କୋଇଲା ବୋଝେଇ ଟ୍ରେନ୍‌ରେ ନିଆଁ

ରାୟଗଡ଼ା ଅଫିସ, ୩୧।୭ (ଡି.ଏନ୍‌.ଏ.): ରାୟଗଡ଼ା ରେଳ ଷ୍ଟେଶନର ୭ ନଂ. ପ୍ଲାଟଫର୍ମରେ ଠିଆ ହୋଇଥିବା ଏକ କୋଇଲା ବୋଝେଇ ଟ୍ରେନ୍‌ରେ ବୁଧବାର ଘଟିଛି ଅଗ୍ନିକାଣ୍ଡ। ନିଆଁ ଲାଗିବା ଦେଖି ରେଳ ବିଭାଗ ତୁରନ୍ତ ଦମକଳ ବାହିନୀକୁ ଖବର ଦେଇଥିଲେ। ଦମକଳ ବାହିନୀ ସେଠାରେ ପହଞ୍ଚତ୍ ନିଆଁକୁ ଆୟତ୍ତ କରିଥିଲା। ଅଗ୍ନିକାଣ୍ଡର କାରଣ ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇନି। ପ୍ରକାଶ ଯେ, ୨୦ ଦିନ ହେବ ବିଶାଖାପାଟଣାରୁ କୋଇଲା ବୋଝେଇ ୨୨ଟି ଓ୍ବାଗନ ବିଶିଷ୍ଟ ଟ୍ରେନ୍‌ ରାୟଗଡ଼ା ଷ୍ଟେଶନରେ ରହିଛି। ବୁଧବାର ହଠାତ୍‌ ଏଥିରେ ନିଆଁ ଲାଗି ଯାଇଥିଲା। କେଉଁ କାରଣରୁ ଅଗ୍ନିକାଣ୍ଡି ଘଟିଛି ତାହା ଜଣାପଡିନାହିଁ। ତେବେ ସୌଭାଗ୍ୟବଶତଃ ନିଆଁ ବ୍ୟାପିବା ଆଗରୁ ତାକୁ ଆୟତ୍ତ କରାଯାଇଥିଲା। ନିଆଁକୁ ଆୟତ୍ତ କରାଯିବା ପରେ ରେଳ ବିଭାଗର ବିଶାଖାପାଟଣା ଡିଭିଜନକୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ: ୩୨ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ

ବାରିପଦା, ୧୦।୭ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡସାହି ବ୍ଲକ କାର୍ଯ୍ୟାଳୟର ଜଣେ କନିଷ୍ଠ ଯନ୍ତ୍ରୀ ୩୨ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ବାଲେଶ୍ୱର…

ରଥଯାତ୍ରା ପାଇଁ କୁଲାଡ ପ୍ରସ୍ତୁତ: ଜଗନ୍ନାଥ ମନ୍ଦିର ଦାନବାକ୍ସରୁ ମିଳିଲା କେତେ ଟଙ୍କା

ଭଞ୍ଜନଗର, ୧୦।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ କୁଲାଡ ଶ୍ରୀଜଗନ୍ନାଥ ମନ୍ଦିରର ଦାନବାକ୍ସ ଶୁକ୍ରବାର ଖୋଲାଯାଇଥିଲା। ଦାନବାକ୍ସରୁ ମୋଟ ୬୬,୮୫୫ ଟଙ୍କା ସଂଗ୍ରହ…

ଭାଜପାକୁ ଶକ୍ତ ଧକ୍କା, ନାମାଙ୍କନ ପ୍ରତ୍ୟାହାର କଲେ ଅଭିଷେକ ସିହ୍ନା

ପାଟନା,୧୦।୭: ଭାରତୀୟ ଜନତା ପାର୍ଟି (ଭାଜପା) ପ୍ରାର୍ଥୀ ଅଭିଷେକ ସିହ୍ନା ‘ବଣ୍ଟି’ ନିର୍ବାଚନ ଲଢିବେ ନାହିଁ ବୋଲି ତାଙ୍କର ନାମାଙ୍କନ ପ୍ରତ୍ୟାହାର କରିଛନ୍ତି। ସେ ରାଜ୍ୟ ସଭାପତି…

୧୦ କିଲୋମିଟର ବାଇକରେ ବୁହା ହେଲା ନାବାଳିକାଙ୍କ ମୃତଦେହ

ନବରଙ୍ଗପୁର,୧୦।୭ (ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାର ଉମରକୋଟ ଅଞ୍ଚଳରୁ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ପ୍ରାୟ ୧୦ କିଲୋମିଟର ଦୂର ବାଇକରେ ଜଣେ ନାବାଳିକାଙ୍କ ମୃତଦେହ…

ଦେଶରେ ମୌସୁମୀ ଆକ୍ଟିଭ: ଆସନ୍ତା ସପ୍ତାହରେ ପ୍ରବଳ ବର୍ଷିବ, ଜାଣନ୍ତୁ କ’ଣ କହୁଛି IMD

ନୂଆଦିଲ୍ଲୀ,୧୦।୭: ଆଗାମୀ କିଛି ଦିନ ମଧ୍ୟରେ ଦେଶର ବିଭିନ୍ନ ରାଜ୍ୟରେ ବର୍ଷା ଜାରି ରହିବ ବୋଲି ଆଶା କରାଯାଉଛି। ଭାରତୀୟ ପାଣିପାଗ ବିଭାଗ (IMD)ର ବରିଷ୍ଠ ବୈଜ୍ଞାନିକ…

ଜୁଆଙ୍ଗ ମୃତ୍ୟୁ ରାଜ୍ୟବାସୀଙ୍କୁ କରିଛି ଲଜ୍ଜିତ, ତୁରନ୍ତ ଆଦିବାସୀ ମନ୍ତ୍ରୀଙ୍କୁ ଘଟଣାସ୍ଥଳକୁ ପଠାଇବା ପାଇଁ ଦାବି

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ସୁଦୂର ତାମିଲନାଡୁରେ ଥିବା ଏକ ଖାଦ୍ୟ ପ୍ରକ୍ରିୟାରଣ ଶିଳ୍ପରେ କେନ୍ଦୁଝର ଜିଲାର ଆଦିମ ଜନଜାତି ଜୁଆଙ୍ଗ ବାଳିକାଙ୍କ ମୃତ୍ୟୁ ଘଟଣାକୁ ନେଇ ରାଜ୍ୟ…

ମ୍ୟାକ୍ସ ପିକ୍‌ଅପ୍ ସହ ବାଇକ୍‌ର ମୁହାଁମୁହିଁ ଧକ୍କା: ଦୁଇ ଯୁବକ ଗୁରୁତର

ମୋହନା,୧୦।୭(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ବୁଲଡାପଙ୍କା ଗାଁ ନିକଟ ବୁଲାଣି ରାସ୍ତାରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣାରେ ଦୁଇ ଜଣ ଯୁବକ ଗୁରୁତର …

କଲେଜରେ ବନ ମହୋତ୍ସବ ପାଳିତ: ୧୦୦ ଔଷଧୀୟ ବୃକ୍ଷର ଚାରାରୋପଣ, ସାମିଲ ହେଲେ ଛାତ୍ରୀଛାତ୍ର

ଗଞ୍ଜାମ , ୧୦।୭(ବିଦ୍ୟାଧର ସାହୁ): ଗଞ୍ଜାମ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନା (ଏନଏସଏସ) ୟୁନିଟ୍‌ର ଆନୁକୂଲ୍ୟରେ ଶୁକ୍ରବାର ବନ ମହୋତ୍ସବ ଶୁକ୍ରବାର ପାଳିତ ହୋଇଯାଇଛିl ଏହି ଅବସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri