କେସିଙ୍ଗା ବ୍ଲକରେ ଶାନ୍ତିଶୃଙ୍ଖଳା ଭାବେ ରଥଯାତ୍ରା ପାଳିତ

କେସିଙ୍ଗା,୪।୭(ଡି.ଏନ.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବିଭିନ୍ନ ଗ୍ରାମରେ ରଥଯାତ୍ରା ଗୁରୁବାର ଶାନ୍ତିଶୃଙ୍ଖଳାର ସହିତ ପାଳିତ ହୋଇଯାଇଛି। ସହରରେ ଥିବା ଶ୍ରୀଜଗନ୍ନାଥ ମନ୍ଦିରରେ ବଳଭଦ୍ର, ଶୁଭଦ୍ରା ଓ ଶ୍ରୀଜଗନ୍ନାଥଙ୍କ ନୀତିକାନ୍ତ ଶେଷ ହେବା ପରେ ଠିକ ସମୟରେ ତିନି ରଥକୁ ଭକ୍ତମାନଙ୍କ ଦ୍ୱାରା ଟାଣି ସହର ମଧ୍ୟରେ ଥିବା ହରଗୌରୀ ମନ୍ଦିରକୁ ନିଆଯାଇଥିଲା । ଶାନ୍ତିଶୃଙ୍ଖଳା ପାଇଁ କେସିଙ୍ଗା ପୋଲିସ ମୁତୟନ କରାଯାଇଥିଲା । ସେହିପରି କେସିଙ୍ଗା ବ୍ଲକର ବାଲସି, ମଶାଣିବନ୍ଧ, କାଣ୍ଡେଲ, ଉତ୍କେଳା, କଶୃପଡା, ତୁର୍ଲାଖମନ ପ୍ରଭୃତି ଗ୍ରାମରେ ପବିତ୍ର ରଥଟଣା ଶାନ୍ତିଶୃଙ୍ଖଳା ଭାବେ ସମ୍ପନ୍ନ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଆଗାମୀ ମୁଖ୍ୟମନ୍ତ୍ରୀ ହେବେ କିଏ: ଜୟଶଙ୍କର କହିଲେ ଏମିତି କଥା…

ସମ୍ବଲପୁର, ୬ା୫(ଭବାନୀ ଶଙ୍କର ଭୋଇ):ଭାଷା ସାହିତ୍ୟ, ସଂସ୍କୃତି, ଇତିହାସ ସହ ଓଡ଼ିଆ ଅସ୍ମିତାକୁ ନେଇ ଓଡ଼ିଶାର ପରିଚୟ। ପ୍ରାକୃତିକ ସମ୍ବଳରେ ଭରା ଏକ ସମୃଦ୍ଧ ରାଜ୍ୟରେ...

ସଞ୍ଜୟଙ୍କୁ ସମ୍ବଲପୁର ବିଧାନସଭା ନିର୍ବାଚନ ଇନ୍‌ଚାର୍ଜ କଲା ବିଜେଡି

ସମ୍ବଲପୁର,୫ା୫(ପ୍ରମୋଦ ବହିଦାର): ଚଳିତ ନିର୍ବାଚନ ପାଇଁ ବିଜେଡିର ନିର୍ବାଚନ ସଂଯୋଜକ ଓ ନିର୍ବାଚନ ଇନ୍‌ଚାର୍ଜ ନିଯୁକ୍ତ କରାଯାଇଛି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ...

ବାଘ, ଭାଲୁଙ୍କ ପାଇଁ କୁଲର

ସମ୍ବଲପୁର,୩ା୫(ପ୍ରମୋଦ ବହିଦାର):ବନ୍ୟପ୍ରାଣୀଙ୍କୁ ପ୍ରବଳ ଗ୍ରୀଷ୍ମ ପ୍ରବାହରୁ ରକ୍ଷା କରିବା ପାଇଁ ସମ୍ବଲପୁର ପ୍ରାଣୀ ଉଦ୍ୟାନରେ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ଗତ ଏକ ସପ୍ତାହ ଧରି ସମ୍ବଲପୁରରେ...

ନାମାଙ୍କନପତ୍ର ଦାଖଲ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁର,୨ା୫: ସମ୍ବଲପୁର ଲୋକସଭା ଆସନ ଲାଗି ପ୍ରାର୍ଥିପତ୍ର ଦାଖଲ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସମର୍ଥକଙ୍କ ଗହଣରେ ବିରାଟ ଶୋଭାଯାତ୍ରାରେ ସହର ପରିକ୍ରମା କରିବା ପରେ...

ଭାଜପାରେ ଯୋଗଦେଲେ ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ

ସମ୍ବଲପୁର,୧ା୫: ଭାଜପାରେ ଯୋଗ ଦେଇଛନ୍ତି ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ‌ଙ୍କ ଉପସ୍ଥିତିରେ ଜିଲା ଭାଜପା କାର୍ଯ୍ୟାଳୟରେ ଅନୁଷ୍ଠିତ...

ନାମାଙ୍କନପତ୍ର ଦାଖଲ କଲେ ପ୍ରଣବ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ମୁଁ ନିଶ୍ଚିତ ଯେ…

ଭୁବନେଶ୍ୱର,୩୦।୪: ସମ୍ବଲପୁର ଲୋକ ସଭା ଆସନ ପାଇଁ ନାମାଙ୍କନପତ୍ର ଦାଖଲ କରିଛନ୍ତି ବିଜେଡି ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ । ଦଳୀୟ କର୍ମୀ ଓ ହଜାର...

ବଢୁଛି ତାତି: ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ କର

ସମ୍ବଲପୁର,୨୭ା୪(ବି.ଶଙ୍କର): ସଂପ୍ରତି ରାଜ୍ୟରେ ତାପମାତ୍ରା ବୃଦ୍ଧି ହୋଇଛି । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ତାପମାତ୍ରା ବୃଦ୍ଧି ଯୋଗୁ ରାଜ୍ୟ ସରକାର ସମସ୍ତ ବିଦ୍ୟାଳୟ ଓ...

ରାସେଶ୍ୱରୀଙ୍କୁ ଭେଟିଲେ ଧର୍ମେନ୍ଦ୍ର, ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ହୋଇ ବିଜେଡି ଛାଡିଥିଲେ ରାସେଶ୍ୱରୀ

ସମ୍ବଲପୁର,୨୮ା୪: ଓଡ଼ିଶା ରାଜନୀତିରେ ସମ୍ବଲପୁର ଏବେ ସବୁଠୁ ଚର୍ଚ୍ଚାରେ ରହିଛି। ଏହାରି ମଧ୍ୟରେ ରବିବାର ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କୁ ଭେଟିଛନ୍ତି କେନ୍ଦ୍ରମନ୍ତ୍ରୀ ତଥା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri