Posted inଭଦ୍ରକ

କୋଇଲା ସହ ପିକ୍‌ଅପ୍‌ ଭ୍ୟାନ ଜବତ:ଜଣେ ଗିରଫ

ତିହିଡ଼ି, ୧୧।୮ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ଜିଝାରପୁର ଗ୍ରାମରୁ ଶନିବାର ରାତିରେ ପୋଲିସ ୪୦ବସ୍ତା କୋଇଲା ଜବତ କରିଛି। ପିକ୍‌ଅପ୍‌ ଭ୍ୟାନ୍‌ (ନଂ.ଓଡି୨୨କେ୦୦୨୬)ରେ ଏହି କୋଇଲା ବୋଝେଇ ହୋଇ ଯାଉଥିବା ବେଳେ ପୋଲିସ ଜବତ କରିଥିଲା। ଏହି ଘଟଣାରେ ପୋଲିସ ଏକ ମାମଲା(ନଂ.୩୬୪/୧୯) ରୁଜୁ କରି କୋଇଲା ନେଇ ଯାଉଥିବା ଗାଡ଼ି ଚାଳକ ସନ୍ତୋଷ ନାୟକଙ୍କୁ ଗିରଫ କରିଛି। ସନ୍ତୋଷଙ୍କ ଘର ବାସୁଦେବପୁର ଥାନା ଅଧୀନ ରାଧାନାଥପୁର ଗ୍ରାମରେ। ରବିବାର ତାଙ୍କୁ କୋର୍ଟ ଚାଲାଣ କରାଯାଇଥିବା ପୋଲିସ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରା ଚାଲୁଥିବା ବେଳେ ଘରେ ପଶି ଲୁଟ: ଉତ୍ତମମଧ୍ୟମ ଦେଇ ପୋଲିସକୁ ହସ୍ତାନ୍ତର କଲେ ଗ୍ରାମବାସୀ

ଭଦ୍ରକ,୧୧।୨(ସନାତନ ରାଉତ): ଅପେରା ଚାଲୁଥିବାବେଳେ ଘରେ ପଶି ଲୁଟ। ଧରାପଡି ନିର୍ଧୁମ ଛେଚା ଖାଇବା ପରେ ପୋଲିସକୁ ୪ ଯୁବକଙ୍କୁ ହସ୍ତାନ୍ତର କଲେ ଗ୍ରାମବାସୀ l ଏପରି…

ପେଟ୍ରୋଲ ପକାଉ ଥିବାବେଳେ ହଠାତ୍‌ ଜଳିଗଲା ବାଇକ୍‌

ବାସୁଦେବପୁର,୯।୧: ରାସ୍ତାରେ ଜଳିଗଲା ବାଇକ। ଭଦ୍ରକ ଜିଲା ବାସୁଦେବପୁରର ବ୍ଲକ ରୋଡରୁ ସୁଦର୍ଶନ ପୁରକୁ ସଂଯୋଗ କରୁଥିବା ରାସ୍ତାର ଗୋପାଳପୁର ଛକଠାରେ ସୋମବାର  ପୂର୍ବାହ୍ନ ସାଢ଼େ ୧୨ଟାବେଳେ…

ପ୍ରେମ କରୁଥିଲେ ଝିଅ; ମାଡ଼ ଖାଇଲେ ମା’-ମାଉସୀ

ଭଦ୍ରକ,୯।୨(ସନାତନ ରାଉତ):ପ୍ରେମ ବିବାହକୁ ବିରୋଧ କରିବାରୁ ଝିଅର ଶାଶୁଘର ଲୋକଙ୍କଠାରୁ ମାଡ଼ ଖାଇଲେ ମା’ ଓ ମାଉସୀ। ଅକ୍ରମଣରେ ମା’, ମାଉସୀଙ୍କ ସମେତ ୪ଜଣ ଆହତ ହୋଇଛନ୍ତି।…

 ୭୨ ବର୍ଷୀୟ ବୃଦ୍ଧଙ୍କ ନାଁରେ ଅସଦାଚରଣ ଅଭିଯୋଗ: କୋର୍ଟ ଚାଲାଣ ପରେ ଥାନା ଘେରିଲେ ଗ୍ରାମବାସୀ 

ତିହିଡ଼ି,୧।୨(ସଞ୍ଜିତ ବଳ): ତିହିଡି଼ ଥାନା ମୁକୁନ୍ଦପୁର ପଞ୍ଚାୟତ ଅଧୀନ ଆରସା ଗ୍ରାମର ଶତାଧିକ ଅଧିବାସୀ ରବିବାର ପୂର୍ବାହ୍ନରେ ଥାନା ଘେରାଉ କରିଛନ୍ତି l ଗ୍ରାମର ଜଣେ ବୃଦ୍ଧଙ୍କୁ…

ଆଜି ଓଡ଼ିଶା ବନ୍ଦ: ଜାତୀୟ ରାଜପଥ ଅବରୋଧ, ଗାଡି ଚଳାଚଳ ଠପ୍‌

ଭଦ୍ରକ, ୨୮।୧(ସନାତନ ରାଉତ): ଭଦ୍ରକରେ ବନ୍ଦ ପାଳନ ଜୋରଦାର ହେଉଛି । ୧୬ ନମ୍ବର ଜାତୀୟ ରାଜପଥ ବନ୍ଦ ରହିଥିବାବେଳେ ଦୋକାନ ବଜାର ମଧ୍ୟ ବନ୍ଦ ରହିଛି…

ଧାନ କିଣାରେ ବିଭ୍ରାଟ : ବିଷ ବୋତଲ ଧରି ଧାରଣାରେ ବସିଲେ ଚାଷୀ

ବାସୁଦେବପୁର , ୨୭।୧(କାଳୀପଦ ରାୟ): ବାସୁଦେବପୁର ବ୍ଲକ ଅଧୀନ ଜଗନ୍ନାଥପୁର ପଞ୍ଚାୟତର ବଛାଦା ସେବା ସମବାୟ ସମିତିରେ ଧାନ କିଣାରେ ବିଭ୍ରାଟ ନେଇ ମଙ୍ଗଳବାର ବିଷ ବୋତଲ…

ଘରକୁ ଫେରୁଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ୨ ବାଇକ୍ ଆରୋହୀ ମୃତ

ବାସୁଦେବପୁର,୨୭।୧ (ନାରାୟଣ ପ୍ରସାଦ ବାରିକ/କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ଧାମରା ରାସ୍ତାର ପାରପୋଖରି ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ସୋମବାର ରାତି ପ୍ରାୟ…

ବନ୍ତ କପ୍‌ କ୍ରିକେଟ ଟୁର୍ନାମେଣ୍ଟ: ସେମିରେ ଇଷ୍ଟକୋଷ୍ଟ ରେଲୱେ ଭଦ୍ରକ

ବନ୍ତ,୨୬।୧(ହରି ନାରାୟଣ ମହାନ୍ତି): ଓଡ଼ିଶା କ୍ରିକେଟ ଆସୋସିଏଶନ ଏବଂ ଭଦ୍ରକ ଜିଲା କ୍ରିକେଟ ଆସୋସିଏଶନର ମିଳିତ ସହଯୋଗରେ ଶାନ୍ତି ୟୁଥ୍‌ ଆସୋସିଏଶନ ଆନୁକୂଲ୍ୟରେ ଭଦ୍ରକ ଜିଲା ବନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri