Posted inଜାତୀୟ

କେମେଷ୍ଟ୍ରୀ ସାମ୍ନାରେ ହାରିଗଲା ପାଟିଗଣିତ: ମୋଦି

ବାରାଣସୀ,୨୭।୫: ଭାଜପାର ବିପୁଳ ବିଜୟ ପରେ ମେ ୩୦ରେ ନୂଆ ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦି ଶପଥ ନେବେ। ଦଳର ଏହି ବିଜୟ ପାଇଁ ଭାଜପାକର୍ମୀଙ୍କ ଲୋକ ସମ୍ପର୍କ, ଲୋକ ଶିକ୍ଷା, ଲୋକ ସଂଗ୍ରହ ତଥା ଲୋକ ସମର୍ପଣ ଦାୟୀ ବୋଲି ମୋଦି ଏକ ସଭାରେ ଉପସ୍ଥିତ ଲୋକଙ୍କ ଉଦ୍ଦେଶ୍ୟରେ କହିଛନ୍ତି। ଏସବୁ ହେଉଛି ସାମାଜିକ କେମେଷ୍ଟ୍ରୀ। ଏହି ସାମାଜିକ କେମେଷ୍ଟ୍ରୀ ସାମ୍ନାରେ ନିର୍ବାଚନୀ ପାଟିଗଣିତ ହାର୍‌ ମାନିଥିବା ମୋଦି କହିଛନ୍ତି। ରାଜନୈତିକ ମିଶାଣ ଫେଡ଼ାଣ ଚଳିତ ନିର୍ବାଚନରେ ହାର୍‌ ମାନିଥିବା ମୋଦି କହିଛନ୍ତି। ଲୋକ ସେବକ ଭାବେ କାର୍ଯ୍ୟ କରିଥିବାରୁ ଭାଜପାକୁ ପୁଣିଥରେ ଏହି ସଫଳତା ମିଳିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ଯେତିକି ତେଲ ଆବଶ୍ୟକ ସେତିକି ଯୋଗାଇବାକୁ ଆମେରିକା ପ୍ରସ୍ତୁତ: ମାର୍କୋ ରୁବିଓ

ଓ୍ବାଶିଂଟନ, ୨୨।୫: ଭାରତ ଗସ୍ତ ପୂର୍ବରୁ, ଆମେରିକାର ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ ଏକ ବଡ଼ ଘୋଷଣା କରିଛନ୍ତି । ସେ ସ୍ପଷ୍ଟ କରିଛନ୍ତି ଯେ ନୂଆଦିଲ୍ଲୀ…

ଫିଲ୍ମରେ ଅଭିନୟ କରୁଥିଲେ ଫେରାର କଏଦୀ: ୧୨ ବର୍ଷ ପରେ…

ଅହମ୍ମଦାବାଦ, ୨୨/୫ (ପି.ଟି.):ସିନେମା ଜଗତର ଚମକପ୍ରଦ ଦୁନିଆରେ ନିଜ ପରିଚୟ ଲୁଚାଇ ବୁଲୁଥିବା ଜଣେ କଏଦୀକୁ ଶେଷରେ ଗିରଫ କରିଛି ଗୁଜରାଟ ପୋଲିସ। ହତ୍ୟା ମାମଲାରେ ଆଜୀବନ…

ନରୱେର ରାଜଦମ୍ପତିଙ୍କୁ ଓଡ଼ିଶାର କଳାକୃତି ଉପହାର ଦେଲେ ମୋଦି

ନୂଆଦିଲ୍ଲୀ, ୨୨ା୫:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜର ପାଞ୍ଚ ଦେଶ ଗସ୍ତର ଚତୁର୍ଥ ପର୍ଯ୍ୟାୟରେ ନରୱେର ମହାରାଜା ହାରାଲ୍ଡ (୫ମ)ଙ୍କୁ ସାକ୍ଷାତ କରିଛନ୍ତି। ଏହି ଅବସରରେ ସେ ମହାରାଜାଙ୍କୁ…

ଇବୋଲା ଭୟ: ଭାରତ-ଆଫ୍ରିକା ଫୋରମ ସମ୍ମିଳନୀ ସ୍ଥଗିତ

ନୂଆଦିଲ୍ଲୀ, ୨୨ା୫ (ପି.ଟି.):ଆଫ୍ରିକୀୟ ଦେଶଗୁଡ଼ିକରେ କାୟା ମେଲାଇଥିବା ମାରାତ୍ମକ ‘ଇବୋଲା’ ସଂକ୍ରମଣକୁ ଦୃଷ୍ଟିରେ ରଖି ଭାରତ ଏବଂ ଆଫ୍ରିକୀୟ ୟୁନିୟନ (ଏୟୁ) ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି।…

କଂସେଇଖାନା ଇଦ୍‌ର ଅଂଶ ନୁହେଁ : ହାଇକୋର୍ଟ

କୋଲକାତା,୨୨।୫: ଗୋହତ୍ୟା କୌଣସି ଧାର୍ମିକ ଉତ୍ସବର ଅଂଶ ହୋଇ ନ ପାରେ । ସର୍ବସାଧାରଣ ସ୍ଥାନରେ ପଶୁହତ୍ୟାକୁ ସମ୍ପୂର୍ଣ୍ଣ ବନ୍ଦ କରିବାକୁ କହି କଲିକାତା ହାଇକୋର୍ଟ ପଶ୍ଚିମବଙ୍ଗରେ…

ସଂସ୍କାର ଆଣି ଲୋକଙ୍କ ଜୀବନକୁ ସହଜ କର, ମନ୍ତ୍ରୀମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ପରାମର୍ଶ

ନୂଆଦିଲ୍ଲୀ, ୨୨।୫(ପି.ଟି.): ଜନସାଧାରଣଙ୍କ ଜୀବନକୁ ଆରାମଦାୟକ କରିବା ପାଇଁ ପରବର୍ତ୍ତୀ ପିଢ଼ିର ସଂସ୍କାରମୂଳକ ପଦକ୍ଷେପ ନେବାକୁ ଗୁରୁବାର ମନ୍ତ୍ରୀ ପରିଷଦ ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି…

କସ୍‌ମେଟିକ ଇଞ୍ଜେକ୍ସନ ଉପରେ ରୋକ୍‌, ଉଲ୍ଲଂଘନ କଲେ….

ନୂଆଦିଲ୍ଲୀ, ୨୨।୫ (ପି.ଟି.): ସାମାଜିକ ଗଣମାଧ୍ୟମ ଓ ସହରାଞ୍ଚଳରେ ଚେହେରାକୁ ଅଧିକ ସୁନ୍ଦର ଓ ଚମକଦାର କରିବା ପାଇଁ ବିଉଟି ପାର୍ଲର ଏବଂ ୱେଲନେସ୍‌ ସେଣ୍ଟରଗୁଡ଼ିକରେ ବ୍ୟାପକ…

ତୈଳ ସଙ୍କଟକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ୮ ସୂତ୍ରୀ ନିର୍ଦ୍ଦେଶ, ଜୁନ୍ ପହିଲାରୁ ସରକାର…

ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା): ସରକାରୀ ଅଧିକାରୀମାନେ ଏଣିକି ବିଭିନ୍ନ ସ୍ଥାନକୁ ପରିଦର୍ଶନରେ ଗଲାବେଳେ ବସ୍‌ କିମ୍ବା ରେଳରେ ଯିବେ। ଏହାସହିତ ଜୁନ୍‌ ପହିଲାରୁ ସରକାର କେବଳ ବୈଦ୍ୟୁତିକ ଯାନ(ଇଭି)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri