କୋକସରା, ୨୫।୧୨ (ଡି.ଏନ.ଏ)- କଳାହାଣ୍ଡି ଜିଲା କୋକସରା ବ୍ଳକରେ ସ୍କ୍ରିନିଂ କମିଟି ଚୟନ ପ୍ରକ୍ରିୟା ସୋମବାର ଅନୁଷ୍ଠିତ ହୋଇଯାଇଛି। ସ୍କ୍ରିନିଂ କମିଟିର ସଦସ୍ୟ ରୂପେ ସର୍ବସମ୍ମତି କ୍ରମେ ସ୍କ୍ରିନିଂ କମିଟିର ସଭାପତି ଭାବେ ବ୍ଲକ ଅଧ୍ୟକ୍ଷା ଶବ୍ୟାରାଣୀ ବାଗ, ଉପାଧ୍ୟକ୍ଷା ଧିରାମଣୀ ଦାସ, ସମିତି ସଦସ୍ୟ ତ୍ରିଭୁବନ ନାଏକ, ରାଜେନ୍ଦ୍ର ନାଏକ, ଭୁବନେଶ୍ୱର ନାଏକ, ଅଶୋକା ନାଏକ, ମାଧୁରୀ ନାଏକ, କାଉଡୋଳା ସରପଞ୍ଚ ଜମ୍ବୁବତୀ ସାହୁ, କୋକସରା ସରପଞ୍ଚ କିଶୋର ପ୍ରଧାନୀ, ବରାଡଙ୍ଗା ସରପଞ୍ଚ ଗୋକୁଳ ନାଏକ, ମାଝୀଗୁଡା ସରପଞ୍ଚ କୈକେଇ ନାଏକ, ଗୋତମୁଣ୍ଡା ସରପଞ୍ଚ ଜବାହର ଗୋପାଳ ପ୍ରମୁଖ ସ୍କ୍ରିନିଂ କମିଟିର ସଦସ୍ୟ ଓ ସଦସ୍ୟା ଭାବେ ମନୋନୀତ ହୋଇଛନ୍ତି ।
ଲାଞ୍ଜିଗଡ଼ରେ ମଧୁବାବୁ ପେନ୍ସନ୍ ଯୋଜନା: ୪ଟି ପଞ୍ଚାୟତର ୧୬୯ ନୂତନ ହିତାଧିକାରୀଙ୍କୁ ମିଳିଲା ଦୁଇ ମାସର ଭତ୍ତା
ଲାଞ୍ଜିଗଡ଼,୧୩/୧୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ସଭାଗୃହ ପରିସରରେ ଶୁକ୍ରବାର ଦିନ ଏକୀକୃତ ପେନ୍ସନ୍ ପରିଚାଳନା (UPMP) ପୋର୍ଟାଲ ଜରିଆରେ ବ୍ଲକସ୍ତରୀୟ ମଧୁବାବୁ ପେନ୍ସନ୍…
UPMP ପୋର୍ଟାଲର ଶୁଭାରମ୍ଭ, ୬୧ ନୂତନ ହିତାଧିକାରୀଙ୍କୁ ପେନସନ୍ ବଣ୍ଟନ
କେସିଙ୍ଗା, ୧୩।୧୧ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ଏନ୍ଏସି କାର୍ଯ୍ୟାଳୟ ପକ୍ଷରୁ ନୂତନ UPMP ପୋର୍ଟାଲର ଶୁଭାରମ୍ଭ କାର୍ଯ୍ୟକ୍ରମ ଶୁକ୍ରବାର ଆୟୋଜିତ ହୋଇଯାଇଛି। ଏହି ଅବସରରେ…
ଦୀର୍ଘ ଅପେକ୍ଷାର ଅନ୍ତ! ୨୩୫ ନୂଆ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ
ଥୁଆମୂଳ ରାମପୁର, ୧୩/୧୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସମ୍ମିଳନୀ କକ୍ଷରେ ଶୁକ୍ରବାର ଏକୀକୃତ ପେନ୍ସନ୍ ପରିଚାଳନା ପୋର୍ଟାଲ (ୟୁପିଏମ୍ପି) ଜରିଆରେ ମଧୁବାବୁ…
‘ଗୋପାଳନ-ମତ୍ସ୍ୟପାଳନରେ ଗୁରୁତ୍ୱ ଦେବା ଜରୁରୀ’
କେସିଙ୍ଗା,୧୩ା୧୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ ମିନି ଷ୍ଟାଡିୟମ ପରିସରରେ ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା -୨୦୨୬ ସଭାର ସଭାପତି କେସିଙ୍ଗା…
ରାଜ୍ୟ ସ୍ତରରେ ସମ୍ମାନିତ ହେଲେ ଲାଞ୍ଜିଗଡ଼ର ଚାଷୀ ବୁଦ୍ରି ମାଝୀ
ଲାଞ୍ଜିଗଡ଼,୧୩ା୧୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ପଞ୍ଚାୟତ ଅନ୍ତର୍ଗତ କର୍ଣ୍ଣମୁଣ୍ଡା ଗ୍ରାମର ବୁଦ୍ରି ମାଝୀ ଦୃଢ଼ ଇଚ୍ଛାଶକ୍ତି, ନିଷ୍ଠା ଓ ଅକ୍ଳାନ୍ତ ପରିଶ୍ରମ…
ଆତଙ୍କ ଖେଳାଇଲା ପିକଅପ୍ ଭ୍ୟାନ୍: ଦୁଇ ବାଇକ୍କୁ ଧକ୍କା ଦେଇ ଘର କାନ୍ଥ ଭାଙ୍ଗିଲା, ଆଉ ତା’ ପରେ…
ଭବାନୀପାଟଣା,୧୨।୧୧(ଉତ୍ତମ କୁମାର ଦାଶ): ଦ୍ରୁତ ଏବଂ ବେପରୁଆ ଗାଡ଼ି ଚାଳନାର କରୁଣ ପରିଣାମ ଘଟିଛି। ଗୋଟିଏ ପରେ ଗୋଟିଏ ଦୁଇଟି ବାଇକ୍କୁ ଧକ୍କା ଦେବା ପରେ ରାସ୍ତାକଡ଼ରେ…
ପଶ୍ଚିମ ଓଡ଼ିଶା ଶାବଳ ବଂଶର ନୂଆଖାଇ ଭେଟ୍ଘାଟ୍ ପ୍ରସ୍ତୁତି, ସଭାପତି ହେଲେ ପର୍ଶୁରାମ ସାହୁ
କେସିଙ୍ଗା,୧୨।୧୧(ତୁମେଶ୍ୱର୍ ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ବେଲଖଣ୍ଡି ଧବଳେଶ୍ୱର ମନ୍ଦିର ପରିସରରେ ପଶ୍ଚିମ ଓଡ଼ିଶା ଶାବଳ ବଂଶର ଏକ ନୂଆଖାଇ ଭେଟ ଘାଟ ପାଇଁ…
କେସିଙ୍ଗା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ବାଲ୍ ବୈଜ୍ଞାନିକ ପ୍ରଦର୍ଶନୀ: ୩୭ଟି ପ୍ରକଳ୍ପ ମାଧ୍ୟମରେ ପ୍ରତିଭା ଦେଖାଇଲେ ଛାତ୍ରୀ
କେସିଙ୍ଗା,୧୨।୧୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହର ସ୍ଥିତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ରାଷ୍ଟ୍ରୀୟ ବାଲ୍ ବୈଜ୍ଞାନିକ ଆବିଷ୍କାର ଅଭିଯାନ ଅନ୍ତର୍ଗତ ଏକ ବାଲ୍…

