Posted inଜାତୀୟ

କେରଳ ହାତୀ ମୃତ୍ୟୁ ମାମଲା: ରାଜ୍ୟକୁ କେନ୍ଦ୍ର ମାଗିଲା ରିପୋର୍ଟ

ନୂଆଦିଲ୍ଲୀ,୪।୬: କେରଳରେ କେତେଜଣ ଦୁର୍ବୁତ୍ତ ଗର୍ଭବତୀ ହାତୀକୁ ବାଣଭର୍ତ୍ତି ଥିବା ସପୁରୀ ଖୁଆଇବା ଘଟଣା ଏବେ ଚର୍ଚ୍ଚାର ପରିସରକୁ ଆସିଯାଇଛି। ଏମିତିକି କେନ୍ଦ୍ର ପରିବେଶ ମନ୍ତ୍ରୀ ପ୍ରକାଶ ଜାଭେଡକର କହିଛନ୍ତି ଦୋଷୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ। ଗୁରୁବାର ଜାଭେଡକର କହିଛନ୍ତି, କେରଳ ହାତୀ ମୃତ୍ୟୁ ମାମଲାକୁ ସରକାର ଗମ୍ଭୀରତାର ସହ ବିଚାରକୁ ନେଇଛନ୍ତି। ଏଭଳି ଭାବେ ଯାଞ୍ଚ କାର୍ଯ୍ୟ ଆରମ୍ଭ କରାଯାଇଛି ଯେଉଁଥିରେ ଅପରାଧୀ ଯେମିତି ଖସି ନ ଯାଏ। ଜଙ୍ଗଲି ଜନ୍ତୁଙ୍କୁ ବାଣ ଖୁଆଇ ମାରିବା ଭାରତୀୟ ସଂସ୍କୃତିରେ ନାହିଁ ବୋଲି ସେ କହିଛନ୍ତି। ଏହାକୁ ନେଇ କେରଳ ସରକାର କହିଛନ୍ତି ହାତୀ ମୃତ୍ୟୁ ମାମାଲାର ଯାଞ୍ଚ ବନ୍ୟଜୀବ ଅପରାଧ ଯାଞ୍ଚ ଦଳ କରିବେ। ଏହାକୁ ଗମ୍ଭୀରତାର ସହ ନେଇ କେନ୍ଦ୍ର ସରକାର କେରଳ ସରକାରଙ୍କୁ ଏହାର ଏକ ରିପୋର୍ଟ ମାଗିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟବଂଶୀଙ୍କୁ ପୁଣି ବଡ଼ ସୁଯୋଗ? ଆଫଗାନିସ୍ତାନ ବିପକ୍ଷ ମ୍ୟାଚ୍‌ରେ ଟିମ୍‌ରେ ମିଳିବ…

ନୂଆଦିଲ୍ଲୀ,୧୦।୬: ତିଲକ ବର୍ମାଙ୍କ ଅଧିନାୟକତ୍ୱରେ, ଭାରତ ଶ୍ରୀଲଙ୍କାରେ ଖେଳାଯାଉଥିବା ତ୍ରି-ସିରିଜର ଏକ ଚମତ୍କାର ଆରମ୍ଭ କରିଛି। ଭାରତୀୟ ଦଳ ସେମାନଙ୍କର ପ୍ରଥମ ମ୍ୟାଚରେ ଆୟୋଜକ ଶ୍ରୀଲଙ୍କା ଏ…

ସାଙ୍ଗମାନଙ୍କ ସହ ଗାଧୋଇବାବେଳେ ପାଣିରେ ବୁଡ଼ି ୨ ଜଣଙ୍କ ଜୀବନ ଗଲା

ନୀଳଗିରି,୧୦ା୬(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ରାଧାକିଶୋରପୁର ପଞ୍ଚାୟତ ସୋନ ନଦୀ ରଣିତ ଘାଟରେ ଘଟିଛି ଅଘଟଣ। ବୁଧବାର ମଧ୍ୟାହ୍ନରେ ଦୁଇ ସାଙ୍ଗ ଜାମୁକୋଳି…

ମୋଦି ସରକାରଙ୍କ ୧୨ ବର୍ଷ ପୂର୍ତ୍ତି ଅବସରରେ କ୍ୟାବିନେଟରେ ବଡ଼ ନିଷ୍ପତ୍ତି, ମେଟ୍ରୋ….

ନୂଆଦିଲ୍ଲୀ,୧୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଏନଡିଏ ସରକାରଙ୍କ ୧୨ ବର୍ଷ ପୂରଣ ଉପଲକ୍ଷେ ବୁଧବାର କେନ୍ଦ୍ର କ୍ୟାବିନେଟର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ…

ବିଧାୟିକାଙ୍କ ହସ୍ତକ୍ଷେପ ପରେ ମିଳିଲା ମୁଖ୍ୟମନ୍ତ୍ରୀ ରିଲିଫ ସହାୟତା

ରିଷିଡ଼ା,୧୦ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳରେ ବିଭିନ୍ନ କାରଣରୁ ମୃତ୍ୟୁବରଣ କରିଥିବା ବ୍ୟକ୍ତିମାନଙ୍କୁ ସରକାରୀ ସହାୟତା ମିଳିବାରେ ବହୁ ବିଳମ୍ବ ହୋଇଥାଏ। କିନ୍ତୁ ସ୍ଥାନୀୟ…

ରାହୁଲଙ୍କ ହାତ ଧରିବ ଟିଏମସି, ମମତା ହେବେ ଉପାଧ୍ୟକ୍ଷ, ଡିଲ୍‌ ଫାଇନାଲ!

କୋଲକାତା,୧୦।୬: କଂଗ୍ରେସରେ ଟିଏମସି (TMC) ର ମିଶ୍ରଣକୁ ନେଇ ଚର୍ଚ୍ଚା ଜୋର ଧରିଛି। ମିଳିଥିବା ସୂଚନା ଅନୁସାରେ, ସୋନିଆ ଗାନ୍ଧୀଙ୍କ ପକ୍ଷରୁ ମିଳିଥିବା ପ୍ରସ୍ତାବ ଉପରେ ମମତା…

ସରକାରୀ ସହାୟତା ଯୋଗାଇବା ନାଁରେ ଦଲାଲ ଠକି ନେଇଥିଲେ ଟଙ୍କା , ଥାନାରେ ଫେରାଇ…

ରିଷିଡ଼ା,୧୦ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ଜନୈକ ମହିଳାଙ୍କଠାରୁ ଓ ବିଭିନ୍ନ ଅଞ୍ଚଳର ଲୋକମାନଙ୍କଠୁ ସରକାରୀ ସହାୟତା ଯୋଗାଇ ଦେବା ନାମରେ ପୌରକେଲା ଗ୍ରାମର ହଜାରୁ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ରେକର୍ଡ ଦେଖି ଏମିତି କହିଦେଲେ ମେଲୋନି: ସରା ବିଶ୍ୱରେ ପଡ଼ିଲା ଚହଳ

ନୂଆଦିଲ୍ଲୀ,୧୦।୬: ପ୍ରଧାନମନ୍ତ୍ରୀ ଭାବରେ ନରେନ୍ଦ୍ର ମୋଦି ଦୀର୍ଘ ଦିନ ଧରି ନିରନ୍ତର କାର୍ଯ୍ୟକାଳ ପାଇଁ ଏକ ରେକର୍ଡ ସ୍ଥାପନ କରିଛନ୍ତି। ବୁଧବାର କେନ୍ଦ୍ର ସରକାରଙ୍କ ମୁଖ୍ୟ ଭାବରେ…

୨୦୨୬ ବିଶ୍ୱକପ୍‌ର କନିଷ୍ଠ, ବୟସ୍କ ଖେଳାଳି ସମ୍ପର୍କରେ ଜାଣନ୍ତୁ…

ଓ୍ବାଶିଂଟନ,୯।୬: ଦିନକ ପରେ ଫିଫା ବିଶ୍ୱକପ୍‌। ବିଶ୍ୱକପ୍‌ ପାଇଁ ଆମେରିକା, କାନାଡା ଏବଂ ମେକ୍ସିକୋରେ ଫୁଟବଲ ପ୍ରେମୀ ଆସି ପହଞ୍ଚି ଯାଇଛନ୍ତି। ପ୍ରସଂଶକ ନିଜ ନିଜ ଦେଶର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri