କୋଏମ୍ବାଟୁର-ଆସନ୍‌ସୋଲ ଚାଲିବ ସ୍ପେଶାଲ ଟ୍ରେନ୍‌ :ଭଦ୍ରକ ଓ ଭୁବନେଶ୍ୱର ଦେଇ ଚଳାଚଳ କରିବ

ଭୁବନେଶ୍ୱର, ୯ା୧୨(ବ୍ୟୁରୋ): ତାମିଲନାଡ଼ୁର କୋଏମ୍ବାଟୁରରୁ ପଶ୍ଚିମବଙ୍ଗର ଆସନସୋଲ ମଧ୍ୟରେ ଭୁବନେଶ୍ୱର ଓ ଭଦ୍ରକ ଦେଇ ଚଳାଚଳ କରିବ ସ୍ପେଶାଲ ଟ୍ରେନ୍‌। କୋଏମ୍ବାଟୁରରୁ ଡିସେମ୍ବର ୨୮ ଏବଂ ଆସନସୋଲରୁ ଡିସେମ୍ବର ୩୦ ପର୍ଯ୍ୟନ୍ତ ଏହି ଟ୍ରେନ୍‌ ଚଳାଚଳ କରିବ। ଉଭୟ ଷ୍ଟେଶନ ମଧ୍ୟରେ ବ୍ରହ୍ମପୁର, ଖୋର୍ଦ୍ଧାରୋଡ଼, ଭୁବନେଶ୍ୱର, ନରାଜ ଓ ଭଦ୍ରକରେ ଏହା ରହଣି କରିବ। କୋଏମ୍ବାଟୁରରୁ ପ୍ରତି ଶନିବାର ଓ ଆସାନସୋଲରୁ ସୋମବାର ଏହି ସ୍ପେଶାଲ ଟ୍ରେନ୍‌ ଚଳାଚଳ କରିବ। କୋଏମ୍ବାଟୁରରୁ ଯାତ୍ରା ସମୟରେ ଭୁବନେଶ୍ୱରରୁ ରବିବାର ରାତି ୧.୫୦ ଓ ଭଦ୍ରକରୁ ଭୋର ୪.୧୫ରେ ଛାଡ଼ିବ। ସେହିପରି ଆସନସୋଲରୁ ଫେରିବା ସମୟରେ ଭଦ୍ରକରୁ ମଙ୍ଗଳବାର ରାତି ୩.୧୭ ଓ ଭୁବନେଶ୍ୱରରୁ ସକାଳ ୬.୨୦ରେ ଛାଡ଼ିବ ବୋଲି ରେଲଓ୍ବେ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

ଥାଇଲ୍ୟାଣ୍ଡରେ ଫସିଛନ୍ତି ୬ ଓଡ଼ିଆ ଶ୍ରମିକ; ଖାଇବାକୁ ମିଳୁନି…, ଫେରିବା ପାଇଁ ସରକାରଙ୍କୁ ଗୁହାରି

ଭୁବନେଶ୍ୱର,୧୮।୨: ପରିବାର ପ୍ରତିପୋଷଣ ପାଇଁ ସୁଦୂର ଥାଇଲ୍ୟାଣ୍ଡ ଯାଇ ନିର୍ଯାତନାର ଶିକାର ହେଲେ ଓଡ଼ିଆ ଶ୍ରମିକ। କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାର ୬ ଜଣ ଶ୍ରମିକ ଏବେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

ଅନଲାଇନ୍ ନିରାପତ୍ତା ଓ ସାଇବର ଅପରାଧ ନେଇ ସଚେତନତା   

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ବୁଧବାର ସ୍ଥାନୀୟ ସିଡିପିଓ କାର୍ଯ୍ୟାଳୟ ପକ୍ଷରୁ ବେଟି ବଚାଓ ଓ ବେଟି ପଢାଓ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri