କୋଏମ୍ବାଟୁର, କୁର୍‌ନୁଲରୁ ଆଜି ପହଞ୍ଚତ୍ବ ୨ ଶ୍ରମିକ ସ୍ପେଶାଲ ଟ୍ରେନ୍‌

ବଲାଙ୍ଗୀର ଅଫିସ, ୧୫ା୫- ବଲାଙ୍ଗୀର ରେଲୱେ ଷ୍ଟେଶନ୍‌ରେ ଶନିବାର ୨ ଶ୍ରମିକ ସ୍ପେଶାଲ ଟ୍ରେନ୍‌ ଆସି ପହଞ୍ଚତ୍ବ। ତାମିଲନାଡୁର କୋଏମ୍ବାଟୁରରୁ ଆସୁଥିବା ସ୍ପେଶାଲ ଟ୍ରେନ୍‌ ପୂର୍ବାହ୍ନ ୧୦ଟା ୩୦ ମିନିଟ୍‌ରେ ବଲାଙ୍ଗୀର ଷ୍ଟେଶନ୍‌ରେ ପହଞ୍ଚତ୍ବ। ଏହି ଟ୍ରେନ୍‌ଟି ଓଡିଶାର ରାୟଗଡା, ବଲାଙ୍ଗୀର, ଭଦ୍ରକ ଓ ବାଲେଶ୍ୱର ଷ୍ଟେଶନ୍‌ରେ ଅଟକିବ ବୋଲି ଜଣାପଡିଛି। ସେହିଭଳି ଆନ୍ଧ୍ରପ୍ରଦେଶର କୁରନୁଲ ସିଟିରୁ ଆଉ ଏକ ଶ୍ରମିକ ସ୍ପେଶାଲ ଟ୍ରେନ୍‌ ଆସି ବଲାଙ୍ଗୀର ଷ୍ଟେଶନ୍‌ରେ ଅପରାହ୍ଣରେ ପହଞ୍ଚତ୍ବ। ଏହି ଟ୍ରେନ୍‌ଟି ବଲାଙ୍ଗୀର, ସମ୍ବଲପୁର, ଭଦ୍ରକ ଓ ବାଲେଶ୍ୱର ଷ୍ଟେଶନ୍‌ ପର୍ଯ୍ୟନ୍ତ ଯାତ୍ରା କରିବ । ଶନିବାର ଆସୁଥିବା ଏହି ଦୁଇ ଶ୍ରମିକ ସ୍ପେଶାଲ ଟ୍ରେନ୍‌ରେ ପ୍ରାୟ ୧୪୦୦ ପ୍ରବାସୀ ବଲାଙ୍ଗୀର ଷ୍ଟେଶନ୍‌ରେ ଓହ୍ଲାଇବେ ବୋଲି ଉପଜିଲାପାଳ ସଞ୍ଜୟ କୁମାର ମିଶ୍ର ସୂଚନା ଦେଇଛନ୍ତି। ଏହି ଦୁଇ ଟ୍ରେନ୍‌ ଆସିବା ପରିପ୍ରେକ୍ଷୀରେ ପୂର୍ବାହ୍ନ ୧୦ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ସହରର ନିର୍ଦ୍ଦିଷ୍ଟ ଅଞ୍ଚଳରେ କର୍ଫ୍ୟୁ ଲଗାଯିବ ବୋଲି ଉପଜିଲାପାଳ ମିଶ୍ର କହିଛନ୍ତି। ଏହି ଦୁଇ ଟ୍ରେନ୍‌ରେ ଆସୁଥିବା ପ୍ରବାସୀଙ୍କ ଆଗମନ, କ୍ୱାରାଣ୍ଟାଇନ୍‌ ସେଣ୍ଟର ଓ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପ୍ରତ୍ୟାଗମନ ପାଇଁ ସୁବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲିଟିଲ ମିସ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ବିଜେତାଙ୍କୁ ଭବ୍ୟ ସାଗତ: ଡିଜେ ବଜାଇ ପାଛୋଟି ନେଲେ..

ଲୋଇସିଂହା,୧।୧(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ଆୟୋଜିତ ଲିଟିଲ ମିସ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା...

ବିଧାୟକଙ୍କ ହୋଡିଂରେ ନାହିଁ ଟାଣୁଆ ନେତା ରାମଚନ୍ଦ୍ର ପଣ୍ଡାଙ୍କ ଫଟୋ, ସହରରେ ଚର୍ଚ୍ଚା

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଆଜି ହେଉଛି ବର୍ଷର ପ୍ରଥମ ଦିବସ ତଥା ନୂଆବର୍ଷ। ଏହି ଦିନକୁ ଗାଁଠୁ ସହର ସବୁଠି ଧୂମଧାମର ପାଳନ କରୁଛନ୍ତି ସମସ୍ତେ।...

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ବଢିଲା ଯୁଦ୍ଧ ଭୟ! ନୂଆବର୍ଷରେ ପାକିସ୍ତାନ ଭାରତ ସୀମାରେ କଲା ଏମିତି କାମ…

ଇସଲାମବାଦ,୧।୧: ସମଗ୍ର ବିଶ୍ୱ ନୂତନ ବର୍ଷ ପାଳନ କରୁଥିବା ବେଳେ, ପାକିସ୍ତାନ ତାର ଘୃଣ୍ୟ କାର୍ଯ୍ୟକଳାପ ଜାରି ରଖିଛି। ନୂତନ ବର୍ଷ ସକାଳୁ ସକାଳୁ ଜମ୍ମୁ...

ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ

କୃଷ୍ଣପ୍ରସାଦ,୧।୧: ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ମଝି ଚିଲିକାରେ ୫୦ ଯାତ୍ରୀ, ଗୋଟିଏ ବସ ଓ ୨ଟି...

ଆଜି ପରମାଣୁ ସ୍ଥାନର ଠିକଣା ଦେବେ ଭାରତ-ପାକିସ୍ତାନ, ଯୁଦ୍ଧ ନେଇ ସଙ୍କେତ!

ନୂଆଦିଲ୍ଲୀ,୧।୧: ଆମର ପଡ଼ୋଶୀ ଏବଂ ଶତ୍ରୁ ପାକିସ୍ତାନର କାର୍ଯ୍ୟକଳାପ ସମସ୍ତଙ୍କୁ ଜଣା। ତେବେ ଆଜି ଉଭୟ ଦେଶ ପରସ୍ପର ସହିତ ଏକ ତାଲିକା ବାଣ୍ଟିବେ, ଯେଉଁଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri