ନେତା ବବି ଦାସଙ୍କ ମନ୍ତବ୍ୟକୁ କଡ଼ା କାଉଣ୍ଟର କରିଛନ୍ତି ପୂର୍ବତନ ବିଧାୟକ ପ୍ରୀତିରଞ୍ଜନ ଘଡ଼ାଇ। ବବି କୋରେଇର ପୂର୍ବତନ ବିଧାୟକମାନଙ୍କୁ ପରୋକ୍ଷରେ ଟାର୍ଗେଟ୍‌...

ମୁସ୍ତାଫିଜୁରଙ୍କୁ KKR ବାଦ୍ ଦେବାପରେ ପାଲଟା ପଦକ୍ଷେପ, ବାଂଲାଦେଶରେ IPL ପ୍ରସାରଣ ଉପରେ ଲାଗିଲା ବ୍ୟାନ

ନୂଆଦିଲ୍ଲୀ,୫।୧: ଦ୍ରୁତ ବୋଲର ମୁସ୍ତାଫିଜୁର ରହମାନଙ୍କୁ IPLରୁ ବାସନ୍ଦ କରାଯିବା ପରେ ବାଂଲାଦେଶ ବିଚଳିତ ଅବସ୍ଥାରେ ଅଛି। ଏହି ଘଟଣାର ପ୍ରତିକ୍ରିୟାରେ ବାଂଲାଦେଶ କ୍ରିକେଟ୍ ଅଜବ...

ଜଣ୍ଡିସ୍‌ ଆକ୍ରାନ୍ତ ଘଟଣା: ଜବାହର ନବୋଦୟ ବିଦ୍ୟାଳୟରେ ପହଞ୍ଚିଲା ବିଶେଷଜ୍ଞ ଟିମ୍‌

ଖୋର୍ଦ୍ଧା,୫ା୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧାସ୍ଥିତ ପିଏମ୍‌ଶ୍ରୀ ଜବାହର ନବୋଦୟ ବିଦ୍ୟାଳୟରେ ଜଣ୍ଡିସ୍‌ ଆକ୍ରାନ୍ତ ଘଟଣାରେ ସ୍କୁଲରେ ପହଞ୍ଚିଛନ୍ତି ଭୁବନେଶ୍ୱର ସ୍ବାସ୍ଥ୍ୟ ବିଶେଷଜ୍ଞ ଓ ଓ୍ବାଟ୍‌କୋ ଟିମ୍‌। ୧୨ଟି...

ଆମ ବସରେ ନିଜେ ଯାଇ ସ୍ଥିତି ପରଖିଲେ ପରିବହନ କମିଶନର, କହିଲେ ବିଳମ୍ବ ହେଲେବି ବେଗ….

ଭୁବନେଶ୍ୱର,୫ା୧: ଆମ ବସ୍ ଦୁର୍ଘଟଣା ପରେ ଆକ୍ସନ ମୋଡକୁ ଆସିଛି ପରିବହନ ବିଭାଗ । ସାରା ରାଜ୍ୟରେ ମୋ ବସ୍ ଡ୍ରାଇଭରଙ୍କୁ ଯାଞ୍ଚ କରାଯାଉଥିବା ବେଳେ...

ପୁଅ ଅନନ୍ତଙ୍କ ସହ ଶ୍ରୀ କଷ୍ଟଭଞ୍ଜନ ଦେବ ହନୁମାନଜୀ ମନ୍ଦିର ପରିଦର୍ଶନ କଲେ ମୁକେଶ ଅମ୍ବାନୀ, ଦାନ କଲେ ୫ କୋଟି ଟଙ୍କା

ମୁମ୍ବାଇ,୫।୧: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଅଧ୍ୟକ୍ଷ ଏବଂ ପରିଚାଳନା ନିର୍ଦ୍ଦେଶକ ମୁକେଶ ଅମ୍ବାନୀ ଏକ ଗଭୀର ଆଧ୍ୟାତ୍ମିକ ଭାବନା ସହିତ ୨୦୨୬ ବର୍ଷ ଆରମ୍ଭ କରିଛନ୍ତି। ସେ...

ନିଜର ସ୍ଥିତି ଭୁଲିଗଲା ପାକିସ୍ତାନ, ଭାରତକୁ ପୁଣିଦେଲା ଧମକ

ଇସଲାମାବାଦ,୫।୧: ମହମ୍ମଦ ୟୁନୁସଙ୍କ ନେତୃତ୍ୱରେ ବାଂଲାଦେଶରେ ରାଜନୈତିକ ପରିବର୍ତ୍ତନ ମଧ୍ୟରେ, ପାକିସ୍ତାନ ସହିତ ଏହାର ଘନିଷ୍ଠତା କ୍ରମଶଃ ଦୃଶ୍ୟମାନ ହେଉଛି। ଏହି ପରିପ୍ରେକ୍ଷୀରେ, ପାକିସ୍ତାନ ମୁସଲିମ...

୧୮ ଦଫା ଦାବି ନେଇ ଡାକ୍ତରଙ୍କ ଧର୍ମଘଟ: ୨ ଘଣ୍ଟା ଆନ୍ଦୋଳନ ପାଇଁ ରୋଗୀ ହୀନସ୍ତା

ଦାରିଙ୍ଗବାଡ଼ି,୫ା୧(ଅରୁଣ ସାହୁ): ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନ (ଓଏମ୍‌ଏସଏ)ପକ୍ଷରୁ ୧୮ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ସକାଳ ୯ଟାରୁ ଏହି ଆନ୍ଦୋଳନ ଆରମ୍ଭ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri