କୋଇଲା ଉତ୍ତୋଳନ ପରେ ହେଉନି ବାଲି ଫିଲିଂ

ତାଳଚେର,୨୦ା୮(ନି.ପ୍ର.)ତାଳଚେରସ୍ଥିତ ଏମ୍‌ସିଏଲର ଥିବା କୋଇଲା ଖଣିଗୁଡିକରୁ କୋଇଲା ଉତ୍ତୋଳନ ପରେ ସେଠାରେ ଠିକ୍‌ ପରିମାଣର ବାଲି ଫିଲିଂ କରାଯାଉ ନାହିଁ। ଏ ନେଇ ତାଳଚେର ଭୂଗର୍ଭ କୋଇଲା ଖଣି କ୍ଷତିଗ୍ରସ୍ତମାନେ ସୋମବାର ଅନୁଗୋଳ ଜିଲାପାଳଙ୍କଠାରେ ଅଭିଯୋଗ କରିଛନ୍ତି। ସହର ନିକଟରେ ଏମ୍‌ସିଏଲର ଦେଉଳବେଡା, ଚମ୍ପାପଶି, ଡେରା, ହାଣ୍ଡିଧୂଆଁ ଭୂଗର୍ଭ କୋଇଲା ଖଣି ରହିଛି ା ଏହି କୋଇଲା ଖଣିଗୁଡିକରୁ କୋଇଲା ଉତ୍ତୋଳନ ସରିଛି। କୋଇଲା ଉତ୍ତୋଳନ ପରେ ସମ ପରିମାଣର ବାଲି ସେଠାରେ ଫିଲିଂ କରାଯିବାର ନିୟମ ରହିଛି। ହେଲେ ଦୀର୍ଘ ବର୍ଷ ହେଲା ଏମସିଏଲ ପକ୍ଷରୁ ସେଠାରେ ବାଲି ଫିଲିଂ କାମ ଶେଷ ହେଉ ନ ଥିବା ଅଭିଯୋଗ କରାଯାଇଛି। ବିଗତ ଦିନଗୁଡିକରେ ତାଳଚେର ସହରର ବିଭିନ୍ନ ସ୍ଥାନରେ ମାଟି ଦବିବା ସହ ଘରେ ଫାଟ ସୃଷ୍ଟି ହେଉଥିବା ନଜିର ରହିଛି। ଏଥିଯୋଗୁ ସହରବାସୀ ନିଜକୁ ଅସୁରକ୍ଷିତ ମଣିବା ସହିତ ଭୟଭୀତ ଅବସ୍ଥାରେ ରହୁଛନ୍ତି। ତୁରନ୍ତ ତାଳଚେର ଅଞ୍ଚଳରେ ଭୂଗର୍ଭ କୋଇଲା ଖଣି ଦ୍ୱାରା ଅସୁରକ୍ଷିତ ସ୍ଥାନରେ ବାସ କରୁଥିବା ଜନସାଧାରଣଙ୍କୁ ଉଚିତ କ୍ଷତିପୂରଣ ଦେଇ ସ୍ଥାନାନ୍ତର କରାଯିବା, ବାଲି ଫିଲିଂ କାମର ସିବିଆଇ ତଦନ୍ତ କରାଯିବାକୁ ରଞ୍ଜିତ ମହାପାତ୍ର, ଜିତୁ ବେହେରା, ସୌଭାଗ୍ୟ ଚନ୍ଦ୍ର ପଟ୍ଟନାୟକ, ଗୁନା ମହାପାତ୍ର, ଲିଟୁ ମହାରଣା ଓ ଅନ୍ୟମାନେ ଜିଲାପାଳଙ୍କଠାରେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁରରେ ଜିଲାସ୍ତରୀୟ ସ୍ୱାଧୀନତା ଦିବସ, ଗଞ୍ଜାମର ଉନ୍ନତି ପାଇଁ ସରକାର ପ୍ରତିବଦ୍ଧ: ଆଇନ ମନ୍ତ୍ରୀ

ଛତ୍ରପୁର, ୧୫`୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରଠାରେ ଜିଲାସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହ ଆଡ଼ମ୍ବର ଓ ଉତ୍ସାହର ସହ ପାଳିତ…

ବଲାଙ୍ଗୀରରେ ପତାକା ଉତ୍ତୋଳନ କଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, କହିଲେ ଏ ମାଟିର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ…

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମନୋହରପୁର ରିଜର୍ଭ ପୋଲିସ ପଡ଼ିଆରେ ଶନିବାର ୮୦ ତମ ଜିଲା ସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଉଚ୍ଚଶିକ୍ଷା, କ୍ରୀଡ଼ା ଓ…

ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ: ମନୋନୀତ ୧୭ ଜଣ ପୋଲିସ ଅଧିକାରୀ,କର୍ମଚାରୀଙ୍କୁ …

ଭୁବନେଶ୍ୱର,୧୫।୮ ଲୋକସେବା ଭବନରେ ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ ଅନୁଷ୍ଠିତ ହୋଇଛି। ଏହି ଅବସରରେ ମନୋନୀତ ୧୭ ଜଣ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀ ପଦକ…

ସୁନ୍ଦରଗଡ଼ରେ ଜାତୀୟ ପତାକା ଉତ୍ତୋଳନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ସୁନ୍ଦରଗଡ଼,୧୫ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ସଦରମହକୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ପାଳିତ ହୋଇଯାଇଛି। ସୁନ୍ଦରଗଡ଼ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତ୍ରାପଡ଼ିଆଠାରେ ଆୟୋଜିତ ଜିଲାସ୍ତରୀୟ ସମାରୋହରେ ଉପମୁଖ୍ୟମନ୍ତ୍ରୀ…

ଜାତୀୟ ପତାକା ଉତ୍ତୋଳନ ପରେ ହଠାତ୍‌ ଅସୁସ୍ଥ ହୋଇପଡ଼ିଲେ ୯ ଛାତ୍ରୀ, ତଳେ ଗଡ଼ି ଦେଖାଇଲେ ଅସ୍ବାଭାବିକ ଆଚରଣ

ଦେବଗଡ଼,୧୫ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ପଡିଆନାଲି ୟୁଜିୟୁପି ସ୍କୁଲରେ ସ୍ବାଧୀନତା ଦିବସରେ ଏକ ଅଘଟଣ ଘଟିଛି । ଜାତୀୟ ପତାକା ଉତ୍ତୋଳନ ପରେ…

ପ୍ରତିଷ୍ଠିତ ବ୍ୟବସାୟୀଙ୍କୁ ଅପହରଣ, ଲୋକେସନ୍‌ ଟ୍ରାକ୍‌ କରି ତନାଘନା ଚଳାଇଛି ପୋଲିସ

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ (ଗୁଣ୍ଡା)ଙ୍କୁ କିଛି ଲୋକ ଅପହରଣ କରିଥିବା ପରିବାର ଲୋକେ ସନ୍ଦେହ କରି ବଲାଙ୍ଗୀର ଟାଉନ ଥାନାରେ…

ତ୍ରିରଙ୍ଗା ଉଡ଼ାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ମୋଦିଙ୍କ ହାତରେ ଦେଶ ଆଜି ସୁରକ୍ଷିତ

ଭୁବନେଶ୍ୱର,୧୫।୮: ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜାତୀୟ ପତାକା ଉତ୍ତୋଳନ କକରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ…

ଆଜି ଲଘୁୁଚାପକୁ ଫେରିବ ଅବପାତ, ଏହି ଦିନ ଯାଏ ପ୍ରବଳ ବର୍ଷିବ

ଭୁବନେଶ୍ୱର, ୧୫।୮ (ବନ୍ଦନା ସେଠୀ):ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ସକ୍ରିୟ ଅବପାତ ଶନିବାର ସୁଦ୍ଧା ଅବପାତଟି ଦୁର୍ବଳ ହୋଇ ପୁଣି ଲଘୁଚାପ କ୍ଷେତ୍ରକୁ ଫେରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri