କୋଇଲା ଉଦ୍ୟୋଗରେ ଶତପ୍ରତିଶତ ପ୍ରତ୍ୟକ୍ଷ ପୁଞ୍ଜି ନିବେଶ ପ୍ରତିବାଦରେ କୋଇଲା ଖଣି ଅଫିସ ସମ୍ମୁଖରେ ବିକ୍ଷୋଭ

ତାଳଚେର,୩।୯(ନି.ପ୍ର.): କୋଇଲା ଉଦ୍ୟୋଗରେ ଶତପ୍ରତିଶତ ପ୍ରତ୍ୟକ୍ଷ ପୁଞ୍ଜି ନିବେଶ ପ୍ରତିବାଦରେ ଅନୁଗୋଳ ଜିଲା ତାଳଚେର କୋଲ୍‌ଫିଲଡ୍ସରେ ଥିବା ସମସ୍ତ କୋଇଲା ଖଣିର ଟାଇମ ଅଫିସ ଓ ଏରିଆ ଅଫିସ ସମ୍ମୁଖରେ ମଙ୍ଗଳବାର ଭାରତୀୟ ମଜଦୁର ସଂଘ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏହି ପୁଞ୍ଜି ନିବେଶ ଦ୍ୱାରା ସ୍ଥାୟୀ, ଅସ୍ଥାୟୀ କର୍ମଚାରୀ ସହିତ ଜମିହରାମାନେ କ୍ଷତିଗ୍ରସ୍ତ ହେବେ ବୋଲି ସଂଘ ପକ୍ଷରୁ କୁହାଯାଇଛି। ତେବେ ଆଗାମୀ ୬ ଓ ୭ରେ ସମସ୍ତ ଅଫିସ ସମ୍ମୁଖରେ ଗଣଧାରଣା ଦିଆଯିବ ଏବଂ ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରାଯିବା କାର୍ଯ୍ୟକ୍ରମ ରହିଛି ବୋଲି କୋଇଲା ମହାସଂଘର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ସଦସ୍ୟ ବାଦଲ ମହାରଣା, ବିଏମଖଏସ୍‌ର ସାଧାରଣ ସମ୍ପାଦକ ସଞ୍ଜୟ ମାଝି, ଅରୁଣ କୁମାର ପ୍ରଧାନ, ବିଜୟ କୁମାର ସାହୁ ପ୍ରମୁଖ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ରୁତଗତିରେ ଆସି ବୋଲେରୋକୁ ସାମ୍ନାପଟୁ ଧକ୍କା ଦେଲା କାର୍‌, ଆଉ ତା’ପରେ…

ଦେବଡ଼,୪ା୫(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନା ଅନ୍ତର୍ଗତ ବଲଣ୍ଡା ନିକଟ ରାଜ୍ୟ ରାଜପଥରେ ରବିବାର ରାତିରେ ଏକ ବୋଲେରୋ ଏବଂ କାର୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି।…

ବିଜେଡିରୁ ଶୁଭେନ୍ଦୁ ସାମଲ ନିଲମ୍ୱିତ

ଭୁବନେଶ୍ୱର,୩।୫: ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ରବିବାର ଚୌଦ୍ୱାର ମ୍ୟୁନିସିପାଲିଟି ଉପାଧ୍ୟକ୍ଷ ଶୁଭେନ୍ଦୁ ସାମଲଙ୍କୁ ଦଳରୁ ନିଲମ୍ୱନ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ ପାଇଁ ଶୁଭେନ୍ଦୁଙ୍କୁ ନିଲମ୍ୱନ…

ଖାରବେଳଙ୍କ ଉପରୁ ଉଠିଲା ନିଲମ୍ୱନ

ଭୁବନେଶ୍ୱର,୩।୫: ବରିଷ୍ଠ ଭାଜପା ନେତା ଐର ଖାରବେଳ ସ୍ୱାଇଁଙ୍କ ଉପରୁ ରବିବାର ନିଲମ୍ୱନ ଆଦେଶ ପ୍ରତ୍ୟାହୃତ ହୋଇଛି। ଭାଜପା ରାଜ୍ୟ ଶୃଙ୍ଖଳା କମିଟି ଆବାହକ ସୁଦର୍ଶନ ନାୟକ…

ମାଛ ଧରିବାକୁ ଯାଇଥିଲେ, ମିଳିଲା ମୃତଦେହ

କୋକସରା,୩।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ମାଛ ଧରିବା ପାଇଁ ଯାଇଥିବା କୋକସରା ବ୍ଲକ ଆମପାଣି ଥାନା ଖଲିଗଡ ଗ୍ରାମର ଜଣେ ଯୁବକ ଡ୍ୟାମ ବୁଡ଼ି ନିଖୋଜ ହୋଇ ଯାଇଥିଲେ।…

ଯୌତୁକ ଜନିତ ବଧୂହତ୍ୟା ଘଟଣା, ୩ ମାସ ପରେ ବନ୍ଧା ହେଲେ ଶ୍ବଶୁର-ଦିଅର

ଦିଗପହଣ୍ଡି,୩ା୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଜକରାପଲ୍ଲୀ ଗ୍ରାମର ଅଜିତ ବିଷୋୟୀଙ୍କ ସ୍ତ୍ରୀ ସନ୍ଧ୍ୟାରାଣୀ ବିଷୋୟୀଙ୍କୁ ଗତ ଫେବୃଆରୀ ୪ ତାରିଖରେ ଅଧିକା ଯୌତୁକ…

ବାଇକ୍‌ ଉପରେ ଚଢ଼ିଗଲା ଟ୍ରାକ୍ଟର, ଆଉ ତା’ପରେ…

କେନ୍ଦୁଝର,୩ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ତେଲକୋଇ ବସ୍‌ଷ୍ଟାଣ୍ଡ ନିକଟରେ ଏକ ସଡ଼କ ଦୁର୍ଘଟଣାରେ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି। ଅନ୍ୟ ଜଣେ…

ବରଗଡ଼ ଜିଲା ପ୍ରିମିୟର ଲିଗ୍ ଉଦଘାଟିତ

ବରଗଡ଼,୩।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କ୍ରିକେଟ୍ ଆସୋସିଏସନ୍ ଆନୁକୂଲ୍ୟରେ ରବିବାର ସନ୍ଧ୍ୟାରେ ବରଗଡ଼ ଜିଲା ପ୍ରିମିୟର ଲିଗ୍(ବିଡିପିଏଲ) ଉଦଘାଟିତ ହୋଇଛି। ବରଗଡ ଜିଲା କ୍ରିକେଟ ଏସୋସିଏସନର ସଭାପତି…

ରାସ୍ତା ଉପରେ ପଡ଼ିଲା ବିରାଟକାୟ ଗଛ; ଅଳ୍ପକେ ବର୍ତ୍ତିଲେ ପଥଚାରୀ, ଯାତାୟତ ବାଧାପ୍ରାପ୍ତ

ଥୁଆମୂଳ ରାମପୁର,୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ରବିବାର ବିରାଟକାୟ ଗଛ ପଡ଼ି ଯାତାୟତ ବାଧାପ୍ରାପ୍ତ ହୋଇଛି । ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri